-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   (02-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   (02-Sep-2026)       ||       ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   (02-Sep-2026)       ||      ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   (02-Sep-2026)       ||      ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||     

HOME   ଜିଲ୍ଲା

ବିନିକାରୁ ଚୋରୀ ଟ୍ରକ ଭଞ୍ଜନଗର ଥାନା ଏରିଆରୁ ଉଦ୍ଧାର

26-Apr-2025



ବିନିକା(ହିମାଂଶୁ ଶେଖର ପୁଟେଲ) ଅଏଲ ଫ୍ୟାକ୍ଟ୍ରି କୁ କୁଣ୍ଡା ନେଇ ଆସିଥିଲା ଲୋଡ଼ିଂ ହେଲା ହେଲେ ଟ୍ରକ ଟି ଚୋରୀ ହୋଇଗଲା ଗନ୍ତବ୍ୟ ସ୍ଥଳକୁ ପହଞ୍ଚି ପାରିଲା ନାହିଁ।ଥାନାରେ କେଶ ଦେବାର ୮ଦିନ ପରେ ଟ୍ରକ ଟି ଭଞ୍ଜନଗର ଇଲାକାରୁ ଉଦ୍ଧାର ହୋଇଛି। ଘଟଣାରୁ ଜଣାପଡିଛି ଯେ ଗତ ୧୦/୧୨ଦିନ ତଳେ ଖୋର୍ଦ୍ଧା ଜିଲ୍ଲାର  ବାଲିଅନ୍ତା ଥାନା ବସନ୍ତପେଡ଼ି ଗ୍ରାମରୁ ଏକ ଟ୍ରକ ନଂ OD 33G 2225 ବିନିକା ନିକଟ ଜାମପାଲି ଶ୍ରୀୟାନ ସଲଭେଣ୍ଟ ଅଏଲ ମିଲକୁ କୁଣ୍ଡା ନେଇ ଆସିଥିଲା ।କୁଣ୍ଡା ଲୋଡିଂ ମଧ୍ୟ ହୋଇଥିଲା ହେଲେ ସେହିଦିନ ଠାରୁ ଟ୍ରକଟି ଚୋରୀ ହୋଇ ଯାଇଥିଲା ।ଠିକ ସମୟରେ ଗନ୍ତବ୍ୟ ସ୍ଥଳକୁ ନ ପହଞ୍ଚିବାରୁ ଟ୍ରକ ମାଲିକ ଅମଙ୍ଗ ମୋହନ ଦାଶ ୧୭ତାରିଖ ଦିନ ବିନିକା ଥାନାରେ ଲିଖିତ ଅଭିଯୋଗ କରିଥିଲେ ।ପୋଲିସ ଥାନା କେଶ ନଂ ୭୧/୨୦୨୫ରେ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଜାରି ରଖିଥିଲା।କୌଣସି ସୂତ୍ରରୁ ଖବର ପାଇ ବିନିକା ପୋଲିସ ଗଞ୍ଜାମ ପୋଲିସ ସହାୟତାରେ ଭଞ୍ଜନଗର ଥାନା ଇଲାକାର ବିଭିନ୍ନ ସ୍ଥାନରେ ଛାନଭିନ କରି ସଫଳ ହୋଇଥିଲେ । ଚୋରୀ ଟ୍ରକକୁ ପୋଲିସ ଉଦ୍ଧାର କରିଥିବା ବେଳେ ଟ୍ରକ ଚାଳକ ଫେରାର ହୋଇଯାଇଛି ।ଏଥିରେ ସଂପୃକ୍ତ ୩ଆସାମୀ ଜଗନ୍ନାଥ ପ୍ରସାଦ ଥାନା ଏରିଆର ସୁଶାନ୍ତ ବେହେରା,ଗଞ୍ଜାମ ଜିଲ୍ଲା ବୁଗୁଡ଼ା ଥାନା ଏରିଆର ଶିବାଜୀ ପ୍ରଧାନ,ଜିତେନ୍ଦ୍ର ଜେନାଙ୍କୁ ପୋଲିସ ଗିରଫ କରିଛି।ତେବେ ଉଦ୍ଧାର ଟ୍ରକରେ ଥିବା କୁଣ୍ଡାର ଦାମ ପ୍ରାୟ ୩ଲକ୍ଷ ଟଙ୍କା ।ସେଥିରୁ ୧୫ପ୍ୟାକେଟ କୁଣ୍ଡା ଅନ୍ୟତ୍ର ବିକ୍ରି ହୋଇଥିବା ବେଳେ ବାକିତକ ସୁରକ୍ଷିତ ଥିବା ଜଣାପଡିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   02-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   02-Sep-2026
  ଜିଲ୍ଲା  
 ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   02-Sep-2026
  ଜିଲ୍ଲା  
ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   02-Sep-2026
  ଜିଲ୍ଲା  
ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   02-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026
  ଜିଲ୍ଲା  
ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   02-Sep-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   02-Sep-2026
  ଜିଲ୍ଲା  
ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   02-Sep-2026
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026

You Might Also Like