-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||      ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   (02-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   (02-Sep-2026)       ||       ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   (02-Sep-2026)       ||      ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   (02-Sep-2026)       ||      ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||     

HOME   ଜିଲ୍ଲା

 ନିଜ କୌଳିକ ବୃତ୍ତିକୁ ବଞ୍ଚାଇ ରଖିବା ପାଇଁ ସଂଘର୍ଷ ଜାରି ରଖିଛନ୍ତି କୁମ୍ଭକାର ପରିବାର 

26-Apr-2025



ଢେଙ୍କାନାଳ (ଉଦୟ ଭାନୁ ସାହୁ): ଢେଙ୍କାନାଳ ଜିଲ୍ଲାରେ ବହୁ କୁମ୍ଭକାର ପରିବାର ମାଟି ହାଣ୍ଡି ଓ ମାଠିଆ ତିଆରିରେ ବ୍ୟସ୍ତ ଥିବା ଦେଖିବାକୁ ମିଳୁଛି,ପୂର୍ବ ପୁରୁଷରୁ ମାଟିରୁ ବିଭିନ୍ନ ସାମଗ୍ରୀ ପ୍ରସ୍ତୁତିକୁ କୌଳିକ ବୃତ୍ତି ଭାବେ ଆପଣାଇ ନେଇଥିବା କୁମ୍ଭକାରଙ୍କ ବେଉସା ଆଧୁନିକ ତାର ପ୍ରଭାବରେ ହଜି  ନଯାଇ କିଛି ବଞ୍ଚି ରହିଛି,ପୂର୍ବରୁ ମାଟି ପାତ୍ରର ଚାହିଦା ଅଧିକ ଥିଲା ଏବଂ ରୋଷେଇ ପାଇଁ ଆବଶ୍ୟକ ମାଟିପାତ୍ର ଠାରୁ ଆରମ୍ଭ କରି ହାଣ୍ଡି, ମାଠିଆ,ଠେକି, ପଲମ,ହାତୀ, ଘୋଡା, ସୁରେଇ ଆଦି ଭଳି ବିଭିନ୍ନ ସାମଗ୍ରୀ ପ୍ରସ୍ତୁତ କରି କୁମ୍ଭକାର ପରିବାର ଭଲ ଦୁଇ ପିଇସା ରୋଜଗାର କରି କୁଟୁମ୍ବ ଗୁଜୁରାଣ ମେଣ୍ଟାଇ ପାରୁଥିଲା,ସମୟ କ୍ରମେ ଆଧିନିକ ମଣିଷର ରୁଚିରେ ମଧ୍ୟ ପରିବର୍ତନ ଦେଖା ଦେଲାନି ଏବଂ ସାଧାରଣ ଲୋକ ମାଟି ପାତ୍ରକୁ ଭୁଲି ବିଭିନ୍ନ ଧାତୁରେ ନିର୍ମିତ ବାସନ କୁସନ ବ୍ୟବହାର କରିବାକୁ ପସନ୍ଦ କଲେଣି,ଏଭଳି ପରିସ୍ଥିତିରେ କୁମ୍ଭକାରଙ୍କ ବୃତ୍ତି ପ୍ରତି ସଙ୍କଟ ଦେଖା ଦେଲାଣି,ତଥାପି କୌଳିକ ବୃତ୍ତିକୁ ବଞ୍ଚାଇ ରଖିବା ପାଇଁ ଏବେ ସୁଦ୍ଧା ସଙ୍ଘର୍ଷ ଜାରି ରଖିଛନ୍ତି,ପର୍ବ ପର୍ବାଣି ରୋଜଗାର ସୁଷ୍ଟି କରିଥାଏ କୁମ୍ଭକାର ପରିବାର ପାଇଁ । ଢେଙ୍କାନାଳ ଜିଲ୍ଲାରେ ରହୁଥିବା କୁମ୍ଭକାର ପରିବାର ଏବେ ମାଟି ପାତ୍ର ତିଆରିରେ ବ୍ୟସ୍ତ ଥିବା ଦେଖିବାକୁ ମିଳୁଛି !ତେବେ ମାଟିରେ ବିଭିନ୍ନ ସାମଗ୍ରୀ ପ୍ରସ୍ତୁତ କରିବାକୁ ବୃତ୍ତି ଭାବେ ଆଦରି ନେଇଥିବା କୁମ୍ଭକାର ପରିବାର ପାଇଁ ସରକାର କୌଣସି ପ୍ରକାର ଯୋଜନା କାର୍ଯ୍ୟକାରୀ କରିନଥିବାରୁ ଏହି ବୃତ୍ତି ଆଗାମୀ ଦିନରେ ଲୋପ ପାଇବା ଆସଙ୍କାକୁ ଏଡାଇ ଦେଇହେବ ନାହିଁ ବୋଲି ବୁଦ୍ଧିଜୀବି ମହଲରେ ମତ ପ୍ରକାଶ ପାଇଛି ! କୌଳିକ ବୃତ୍ତିକୁ ବଞ୍ଚାଇବା ପାଇଁ କୁମ୍ଭକାର ଚକ ଘୁରାଉ ଥିଲେ ମଧ୍ୟ ଉଆଶାଳ ଘର ମରାମତି ଓ ଉପାଜର୍ନ ଯଥେଷ୍ଟ ପରିମାଣରେ ହେଉନଥିବାରୁ ପରିବାର ପ୍ରତିପୋଷଣ କରିବା କଷ୍ଟକର ହୋଇପଡୁଛି ବୋଲି ବହୁ କୁମ୍ଭକାରଙ୍କ ପରିବାର ମତ ପ୍ରକାଶ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   02-Sep-2026
  ଜିଲ୍ଲା  
ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   02-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   02-Sep-2026
  ଜିଲ୍ଲା  
 ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   02-Sep-2026
  ଜିଲ୍ଲା  
ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   02-Sep-2026
  ଜିଲ୍ଲା  
ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   02-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026
  ଜିଲ୍ଲା  
ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   02-Sep-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   02-Sep-2026
  ଜିଲ୍ଲା  
ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   02-Sep-2026

You Might Also Like