-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||     

HOME   ଜିଲ୍ଲା

ନୂଆପଡା ଜିଲ୍ଲାରେ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜୟନ୍ତୀ ସମାରୋହ ପାଳିତ; ଗଜପତିଙ୍କ ଆଦର୍ଶରେ ଅନୁପ୍ରାଣୀତ ହେବା ପାଇଁ ଛାତ୍ରଛାତ୍ରୀ ମାନଙ୍କୁ ଆହ୍ବାନ ଦେଲେ ଜିଲ୍ଲାପାଳ

26-Apr-2025



ନୂଆପଡା(ପରମେଶ୍ଵର ମେହେର): ନୂଆପଡା ଜିଲ୍ଲାରେ ସ୍ଵତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ ବିନ୍ଧାଣୀ  ପାରଳା ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ଜିଲ୍ଲା ସ୍ତରୀୟ  ଜୟନ୍ତୀ ସମାରୋହ ସ୍ଥାନୀୟ ସଦ୍ଭାବନା ସଭାଗୃହରେ ଜିଲ୍ଲା ପ୍ରଶାସନ ତଥା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ପାଳିତ ହୋଇ ଯାଇଛି । ଏହି ସମାରୋହରେ ଜିଲ୍ଲାପାଳ ମଧୁସୂଦନ ଦାଶ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଥିଲେ । ସମ୍ମାନିତ ଅତିଥି ରୂପେ ଉପ ଜିଲ୍ଲାପାଳ ଯୋଗେନ୍ଦ୍ର ମାଝୀ, ବକ୍ତା ହିସାବରେ ପ୍ରାଧ୍ୟାପକ ଲୋହିତାକ୍ଷ ଯୋଷୀ ଓ ଅଧ୍ୟାପକ ସାମୁଏଲ୍ ଦାନୀ ଯୋଗଦେଇଥିଲେ । ପ୍ରଦୀପ ପ୍ରଜ୍ବଳନ ଓ ସ୍ବର୍ଗତ ଗଜପତି ମହାରାଜାଙ୍କ ଫୋଟୋ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ସଭାକାର୍ଯ୍ୟ ଆରମ୍ଭ ହୋଇଥିଲା ।
ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବିଦ୍ୟାପତି ପଣ୍ଡା ସ୍ବାଗତ ସମ୍ଭାଷଣ ପ୍ରଦାନ କରିଥିଲେ।  ସମସ୍ତ ଅତିଥି ଓ ବକ୍ତାମାନେ ନୂତନ ଓଡ଼ିଶା ପ୍ରଦେଶ ଗଠନରେ ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କ ଅନନ୍ୟ ଅବଦାନକୁ  ସ୍ମରଣ କରି ତାଙ୍କ ଆଦର୍ଶରେ ଉଦବୁଦ୍ଧ ହେବା ପାଇଁ ଯୁବ ପିଢ଼ିଙ୍କୁ ଆହ୍ବାନ ଦେଇଥିଲେ। ଛାତ୍ରଛାତ୍ରୀ ମାନଙ୍କୁ ଉଦ୍ବୋଧନ ଦେଇ ଜିଲ୍ଲାପାଳ କହିଲେଯେ  ଆମେ ସମସ୍ତେ ଜଣେ ଜଣେ ଗଜପତି ହେବା। ସେ ଯେମିତି ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ସ୍ବପ୍ନ ଦେଖି ତାକୁ ସାକାର କରିବାରେ ସଫଳ ହୋଇଥିଲେ ଆମେ ମଧ୍ୟ  ସେମିତି ଆମ ରାଜ୍ୟ ଏବଂ ଦେଶକୁ ଆଗେଇ ନେବା ପାଇଁ ବଦ୍ଧ ପରିକର ହେବା। ନୂଆପଡା ଜିଲ୍ଲା ସୀମାନ୍ତ ଅଞ୍ଚଳ ନୁହେଁ ବରଂ ଏକ ସମୃଦ୍ଧ ଅଞ୍ଚଳ ଏବଂ ଏଠାରେ ଓଡ଼ିଆ ଅସ୍ମିତା ଓ ଓଡ଼ିଆ ଭାଷା ସାହିତ୍ୟ ସଂସ୍କୃତିକୁ ଚିର ଉଦ୍ଜିବିତ କରି ରଖିବା ପାଇଁ ସମସ୍ତେ ସଜାଗ ହେବା ବୋଲି କହିଥିଲେ। ସଭାକୁ ବରିଷ୍ଠ ରାଜସ୍ୱ ସହାୟକ ବିଭୁ ଦତ୍ତ ମିଶ୍ର ସଂଯୋଜନା କରିଥିଲେ । ସଭାରେ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀ, ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମସ୍ତ ଅଧିକାରୀ , ବିଭିନ୍ନ ଶିକ୍ଷାନୁଷ୍ଠାନର ଛାତ୍ର ଛାତ୍ରୀ, ଶିକ୍ଷକ ଶିକ୍ଷୟତ୍ରୀ, ଜିଲ୍ଲାର ବୁଦ୍ଧିଜୀବୀ, ସ୍ୱେଚ୍ଛାସେବୀ ସଙ୍ଗଠନର କର୍ମକର୍ତ୍ତା ବିଭିନ୍ନ ଗଣ ମାଧ୍ୟମର ପ୍ରତିନିଧି ଯୋଗଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   02-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026
  ଜିଲ୍ଲା  
ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   02-Sep-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   02-Sep-2026
  ଜିଲ୍ଲା  
ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   02-Sep-2026
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   01-Sep-2026
  ରାଜ୍ୟ  
ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   01-Sep-2026
  ଜିଲ୍ଲା  
ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   01-Sep-2026
  ଜିଲ୍ଲା  
ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   01-Sep-2026

You Might Also Like