-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   (02-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   (02-Sep-2026)       ||       ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   (02-Sep-2026)       ||      ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   (02-Sep-2026)       ||      ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||     

HOME   ଜିଲ୍ଲା

କାଉଡୋଳା ଗ୍ରାମରେ ପ୍ରେମୀ ଯୁଗଳ ଙ୍କ ଆତ୍ମହତ୍ୟା l

26-Apr-2025



କଳାହାଣ୍ଡି, 
କୋକସରା(ତ୍ରିନାଥ ବେଶ୍ରା )
  କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ କାଉଡୋଳା ଗ୍ରାମ ରେ ଦୁଇ ପ୍ରେମୀ ଯୁଗଳ ଦୁହେଁ ଦୁହିଁଙ୍କୁ ଭଲ ପାଉଥିଲେ। ହେଲେ ପ୍ରେମକୁ  ସ୍ଵୀକୃତିଦେଲାନି ନିଜ ଜାତିର ସମାଜ ।ପୁଅ ବ୍ରାହ୍ମଣ ଜାତିର ହୋଇଥିବା ବେଳେ ଝିଅ ସୁନାରି ଜାତିର  ହୋଇଥିବା ଯୋଗୁଁ ବିବାହ ପାଇଁ ମିଳିଲାନି ଅନୁମତି   |  ବିବାହ ପାଇଁ ଅନୁମତି ମିଲି ନ ଥିବା ଯୋଗୁଁ ଶେଷରେ ବହୁତ ବଡ଼ ନିଷ୍ପତ୍ତି ନେଲେ ଦୁହେଁ ପ୍ରେମୀ ଯୁଗଳ । ଗାଁ ନିକଟରେ ଥିବା କୁମୁଡାମୁଣ୍ଡା ଯିବା ରାସ୍ତା ର ପିଜୁଳି ବଗିଚା ର  ଗଛରେ ଫାଶୀ ଲଗାଇ ଝୁଲିପଡ଼ିଲେ ଦୁଇ ପ୍ରେମୀଯୁଗଳ। ସୂଚନା ରୁ ଜଣା ଜାଏ ଯେ  କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ କାଉଡୋଳା ଗ୍ରାମରେ ଏହି ଘଟଣା ଘଟିଛି। ସ୍ଥାନୀୟ ଲୋକେ ଶନିବାର ସକାଳେ ଦୁହିଁଙ୍କ ଝୁଲନ୍ତା ମୃତଦେହ ଦେଖି ଆମପାଣି ପୋଲିସ କୁ ଖବର ଦେଲା ପରେ ପୋଲିସ ଘଟଣା ସ୍ଥଳରେ ଆସି ଦୁହିଁଙ୍କ ମୃତ୍ ଶରୀର ଜବତ କରିଥିବା ସୂଚନା ମିଳିଛି |ପ୍ରାପ୍ତ ଖବର ରୁ ଜଣା ପଡେ ଆମପାଣି ଥାନା ଅନ୍ତର୍ଗତ କାଉଡୋଳା ଗ୍ରାମର  ଯୁବକ ଓ ସେହି ଗ୍ରାମର  ଜଣେ ନାବାଳିକାଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଗଢି ଉଠିଥିଲା। ଦୁହେଁ ଅଲଗା ଜାତିର ହୋଇଥିବାରୁ ପରିବାର ଲୋକେ ବିବାହ ପାଇଁ ରାଜି ହେବେ ନାହିଁ ।ଏହା ଭାବି ଦୁଇ ପ୍ରେମୀଯୁଗଳ ଆତ୍ମହତ୍ୟା କରିଥାଇ ପାରନ୍ତି କିମ୍ବା କେଉଁ ଚାପରେ ପଡି ଆତ୍ମହତ୍ୟା କରିଛନ୍ତି ନା ଅନ୍ୟ କିଛି କାରଣ ରହିଛି ତାହା ତଦନ୍ତ ପରେ ସ୍ପଷ୍ଟ ହେବ ବୋଲି ସୂଚନା ମିଳିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   02-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   02-Sep-2026
  ଜିଲ୍ଲା  
 ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   02-Sep-2026
  ଜିଲ୍ଲା  
ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   02-Sep-2026
  ଜିଲ୍ଲା  
ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   02-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026
  ଜିଲ୍ଲା  
ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   02-Sep-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   02-Sep-2026
  ଜିଲ୍ଲା  
ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   02-Sep-2026
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026

You Might Also Like