-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||      ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   (02-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   (02-Sep-2026)       ||       ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   (02-Sep-2026)       ||      ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   (02-Sep-2026)       ||      ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||     

HOME   ଜିଲ୍ଲା

ଗୋଡଭଗାକ୍ୟାମ୍ପ ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ମହୋତ୍ସବ

26-Apr-2025



ମୁରାସୁର ବଦ୍ଧ କାର୍ଯ୍ୟକ୍ରମ ଉଦଘାଟିତ  

ଅତାବିରା(ଆକାଶ ମିଶ୍ର) ଅତାବିରା ବ୍ଲକ ଗୋଡଭଗାକ୍ୟାମ୍ପ ଜଗନ୍ନାଥ ମନ୍ଦିର ଉପଲକ୍ଷେ ମୁରାସୁର ବଦ୍ଧ ସାଂସ୍କୃତିକ କାର୍ଯ୍ୟକ୍ରମ ଉଦଘାଟିତ ହୋଇଯାଇଛି । ଶ୍ରୀ ଜଗନ୍ନାଥ ମନ୍ଦିର ପରିଚାଳନା କମିଟୀର ସଭାପତି ସୁନୀଲ ମିଶ୍ରଙ୍କ ସଭାପତିତ୍ୱରେ ଆୟୋଜିତ କାର୍ଯ୍ୟକ୍ରମରେ କଳାମାଟୀ ସରପଂଚ ସୁଷମା ସାହୁ,ପୂର୍ବତନ ଜିଲ୍ଲାପରିଷଦ ସଭ୍ୟା ସଂଯୁକ୍ତା ପ୍ରଧାନ,ଗୋଡଭଗା ସରପଂଚ ମଞ୍ଜୁଲତା ସେଟ,ଲହଣ୍ଡା ସରପଂଚ ଅର୍ଜୁନ ନାଏକ,ଦୁଲମପୁର ସରପଂଚ ଭି.ଭେଙ୍କେନା ବାବୁ,କଳାମାଟୀ ସମିତି ସଭ୍ୟା ରୀନା ତରିଆ,ଗୋଡଭଗା ସମିତି ସଭ୍ୟା ପଙ୍କଜିନି ବାଗ ପ୍ରମୁଖଙ୍କୁ ଉପଢୌକନ ଦେଇ ସମ୍ମାନୀତ କରାଯାଇଥିଲା । ଏହାପରେ  ଉପସ୍ଥିତ ଅତିଥିମାନଙ୍କ ଦ୍ୱାରା  ପ୍ରଦୀପ ପ୍ରଜ୍ୱଳନ ଓ ନଡିଆ ବାଡେଇ

କାର୍ଯ୍ୟକ୍ରମକୁ ଶୁଭ ଉଦଘାଟିତ କରାଯାଇଥିଲା । ଆଜି ଅନୁଷ୍ଟିତ ମୁରାସୁର ଦରବାର କାର୍ଯ୍ୟକ୍ରମରେ ରାଜା କର୍ଣ୍ଣାଟକେଶ୍ୱରଙ୍କ ନଗର ପରିକ୍ରମା ଓ ମୁରାସୁରଙ୍କ ନଗର ପରିକ୍ରମା ଅନୁଷ୍ଠିତ ହୋଇଥିଲା । ନଗର ପରିକ୍ରମା ଶ୍ରୀ ଜଗନ୍ନାଥ ମନ୍ଦିରରୁ ବାହାରି ସମଲେଶ୍ୱରୀ ମନ୍ଦିର ପର୍ଯ୍ୟନ୍ତ ଯାଇ ଗୋଡଭଗା କଲେଜ ପଡିଆସ୍ଥିତ ଦରବାରକୁ ପ୍ରତ୍ୟାବର୍ତନ କରିଥିଲା । ଦରବାରରେ ରାଜା କର୍ଣ୍ଣାଟକେଶ୍ୱରଙ୍କୁ ମୁରାସୁର ଗାଦିଚ୍ୟୁତ କରି ରାଜ୍ୟ ଅଧିକାର କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   02-Sep-2026
  ଜିଲ୍ଲା  
ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   02-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   02-Sep-2026
  ଜିଲ୍ଲା  
 ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   02-Sep-2026
  ଜିଲ୍ଲା  
ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   02-Sep-2026
  ଜିଲ୍ଲା  
ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   02-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026
  ଜିଲ୍ଲା  
ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   02-Sep-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   02-Sep-2026
  ଜିଲ୍ଲା  
ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   02-Sep-2026

You Might Also Like