-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   (02-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   (02-Sep-2026)       ||       ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   (02-Sep-2026)       ||      ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   (02-Sep-2026)       ||      ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀ ପାଳନ ସମାରୋହ :

26-Apr-2025



ସୁବର୍ଣ୍ଣପୁର( ମନୋରଞ୍ଜନ ତ୍ରିପାଠୀ )
ଜିଲ୍ଲାପାଳ ସୁବର୍ଣ୍ଣପୁରଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲାସ୍ତରୀୟ ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀ ସମାରୋହ ଅନୁଷ୍ଠିତ ହୋଇଯାଇଛି I ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୁବର୍ଣ୍ଣପୁର ଦ୍ୱାରା ଆୟୋଜିତ ଏହି ଜୟନ୍ତୀ ସମାରୋହରେ ମୁଖ୍ୟଅତିଥି ଭାବରେ ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳିନା ପ୍ରଧାନ , ସମ୍ମାନିତ ଅତିଥିଭାବେ ଜିଲ୍ଲା ସମାଜ କଲ୍ୟାଣ କଲ୍ୟାଣ ଅଧିକାରିଣୀ ଅନୁପମା ପଣ୍ଡା, ଜିଲ୍ଲା ପଞ୍ଚାୟତ ଅଧିକାରୀ ଅର୍ଜୁନ ମାଝୀ, ସମ୍ମାନନୀୟ ବକ୍ତାଭାବେ ଐତିହାସିକ ତଥା ସୁ- ଲେଖକ, ଶିକ୍ଷାବିଦ ସୁଦାମ ଚରଣ ନାଏକ, ଶିକ୍ଷାବିତ୍ ତଥା ବି ଇ ଓ ଲକ୍ଷ୍ମଣ ମିଶ୍ର ଯୋଗଦାନ କରି ମହାରାଜା କୃଷ୍ଣ ଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୀବନ ଦର୍ଶନ ସହ ସ୍ୱତନ୍ତ୍ର ଓଡିଶା ପ୍ରଦେଶ ଗଠନରେ ଅବଦାନ ତଥା ଓଡ଼ିଆ ଭାଷା, ସଂସ୍କୃତି, ସାହିତ୍ୟ, ଶିକ୍ଷାର ବିକାଶରେ ନିଷ୍ଠାପର ଯୋଗଦାନର ସ୍ମୃତି ଚରଣ କରିଥିଲେ । କାର୍ଯ୍ୟକ୍ରମ ଅବସରରେ ପେହେଲଗାମ ମୃତକଙ୍କ ଅମରଆତ୍ମାର ସଦଗତି ନିମନ୍ତେ ନିରବ ପ୍ରାର୍ଥନା ଅନୁଷ୍ଠିତ କରାଯାଇଥିଲା।ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇ କାର୍ଯ୍ୟକ୍ରମ ସଂଯୋଜନା ସହ ଧନ୍ୟବାଦ ଅର୍ପଣ କରିଥିଲେ। କାର୍ଯ୍ୟକ୍ରମରେ ଜିଲ୍ଲା କ୍ରୀଡା ଅଧିକାରୀ ଚିତ୍ତରଞ୍ଜନ ମିଶ୍ର, ଜିଲ୍ଲା ସଂସ୍କୃତି ଅଧିକାରୀ ଯମୁନା ପ୍ରଧାନ, ଜିଲ୍ଲା ଶିଶୁ ସୁରକ୍ଷା ଆଇନ ପରାମର୍ଶଦାତା କେଶବ ମେହେର, ସମାଜ ସେବୀ ଗୋବିନ୍ଦ ମହାରଣା, ଶିକ୍ଷାବିତ୍ ଗତିକୃଷ୍ଣ ମିଶ୍ର, ଅମ୍ବୁଜ ବିହାରୀ ଶତପଥି, ପ୍ଲାବନ କୁମାର ମହାପାତ୍ର ଙ୍କ ସମେତ ସରକାରୀ ପଦାଧିକାରୀ, ବୁଦ୍ଧିଜୀବୀ, ଶିକ୍ଷକ ଶିକ୍ଷୟତ୍ରୀ, ସାହାରା ଟ୍ରଷ୍ଟ ବିଦ୍ୟାଳୟ ଓ ମହାନଦୀ ଧାରାର ଛାତ୍ରଛାତ୍ରୀଙ୍କ ସହ ଗଣମାଧ୍ୟମର ଜିଲ୍ଲା ପ୍ରତିନିଧି ପ୍ରମୁଖ ଉପସ୍ଥିତ ରହି ମହାରାଜାଙ୍କ ଫଟୋ ଚିତ୍ରରେ  ପୁଷ୍ପ ମାଲ୍ୟ ପ୍ରଦାନ ପୂର୍ବକ ସାମୁହିକ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   02-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   02-Sep-2026
  ଜିଲ୍ଲା  
 ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍....   02-Sep-2026
  ଜିଲ୍ଲା  
ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   02-Sep-2026
  ଜିଲ୍ଲା  
ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   02-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026
  ଜିଲ୍ଲା  
ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   02-Sep-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   02-Sep-2026
  ଜିଲ୍ଲା  
ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   02-Sep-2026
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026

You Might Also Like