-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   (02-Sep-2026)       ||      ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   (02-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   (02-Sep-2026)       ||       ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   (02-Sep-2026)       ||      ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   (02-Sep-2026)       ||      ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||     

HOME   ଜିଲ୍ଲା

ଡାବୁଗାଁ ବସ ଷ୍ଟାଣ୍ଡ ଲୋକଙ୍କ ସେବାରେ ଲାଗୁନି

26-Apr-2025



ନବରଙ୍ଗପୁର (ମିହିର ଶଙ୍କର ପାତ୍ର,) ଡାବୁଗାଁ ଠାରେ ଲୋକଙ୍କ ସେବା ପାଇଁ ପୂର୍ଵତନ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭାରଚୁଆଲ ଆପ ମାଧ୍ୟମରେ ୨୦୨୩ ମସିହାରେ ବସ ଷ୍ଟାଣ୍ଡ ର ଶୁଭ ଉଦଘାଟନ କରିଥଲେ। କିନ୍ତୁ ଦୁଃଖର ବିଷୟ ଡାବୁଗାଁ ବସ ଷ୍ଟାଣ୍ଡ ଲୋକଙ୍କ ସେବାରେ ଲାଗୁନି। ଏପରି କୋଟି କୋଟି ଟଙ୍କା ବ୍ୟୟରେ ନିର୍ମିତ ବସ ଷ୍ଟାଣ୍ଡ କାହା ସ୍ୱାର୍ଥରେ ବୋଲି ପ୍ରଶ୍ନ ଉଠୁଛି??? ଗାଁ ଗିହାଳିରେ ଚାଲୁଥିବା ମୁଖ୍ୟମନ୍ତ୍ରୀ ବସ କୁ ଛାଡିଦେଲେ ପ୍ରାୟତଃ କଣସି ସରକାରୀ ବସ ଏହି ବସ ଷ୍ଟାଣ୍ଡ କୁ ଆସୁନାହିଁ। ଫଳରେ ଯାତ୍ରୀ ମାନେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସବୁପ୍ରକାର ଅନୁସଙ୍ଗିକ ବ୍ୟବସ୍ଥା ଥାଇ ମଧ୍ୟ କାମରେ ଆସୁନି ବସ ଷ୍ଟାଣ୍ଡ। ଶୌଚାଳୟ ରେ ଅଧିକାଂଶ ସମୟ ଚାବି ପଡିଥାଉଛି।  ଖରାଦିନେ ଯାତ୍ରୀ ଙ୍କ ବସିବା ପାଇଁ ଉପଯୁକ୍ତ ସୁବିଧା ମଧ୍ୟ ନାହିଁ। ଅପରାହ୍ନ ୪ ଘଣ୍ଟା ହୋଇଗଲେ କୌଣସି ବି ବସ ବସଷ୍ଟାଣ୍ଡ କୁ ଆସୁ ନାହିଁ। ଡାବୁଗାଁ ତରଣୀ ଛକ ନିକଟରେ ବସ ମାନେ ରହୁଥିବାରୁ ଡାବୁଗାଁ ଅଞ୍ଚଳରେ ସବୁବେଳେ  ଟ୍ରାଫିକ ସମସ୍ୟା ଦେଖାଦେଉଛି। ଏଥିପ୍ରତି ପୋଲିସ ପ୍ରଶାସନ ଏବଂ ବ୍ଲକ ପ୍ରଶାସନ ଧ୍ୟାନ ଦେଲେ କିଛି ପରିମାଣରେ ସମସ୍ୟା ସମାଧନ ହଇ ପାରିଥାନ୍ତା ବୋଲି ସାଧାରଣରେ ଆଲୋଚନା ହେଉଛି। ସବୁଠୁ ଆଶ୍ଚର୍ଯ୍ୟର କଥା ଡାବୁଗାଁ OSRTC ବସଷ୍ଟାଣ୍ଡ ରେ ବସଷ୍ଟାଣ୍ଡ ନିର୍ମାଣ ହେବା ଦିନଠାରୁ ଆଜି ପର୍ଯ୍ୟନ୍ତ ଗୋଟିଏ ବି OSRTC ବସ ଆସିନାହିଁ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ଲ୍ୟାମ୍ପସ୍ ଏମ୍.ଡି ବିରୋଧରେ ଜନ ଆକ୍ରୋଶ, ବ୍ୟାପକ ଦୁର୍ନୀତି ବିରୋଧରେ ଉଚ୍ଚ ସ୍ତରୀୟ ତଦନ୍ତ ଦାବୀ ।*   02-Sep-2026
  ଜିଲ୍ଲା  
ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   02-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   02-Sep-2026
  ଜିଲ୍ଲା  
 ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   02-Sep-2026
  ଜିଲ୍ଲା  
ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   02-Sep-2026
  ଜିଲ୍ଲା  
ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   02-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026
  ଜିଲ୍ଲା  
ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   02-Sep-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   02-Sep-2026
  ଜିଲ୍ଲା  
ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   02-Sep-2026

You Might Also Like