-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   (02-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   (02-Sep-2026)       ||       ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍....   (02-Sep-2026)       ||      ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   (02-Sep-2026)       ||      ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||     

HOME   ଜିଲ୍ଲା

ଲୋଇସିଂହା ବ୍ଲକ ଠାରେ ଜାତୀୟ ପଂଚାୟତିରାଜ ଦିବସ ଅନୁଷ୍ଠିତ

26-Apr-2025



ଲୋଇସିଂହା, (ବିନୋଦ ଦୀପ) ଲୋଇସିଂହା ବ୍ଲକ କାର୍ଯ୍ୟାଳୟ ପରିସରରେ ଚଳିତ ୨୦୨୫ ବର୍ଷର ବ୍ଲକ ସ୍ତରୀୟ ପଂଚାୟତରାଜ ଦିବସ ଓ ସ୍ବତନ୍ତ୍ର ଗ୍ରାମ ସଭା ଅନୁଷ୍ଠିତ ହୋଇଯାଇଛି।ଏଥିରେ ଆଭାସୀ ମାଧ୍ୟମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଙ୍କ ଉଦବୋଧନ ର ସିଧା ପ୍ରସାରଣ ଲୋକେ ଦେଖିଥିଲେ।ଗୋଷ୍ଠୀ ଉନ୍ନୟନ ଅଧିକାରୀ ଅକ୍ଷୟ ପାଣି ଉଡ୍ଡୁ ଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ ବ୍ଲକ ସ୍ତରୀୟ ସମାରୋହ ରେ ମୁଖ୍ୟ ଅତିଥି ଭାବେ ବଲାଙ୍ଗୀର ଲୋକସଭା ସାଂସଦ ଙ୍କ ଲୋଇସିଂହା ବ୍ଲକ ପ୍ରତିନିଧି ଶ୍ରୀଯୁକ୍ତ ବାଳକୃଷ୍ଣ ଧରୁଆ ଓ ସ୍ୱାସ୍ଥ୍ୟ ମନ୍ତ୍ରୀ ତଥା ବିଧାୟକ ଙ୍କ ପ୍ରତିନିଧି ଗୌରାଙ୍ଗ ନାଏକ ସମ୍ମାନିତ ଅତିଥି ଭାବେ  ଯୋଗ ଦେଇଥିଲେ। କାର୍ଯ୍ୟକ୍ରମ ଆରମ୍ଭ ପୂର୍ବରୁ ଜାମୁ କାଶ୍ମୀର ର  ବେଲ ଗାହାମ ଠାରେ ଆତଙ୍କବାଦୀ ଆକ୍ରମଣରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ଉଦ୍ଦେଶ୍ୟରେ ସମସ୍ତେ ନୀରବ ପ୍ରାର୍ଥନା କରିଥିଲେ। ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ ଗାୟତ୍ରୀ ବାରିକ ,ଜିପିଓ କିଶୋରଚନ୍ଦ୍ର ମାନସିଂହ, ବ୍ଲକ ଯୋଗାଣ ଅଧିକାରୀ ସୋମ୍ୟ ରଞ୍ଜନ ମହାନନ୍ଦ ସମେତ ସମସ୍ତ ପଞ୍ଚାୟତ ନିର୍ବାହୀ ଅଧିକାରୀ, ବିଭାଗୀୟ କର୍ମଚାରୀ, ସମସ୍ତ ସରପଞ୍ଚ, ସମିତି,ଅଙ୍ଗନୱାଡ଼ି କର୍ମୀ, ଓଡ଼ିଶା ଜୀବିକା ମିଶନ ମହିଳା,ସ୍ଵୟଂସହାୟକ ଗୋଷ୍ଠୀ ମହିଳା ଯୋଗ ଦେଇଥିଲେ।ଏହି ଅବସରରେ ବ୍ଲକ ର ବିଭିନ୍ନ କ୍ଷେତ୍ରରେ ଉନ୍ନୟନ କାର୍ଯ୍ୟ ପାଇଁ ବୁର୍ଡl, ବାନୀପାଲି ପଂଚାୟତ ସମେତ ଅନ୍ୟ ଦୁଇଟି ପଂଚାୟତ କୁ  ମୁଖ୍ୟ ଅତିଥି ଏବଂ ସମ୍ମାନିତ ଅତିଥି ଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା l ପରେ କେତେକ ହିତାଧିକାରୀ ଙ୍କୁ ରାସନ କାର୍ଡ ଅତିଥି ଙ୍କ ଗହଣ ରେ ପ୍ରଦାନ କରାଯାଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ବୃଦ୍ଧଙ୍କ ମୃତ୍ୟୁ   02-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   02-Sep-2026
  ଜିଲ୍ଲା  
 ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍....   02-Sep-2026
  ଜିଲ୍ଲା  
ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   02-Sep-2026
  ଜିଲ୍ଲା  
ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   02-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026
  ଜିଲ୍ଲା  
ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   02-Sep-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   02-Sep-2026
  ଜିଲ୍ଲା  
ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   02-Sep-2026
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026

You Might Also Like