-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||      ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   (02-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   (02-Sep-2026)       ||       ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   (02-Sep-2026)       ||      ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   (02-Sep-2026)       ||      ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||     

HOME   ଜିଲ୍ଲା

ଆକ୍ସନ ମୋଡରେ ଟିଟିଲାଗଡ଼ ଉପଜିଲ୍ଲାପାଳ, ସହାୟକ ଜିଲ୍ଲାପାଳଙ୍କ ନେତୃତ୍ୱରେ ରାଣୀପୁର ଝରିଆଲ ବିକାଶ ପାଇଁ ବିସ୍ତୃତ ଆଲୋଚନା

26-Apr-2025



ସିନ୍ଧେକେଲା

ଅନୀଲ କୁମାର ତ୍ରିପାଠୀ 

ବଲାଙ୍ଗୀର ଜିଲ୍ଲାର ଐତିହ୍ୟ ସମ୍ପନ୍ନ ରାଣୀପୁର ଝରିଆଲ ବିକାଶ ଓ ଉନ୍ନତି ପାଇଁ ଶନିବାର ୧୯ ତାରିଖ ଗଣମାଧ୍ୟମ ରେ ସମ୍ଭାବନା ହରାଉଛି ରାଣୀପୁର ଝରିଆଲ, ନାଁ କୁ ଜାତୀୟ ଐତିହ୍ୟ ମାନ୍ୟତା , ଭିତ୍ତିଭୂମି ଶୁନ  ଶୀର୍ଷକ ଖବର ପ୍ରକାଶିତ ହୋଇଥିଲା। ତେବେ ମଙ୍ଗଳବାର ୨୨ ତାରିଖ ଟିଟିଲାଗଡ଼ ଉପଜିଲ୍ଲାପାଳ ଙ୍କ ଚିଠି ସଂଖ୍ୟା ୨୫୨୫ ରେ ଟିଟିଲାଗଡ଼ ସହାୟକ ଜିଲ୍ଲାପାଳଙ୍କୁ ରାଣୀପୁର ଝରିଆଲ ପହଞ୍ଚି ଭିତ୍ତିଭୂମି ବିଷୟରେ ସବିଶେଷ ତଥ୍ୟ ଉପସ୍ଥାପନ କରିବାପାଇଁ ନିର୍ଦ୍ଦେଶ ଦେଇଥିଲେ। ଏହାକୁ ନେଇ ଶୁକ୍ରବାର ସହାୟକ ଜିଲ୍ଲାପାଳ ସନ୍ଦିପ କୁମାର ଚନ୍ଦ୍ରକାର ଙ୍କ ନେତୃତ୍ୱରେ ବଙ୍ଗୋମୁଣ୍ଡା ବିଡ଼ିଓ ଶଙ୍କର୍ଷଣ ବେହେରା, ଅତିରିକ୍ତ ତହସିଲଦାର ହେମନ୍ତ କୁମ୍ଭାର, ବଙ୍ଗୋମୁଣ୍ଡା ରେଞ୍ଜର ପଦ୍ମନାଭ କୁମ୍ଭାର, ଏଏଓ ସ୍ମାର୍କୀ ପ୍ରଧାନ, ଉଦ୍ୟାନ କୃଷି ଅଧିକାରୀ ସୁନିଲ ମାଝୀ, ଆରଡବ୍ଲୁଏସଏସ ଇଇ କଣ୍ଟାବାଞ୍ଜି ପ୍ରଶାନ୍ତ କୁମାର ବାଗେ, କନିଷ୍ଠ ଯନ୍ତ୍ରୀ ସତ୍ୟ ସାରଦା ମହାନ୍ତି, ବିଦ୍ୟୁତ ବିଭାଗର କନିଷ୍ଠ ଯନ୍ତ୍ରୀ ଶିବଶଙ୍କର ଦାସ, ରାଜସ୍ବ ନୀରିକ୍ଷକ ରାକେଶ ବେହେରା ପ୍ରମୁଖ ଉପସ୍ଥିତ ରହି ରାଣୀପୁର ଝରିଆଲ ରେ କୋଉଠି କି ପ୍ରକାର ବିକାଶ କରାଗଲେ ଠିକ ହେବ ତା ଉପରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରିଥିଲେ। ଏବଂ ବିଦ୍ୟୁତ, ପାଣି, ଫରେଷ୍ଟ ପାର୍କ, ଉଦ୍ୟାନ, କୃଷି ତଥା ଏ ଅଞ୍ଚଳର ଖାଦ୍ୟ ଓ ଏ ଅଞ୍ଚଳରେ ତିଆରି ହେଉଥିବା ବିଭିନ୍ନ ସାମଗ୍ରୀ କୁ ମଧ୍ୟ ସାମିଲ କେମିତି କରାଯିବ ତା ଉପରେ ମନ୍ଦିର ଟ୍ରଷ୍ଟ କମିଟିର ସମସ୍ତ ସଦସ୍ୟ ତଥା ଉପସ୍ଥିତ ଥିବା ବିଭିନ୍ନ ଅଧିକାରୀ ମାନଙ୍କ ସହ ଆଲୋଚନା କରିଥିଲେ। ଝରିଆଲ ସରପଞ୍ଚ ଓ ଇଓ ଙ୍କୁ ତୁରନ୍ତ ସମିଆ ପୋଖରୀରେ ଆଗରୁ ସ୍ଵିକୃତି ମିଳିଥିବା ୧୦ ଲକ୍ଷ ଟଙ୍କାର ଏନ୍ଆରଇଜିଏ କାମ ଆରମ୍ଭ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ତଥା ଉପସ୍ଥିତ ସମସ୍ତ ଅଧିକାରୀଙ୍କୁ ନିଜନିଜ ପ୍ରୋଜେକ୍ଟ ତିଆରି କରି ତୁରନ୍ତ ଦାଖିଲ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଏହି ସମୟରେ ବିଭିନ୍ନ ଏସଏଚଜି ଗ୍ରୁପ ମଧ୍ୟରୁ କଁସିଲ ଗ୍ରାମର ମହିଳାମାନେ ନିଜ ହାତରେ ବୁଣିଥିବା ଶାଢ଼ୀ ପ୍ରଦର୍ଶନ କରିଥିଲେ। ତେବେ ଆଗାମୀ ଦିନରେ ଏ ଅଞ୍ଚଳର ବିଭିନ୍ନ ସାମଗ୍ରୀ ସହ ବୁଣାକାର ମାନଙ୍କୁ ମଧ୍ୟ ରାଣୀପୁର ଝରିଆଲ ପର୍ଯ୍ୟଟନ ଭିତ୍ତିଭୂମି ରେ ଉଚିତ ସ୍ଥାନ ମିଲିବ ବୋଲି ଶ୍ରୀ ଚନ୍ଦ୍ରକାର କହିଥିଲେ। ଶେଷରେ ମନ୍ଦିର ଟ୍ରଷ୍ଟ କମିଟି ତରଫରୁ ସମସ୍ତଙ୍କୁ ଧନ୍ୟବାଦ ପ୍ରଦାନ କରାଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   02-Sep-2026
  ଜିଲ୍ଲା  
ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   02-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   02-Sep-2026
  ଜିଲ୍ଲା  
 ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   02-Sep-2026
  ଜିଲ୍ଲା  
ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   02-Sep-2026
  ଜିଲ୍ଲା  
ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   02-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026
  ଜିଲ୍ଲା  
ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   02-Sep-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   02-Sep-2026
  ଜିଲ୍ଲା  
ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   02-Sep-2026

You Might Also Like