-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ଜ଼ିଲ୍ଲା କ୍ରୀଡାସଂଘ ର ନୂତନ କର୍ମକର୍ତ୍ତା ଚୟନ ପାଇଁ ବୈଠକ

26-Apr-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ )
ସୁବର୍ଣ୍ଣପୁର  ଜ଼ିଲ୍ଲା କ୍ରୀଡ଼ା ସଂଘ ର ସଦସ୍ୟ ଙ୍କ ନବୀକରଣ ଓ ନୂତନ ସଦସ୍ୟ ଗ୍ରହଣ କାର୍ଯ୍ୟକ୍ରମ  ଜାରି ରହିଛି l ସଂଘ କାର୍ଯ୍ୟାଳୟ ରେ ଏ ନେଇ ଆଜି ଏକ ବୈଠକ ଅନୁଷ୍ଠିତ ହୋଇଛି l ଜ଼ିଲ୍ଲା କ୍ରୀଡ଼ାସଙ୍ଘର କାର୍ଯକାରୀ ପରିଷଦର ନିଷ୍ପତି  15.04.2025 ରିଖ ଅନୁଯାଇ  ଜ଼ିଲ୍ଲା କ୍ରୀଡ଼ାସଂଘ କାର୍ଯ୍ୟାଳୟର ନୋଟିସ ବୋର୍ଡ଼ ରେ ସମସ୍ତ ସଦସ୍ୟ / ସଦସ୍ୟା ଅବଗତି ନିମନ୍ତେ ପ୍ରଦର୍ଶନ କରାଯାଇଛି l ଏହାର ସଠିକ୍ ସୁଚନା ଓ ପ୍ରଚାର ପ୍ରସାର ପାଇଁ  ଖବର କାଗଜ ମାଧ୍ୟମରେ ଏକ ବିଜ୍ଞପ୍ତି ପ୍ରକାଶ କରି ସମସ୍ତଙ୍କ ଅବଗତି ନିମନ୍ତେ ଆଉ ଥରେ ଜଣାଇ ଦିଆଯିବ l ଏଣୁ ସମସ୍ତ ସଦସ୍ୟ / ସଦସ୍ୟା ମାନଙ୍କୁ ଅନୁରୋଧ ପ୍ରତ୍ୟେକ ଦିନ ସଂନ୍ଧ୍ୟା 6 ଘଟିକାରୁ 7 ଘଟିକା ସମୟ ଭିତରେ ଏ ବାବଦରେ ଜ଼ିଲ୍ଲା କ୍ରୀଡ଼ା ସଂଘ କାର୍ଯ୍ୟାଳୟରେ ଦାୟିତ୍ୱରେ ଥିବା ଅଧିକାରୀ ମାନଙ୍କୁ ଯୋଗାଯୋଗ କରି ବାକୁ କର୍ମ କର୍ତ୍ତା ଙ୍କ ନାଁ ଓ ମୋବାଇଲ ନମ୍ୱର୍  ଦିଆ ଯାଇଛି l ପିୟୁଷ କୁମାର ପଣ୍ଡା, ସାଧାରଣ ସମ୍ପାଦକ ଜ଼ିଲ୍ଲା କ୍ରୀଡ଼ାସଙ୍ଘ ସୁବର୍ଣ୍ଣପୁର, 9938822371, ଭୁକଲୁ ବୋକ୍ସି, ବୈଷେଇକ ପରାମର୍ଶ ଦାତା ଜ଼ିଲ୍ଲା କ୍ରୀଡ଼ାସଙ୍ଘ ସୁବର୍ଣ୍ଣପୁର, 9937816909 , 
ଚିତ୍ତରଞ୍ଜନ ତରସିଆ, ଉପସଭାପତି ଜ଼ିଲ୍ଲା କ୍ରୀଡ଼ାସଙ୍ଘ ସୁବର୍ଣ୍ଣପୁର, 9437892610 , ରାଜୀବ କୁମାର ସାହୁ, ଫୁଟବଲ ସମ୍ପାଦକ ଜ଼ିଲ୍ଲା କ୍ରୀଡାସଙ୍ଘ ସୁବର୍ଣ୍ଣପୁର, 9437816909 , 
ଏ ସମସ୍ତ ପ୍ରକ୍ରିୟା ତା. 03.05.2025 ରିଖ ସଂନ୍ଧ୍ୟା 7 ଘଣ୍ଟା ସମୟରେ ସମାପ୍ତ ହେବ l ପରବର୍ତ୍ତୀ ସମୟରେ କୌଣସି ଆପତ୍ତି ଅଭିଯୋଗ ଗ୍ରହଣ କରାଯିବ ନାହିଁ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   02-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026
  ଜିଲ୍ଲା  
ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   02-Sep-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   02-Sep-2026
  ଜିଲ୍ଲା  
ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   02-Sep-2026
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   01-Sep-2026
  ରାଜ୍ୟ  
ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   01-Sep-2026
  ଜିଲ୍ଲା  
ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   01-Sep-2026
  ଜିଲ୍ଲା  
ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   01-Sep-2026

You Might Also Like