-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   (02-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   (02-Sep-2026)       ||       ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   (02-Sep-2026)       ||      ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   (02-Sep-2026)       ||      ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||     

HOME   ଜିଲ୍ଲା

ମହାବୀରପଡା ରେ ଏକ ନୂଆଁ ବିଦ୍ୟୁତ ଟ୍ରାନ୍ସଫର୍ମର ଉଦଘାଟିତ

26-Apr-2025



ମହାବୀରପଡା ରେ ଏକ ନୂଆଁ ବିଦ୍ୟୁତ ଟ୍ରାନ୍ସଫର୍ମର ଉଦଘାଟିତ
ସମ୍ବଲପୁର-(ସଞ୍ଜିବ ପାଣିଗ୍ରାହୀ)  :ଧନୁପାଲି,ମହାବୀର ପଡା, ନୂଆଁ କଲୋନୀ ଠରେ ଏକ ୨୫୦ କେଭି ର ନୂଆଁ ଟ୍ରାନ୍ସଫର୍ମର ଉଦଘାଟିତ ହୋଇଯାଇଛି। କ୍ରମବର୍ଦ୍ଧିଷ୍ଣୁ ଜନବସତି ର ଚାହିଦା ଓ ସ୍ଥାନୀୟ ଲୋକଙ୍କ ଦାବି କୁ ଆଖିଆଗରେ ରଖି ଲୋକ ଙ୍କ ସୁବିଧା ପାଇଁ ଏହି ଟ୍ରାନ୍ସଫର୍ମର ଟି
ବସା ଯାଇଛି। ଆଜି କାର୍ଯ୍ୟକ୍ରମ ରେ ବିଦ୍ୟୁତ ବିଭାଗ ର  ଏସ.ଡି.ଓ,କୈଳାଶ ଚନ୍ଦ୍ର ବାଳା,-ଜୁନିୟର ଇଂଜିନିଅର.ପଙ୍କଜ କଶ୍ୟପ ,ବିକ୍ରମ ପ୍ରଧାନ, ବିନୟ ପାଣ୍ଡେ,ଗଣେଶ ବରୁଆ.ଙ୍କ ସମେତ ଅନେକ ବିଭାଗୀୟ କର୍ମଚାରୀ   ଓ ପଡାବାସୀ ଙ୍କ ଉପସ୍ଥିତି ରେ ପ୍ରାକ୍ତନ ବିଧାୟକ ତଥା ସମ୍ବଲପୁର ସାଂସଦ ଙ୍କ ପ୍ରତିନିଧି ଶ୍ରୀ ନାଉରି ନାୟକ,ମୁଖ୍ୟଅତିଥି ଓ ପଡା ର ବରିଷ୍ଠ ସଭ୍ୟ ଶିକ୍ଷାବିଦ ରାଜେନ୍ଦ୍ର ପଣ୍ଡା ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ପୂଜାର୍ଚ୍ଚନା ପୁର୍ବକ ଟ୍ରାନ୍ସଫର୍ମର କୁ ଉଦ୍ଘାଟନ କରିଥିଲେ।କାର୍ୟ୍ୟକ୍ରମ ପରିଚାଳନା ରେ ଯୁବ ନେତା ସଂଜୀବ ପାଣିଗ୍ରାହୀ,ଯୁବରାଜ ନୀୟକ,ଅନୀଲ ପ୍ରଧାନ ପ୍ରମୁଖ ସହଯୋଗ କରିଥିବା ବେଳେ,ପଡା ର ବରିଷ୍ଠ ସଭ୍ୟ ସୁଧୀର ଦାଶ, ଦିଲ୍ଲୀପ ମିଶ୍ର,ମାନ ଭଞ୍ଜନ ମିଶ୍ର, ଅକ୍ଷୟ ରାୟ,ମାନସ ରଞ୍ଜନ ମିଶ୍ର, ଈଶ୍ୱର ପାଣିଗ୍ରାହୀ,ଆଶୁତୋଷ ସାହୁ,ରଘୁନାଥ ମହାକୁଡ଼ ଙ୍କ ସମେତ ଅନେକ ଲୋକ ଉପସ୍ଥିତ ଥିଲେ।ଏହି ନୂଆଁ ଟ୍ରାନ୍ସଫର୍ମର ଦ୍ୱାରା ବିଦ୍ୟୁତ ସମସ୍ୟା ଅନେକାଂଶ ରେ ଦୂର ହେବ ବୋଲି ବିଭାଗୀୟ ଅଧିକାରୀ , SDO ଧନୁପାଲି କୈଳାଶ ଚନ୍ଦ୍ର ଵାଲା  
 J. E.ଧନୁପାଳି  ପଙ୍କଜ କଶ୍ୟପ  
 ବିନାୟକ ପାଣ୍ଡେ   project team
 ଅଭିନାଶ ଦାଶ project ream
 ବିକ୍ରମ ପ୍ରଧାନ  division staff
 ଗଣେଶ ବାରୁଆ ଦିବାକର ସାହୁ ସୁଶାନ୍ତ ଦାସ 

 Line helper ମାନେ କହିଥିଲେ।ଏହି ଅବସରରେ ଆମର ପୁରୁଣା ଦାବି,ପଡା ମଧ୍ୟରେ ବିପଦ ଶଙ୍କୁଳ ଅବସ୍ଥାରେ ରାସ୍ତା ଉପରେ ଥିବା ପୁରୁଣା ବିଦ୍ୟୁତ ଖୁଣ୍ଟ ସବୁ ବାହାର କରି ଝୁଲି ରହିଥିବା ବିଦ୍ୟୁତ କେବୁଲ ଓ ତାର କୁ ନୂଆଁ ଖମ୍ବ କୁ ସ୍ଥାନାନ୍ତର ପାଇଁ ଥିବା ଦାବି ସମ୍ବନ୍ଧରେ  ପଡ଼ାବାସୀ ଏସଡ଼ିଓ ଙ୍କୁ ପୁଣିଥରେ ଦୋହରାଇ ଥିଲେ।ଶେଷରେ ଜେଇ ଶ୍ରୀ କଶ୍ୟପ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   02-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   02-Sep-2026
  ଜିଲ୍ଲା  
 ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   02-Sep-2026
  ଜିଲ୍ଲା  
ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   02-Sep-2026
  ଜିଲ୍ଲା  
ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   02-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026
  ଜିଲ୍ଲା  
ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   02-Sep-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   02-Sep-2026
  ଜିଲ୍ଲା  
ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   02-Sep-2026
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026

You Might Also Like