-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   (02-Sep-2026)       ||       ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍....   (02-Sep-2026)       ||      ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   (02-Sep-2026)       ||      ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||     

HOME   ଜିଲ୍ଲା

ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀ ସମାରୋହ

26-Apr-2025



ବଲାଙ୍ଗିର(ପ୍ରେରଣା ଖବର): ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀ ସମାରୋହ ଉତ୍ସବ ସ୍ଥାନୀୟ ଗାନ୍ଧୀ ଭବନରେ ଆଜି ପୂର୍ବାହ୍ନରେ ଅନୁଷ୍ଠିତ ହୋଇଛି । ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ଡେପୁଟି କଲେକ୍ଟର ଦେବସ୍ମିତ ମଲ୍ଲିକ, ମୁଖ୍ୟ ବକ୍ତା ଆଧ୍ୟାପକ  ସନ୍ଦୀପ କୁମାର କୁଅଁର, ଆସିଷ୍ଟାଣ୍ଟ ଡ଼ାଇରେକ୍ଟର (ଯୋଜନା)  ସଞ୍ଜୟ କୁମାର ଦୀପ ,

ଜିଲ୍ଲା ସଂସ୍କୃତି ଅଧିକାରୀ ରଶ୍ମୀ ରଞ୍ଜନ ମିଶ୍ର , ବୁଦ୍ଧିଜୀବୀ ନୀଳମଣି ମିଶ୍ର , ଜୟରାମ ମିଶ୍ର  ସମ୍ମାନିତ ଅତିଥି ରୂପେ ଉପସ୍ଥିତ ଥିଲେ । ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ ଏବଂ ଜିଲ୍ଲା ପ୍ରଶାସନ ସମନ୍ଵୟ ରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରି କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା। ମୁଖ୍ୟ ବକ୍ତା ଶ୍ରୀ କୁଅଁର ନିଜ ବକ୍ତବ୍ୟରେ ଅତୀତକୁ ଜାଣିବା ଏବଂ ଅତୀତକୁ ମନେ ପକେଇ ଆଗକୁ ବଢିବାକୁ କହିଥିଲେ । ଅତୀତରେ ଆମ ପୂର୍ବ ପୁରୁଷ ଙ୍କ ବଳିଦାନ ଯୋଗୁଁ ଆମ ଭବିଷ୍ୟତ ଖୁବ ସୁମଧୁର ହେଇଥିବାରୁ ସେମାନଙ୍କ ସ୍ମୃତିଚାରଣ ହେଲେ ତାଙ୍କ ତ୍ୟାଗକୁ ଆମେ ଯଥେଷ୍ଟ ସମ୍ମାନ ଦେଇପାରିବା । ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ଜୀବନୀ ଅନେକ ଜୀବନକୁ ସୃଜନଶୀଳ କରିବାକୁ ପ୍ରୋତ୍ସାହିତ

କରି ଓଡିଆ ଭାଷା,ସାହିତ୍ୟ,ସଂସ୍କୃତି କୁ ଆଗକୁ ବଢେଇବାରେ କର୍ଣ୍ଣଧାର ସାଜିଥିଲା। ବରପୁତ୍ରଙ୍କ ଜୀବନୀ ଜାଣିବାରେ କୁଣ୍ଠା ବୋଧ ନ କରିବାକୁ ବର୍ତ୍ତମାନର ଯୁବପିଢୀକୁ ଉପଦେଶ ଦେଇଥିଲେ । କୃଷ୍ଣଚନ୍ଦ୍ର ଗଜପତି ଖଣ୍ଡ ବିଖଣ୍ଡିତ ଓଡ଼ିଶାକୁ ଏକତ୍ରିକରଣର ବୀଜ ବୁଣିଥିଲେ ବୋଲି କହିଥିଲେ । କୃଷ୍ଣଚନ୍ଦ୍ର ଗଜପତି ଓଡ଼ିଶାର ଭାଷା ବଞ୍ଚେଇବା ପାଇଁ ଲଢେଇ କରିଥିଲେ । କୃଷ୍ଣଚନ୍ଦ୍ର ଗଜପତିଙ୍କ ଜୀବନରୁ ସାଲିଶବିହୀନ ମାନସିକତା କୁ ହଟେଇ ଅନ୍ୟାୟ ବିରୁଦ୍ଧରେ ମୂହଁ ଖୋଲି ଆଗକୁ ବଢିବାକୁ ଶିଖିବା ଦରକାର ବୋଲି ସେ କହିଥିଲେ। ଜିଲ୍ଲା ସୂଚନା ଏବଂ ଲୋକସମ୍ପର୍କ ଅଧିକାରୀ ସରୋଜ କୁମାର ସାହୁ ସ୍ଵାଗତ ଭାଷଣ ସହ ମଞ୍ଚ ପରିଚାଳନା କରିଥିଲେ । ଜିଲ୍ଲା ସଂସ୍କୃତି ଅଧିକାରୀ  ରଶ୍ମୀରଞ୍ଜନ ମିଶ୍ର ଧନ୍ୟବାଦ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ସ୍ୱଭାବ କବି ଗଙ୍ଗାଧର ମେହେର ଜୟନ୍ତୀ ପାଳିତ : ସ୍ୱଭାବ କବିଙ୍କ କବିତା ସମ୍ଭାର ମାନବୀୟ ବାର୍ତ୍ତା ବହନ କରିଥାଏ ବୋଲି ଅତିଥି ଗଣ ଙ୍କ ଅଭିମତ   02-Sep-2026
  ଜିଲ୍ଲା  
 ଆଜି ଠାରୁ ଆରମ୍ଭ ୟୋନେକ୍ସ-ସନରାଇଜ ଇଷ୍ଟଜୋନ ବ୍ୟାଡମିଣ୍ଟ ଚମ୍ପିୟାନସିପ୍....   02-Sep-2026
  ଜିଲ୍ଲା  
ସଂଶୋଧିତ ଖଣି ଆଇନ ପ୍ରତିବାଦରେ ବାମପନ୍ଥୀ ଦଳ ମାନଙ୍କର ସାମ୍ବାଦିକ ସମ୍ମିଳନୀ   02-Sep-2026
  ଜିଲ୍ଲା  
ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   02-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026
  ଜିଲ୍ଲା  
ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   02-Sep-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   02-Sep-2026
  ଜିଲ୍ଲା  
ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   02-Sep-2026
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   01-Sep-2026

You Might Also Like