-+91-9937148622 |

prerana_bgr@rediffmail.com |

  Friday 1st May 2026 |

| | | |

R.N.I. Regd No. ODIODI/2010/46693

Breaking News

କଟକ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ “ଆର୍ନ୍ତଜାତିକ ଶ୍ରମିକ ଦିବସ”ପାଳନ   (01-May-2026)       ||      ଶ୍ରମିକ ଚାଲାଣକୁ ରୋକିବା ପାଇଁ ଜନ ସଚେତନତା, ବାଲାଙ୍ଗୀର ପୋଲିସ ପକ୍ଷରୁ ସହରରେ ବାଇକ୍ ରେଲି    (01-May-2026)       ||      ବଲାଙ୍ଗିର ଭୀମଭୋଇ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟର ପ୍ରେକ୍ଷାଳୟରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ    (01-May-2026)       ||      ସୁବର୍ଣ୍ଣପୁର ରୁ ରାଜଧାନୀ ଯାଏ ଲମ୍ବିଛି ଠକ ସରୋଜ କୁମ୍ଭାରର ଜାଲ    (01-May-2026)       ||      ସୁପ୍ରିୟା ମାର୍ଗ ର ୨୫ତମ ରୌପ୍ୟ ଜୟନ୍ତୀ ରଥଯାତ୍ରା ପ୍ରସ୍ତୁତି ବୈଠକ    (01-May-2026)       ||      ଜେଏସ୍ ଏମ୍ କଲେଜ ପକ୍ଷରୁ ଭଗବାନ ବୁଦ୍ଧ ଜୟନ୍ତୀ ପାଳିତ   (01-May-2026)       ||      *ସୁବର୍ଣ୍ଣପୁର ରେ ଆନ୍ତର୍ଜାତୀୟ ଶ୍ରମିକ ଦିବସ ୨୦୨୬ ପାଳିତ*- *ଶ୍ରମିକ କଲ୍ୟାଣ ପାଣ୍ଠି ରୁ ୩ କୋଟି ୬୦ ଲକ୍ଷ ୭୬ ହଜାର ସହାୟତା - ପ୍ରଦାନ*-   (01-May-2026)       ||      ରମାଦେବୀ ମହିଳା ବିଶ୍ବବିଦ୍ୟାଳୟରେ ସାହିତ୍ୟ ଅକାଦେମିର ଆଲୋଚନାଚକ୍ର- ଓଡ଼ିଆ ନାରୀ ସ୍ବାଧୀନତା ସଂଗ୍ରାମୀ ଓ ଗାନ୍ଧୀବାଦ   (01-May-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା କମିଟି ସଂସ୍କୃତି ମନ୍ତ୍ରୀ ସୂର୍ଜ ବଂଶୀ ସୁରଜଙ୍କୁ ଭେଟି ନିମନ୍ତ୍ରଣ ସହ ଆଲୋଚନା କଲେ   (01-May-2026)       ||      କଟକ କଲେକ୍ଟରେଟ କର୍ମଚାରୀ ଷ୍ଟାଫ୍ କମିଟିର ନିର୍ବାଚନ   (01-May-2026)       ||      ଗନ୍ଧମାର୍ଦ୍ଧନ ପାହାଡ଼ରେ ହୁତୁହୁତୁ ହୋଇ ଜଳୁଛି ନିଆଁ, ଅନ୍ୟପଟେ ହରିଶଙ୍କରରେ ଜମୁଛି ବୈଶାଖୀ ମେଳା    (01-May-2026)       ||      ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   (30-Apr-2026)       ||      ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   (30-Apr-2026)       ||      ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ   (30-Apr-2026)       ||      ପୌର ପରିଷଦ ନିକଟରେ ଫେରାଦ ହେଲେ ୩ ୱାର୍ଡର ବାସିନ୍ଦା: ମୌଳିକ ସମସ୍ୟାର ସମାଧାନ ପାଇଁ ୧୦ ଦଫା ଦାବିପତ୍ର ପ୍ରଦାନ   (30-Apr-2026)       ||      ଟଙ୍କା ପାଇବାକୁ ବ୍ୟାଙ୍କକୁ କଙ୍କାଳ ପ୍ରମାଣ ଧରି ଯିବା ଘଟଣାରେ ଆରଡିସି ତଦନ୍ତ ପରେ ପ୍ରାଥମିକ ଭାବେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଭୁଲ ରହିଥିବା ଗଣମାଧ୍ୟମକୁ କହିଛନ୍ତି   (30-Apr-2026)       ||      ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ଆଜି ଶାସକ ବିଜେପି ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ   (30-Apr-2026)       ||      ନୂଆପଡ଼ାରେ ଉପ-ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀମାନଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ   (30-Apr-2026)       ||      କଣ୍ଟାମାଳ ସଙ୍କୁଳସ୍ତରୀୟ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା    (30-Apr-2026)       ||      ଟିପିଡବ୍ଲୁଓଡିଏଲ୍ ବିରୋଧରେ ଡବ୍ଲୁ ଓ ବି ଏସ୍ ଏମ୍ ତରଫରୁ କର୍ମଚାରୀ ଛଟେଇ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ    (30-Apr-2026)       ||     

HOME   ଜିଲ୍ଲା

୧୯୭୭ ମେଟ୍ରିକ ବ୍ୟାଚ ବନ୍ଧୁ ମିଳନ ଉତ୍ସବ ଅନୁଷ୍ଠିତ,୪୮ ବର୍ଷ ପରେ ବନ୍ଧୁଙ୍କ ଅଭୁଲା ସ୍ମୃତି ହେଲା ପୁନର୍ଜୀବିତ

26-Apr-2025



(ଡୋଲେଶ୍ୱର  ବାଗ )
 ନୂଆପଡ଼ା ଜିଲ୍ଲା ଖଡିଆଳ ରାଜା ଆର୍ତ୍ତତ୍ରାଣ ହାଇସ୍କୁଲ ୧୯୭୭ ମେଟ୍ରିକ୍ ବ୍ୟାଚ ବନ୍ଧୁ ମିଳନ ଉତ୍ସବ ବାଦୀ ଉଦ୍ୟାନ ଠାରେ ଅନୁଷ୍ଠିତ ହୋଇଯାଇଅଛି । ୪୮ ବର୍ଷ ପରେ ବନ୍ଧୁଙ୍କ ଅଭୁଲା ସ୍ମୃତି ହେଲା ପୁନର୍ଜୀବିତ।ଛାତ୍ର ଜୀବନ ର ସେହି ମୁହୂର୍ତ୍ତକୁ ମନେପକାଇ ଥିଲେ। ରାଜା ଆର୍ତ୍ତତ୍ରାଣ ହାଇସ୍କୁଲ ସମଗ୍ର ନୂଆପଡ଼ା ଜିଲ୍ଲା ରେ ପ୍ରଥମ ଏବଂ ଅବିଭକ୍ତ କଳାହାଣ୍ଡି ଜିଲ୍ଲାର ଦ୍ବିତୀୟ ହାଇସ୍କୁଲ ରୂପେ ପରିଚିତ।  ଦୀର୍ଘ ୪୮ ବର୍ଷର ବ୍ୟବଧାନ ପରେ ସମସ୍ତ ବନ୍ଧୁ ଯୋଗ ଦେଇ ଏହାର ସୁଯୋଗ ସୃଷ୍ଟି କରିଥିବା ବନ୍ଧୁଙ୍କୁ ସାଧୁବାଦ ଦେଇଥିଲେ। ବିଭିଦ୍ଧତା  ମଧ୍ୟରେ ଏକତା ର ବାର୍ତ୍ତା  ବନ୍ଧୁଙ୍କ ଗହଣ ରେ ସମ୍ଭବ ଅଟେ।  ଆଜିର ବନ୍ଧୁ ମିଳନ ଉତ୍ସବ ରେ ଜଗଦୀଶ ଖମାରୀ, ଵ୍ୟାମୋକେଶ ମହାପାତ୍ର, ପ୍ରଜେଶ ପାଣିଗ୍ରାହୀ, ସତ୍ୟ ସାମଲ, କୌସର୍ ମହମ୍ମଦ ଏବଂ ଖ୍ରୀଷ୍ଟଦାଶ ସେନାପତି ମଞ୍ଚାଷିନ ହୋଇଥିଲେ।ଆସନ୍ତା ବନ୍ଧୁ ମିଳନ ଲିଆଡ ଡେମ୍ ରେ ଅନୁଷ୍ଠିତ ହେବା ନେଇ ବାଳକୃଷ୍ଣ ପଣ୍ଡା ପ୍ରସ୍ତାବ ଦେଇଥିଲେ। ସଭାରେ ଅନ୍ୟମାନଙ୍କ ମଧ୍ୟରେ  ଅଜିତ୍ କୁମାର ପଣ୍ଡା, ଛବି ସାଗର, ହରିଶ ବଗର୍ତ୍ତି, ମହେଶ ଗୁପ୍ତା, ଆଶୁ ଯୋଷୀ, ବିଦ୍ୟୁତ ମୁଣ୍ଡ, ହର ଜଗତ, ପୂର୍ଣ୍ଣ ଚନ୍ଦ୍ର ସାହୁ, ଆର୍ତ୍ତ ବଲ୍ଲଭ ଯୋଷୀ,ସମେତ ବହୁ ବନ୍ଧୁ ଯୋଗ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଟକ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତରଫରୁ “ଆର୍ନ୍ତଜାତିକ ଶ୍ରମିକ ଦିବସ”ପାଳନ   01-May-2026
  ଜିଲ୍ଲା  
ଶ୍ରମିକ ଚାଲାଣକୁ ରୋକିବା ପାଇଁ ଜନ ସଚେତନତା, ବାଲାଙ୍ଗୀର ପୋଲିସ ପକ୍ଷରୁ ସହରରେ ବାଇକ୍ ରେଲି   01-May-2026
  ଜିଲ୍ଲା  
ବଲାଙ୍ଗିର ଭୀମଭୋଇ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟର ପ୍ରେକ୍ଷାଳୟରେ ଜିଲ୍ଲାସ୍ତରୀୟ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ   01-May-2026
  ଜିଲ୍ଲା  
ସୁବର୍ଣ୍ଣପୁର ରୁ ରାଜଧାନୀ ଯାଏ ଲମ୍ବିଛି ଠକ ସରୋଜ କୁମ୍ଭାରର ଜାଲ   01-May-2026
  ଜିଲ୍ଲା  
ସୁପ୍ରିୟା ମାର୍ଗ ର ୨୫ତମ ରୌପ୍ୟ ଜୟନ୍ତୀ ରଥଯାତ୍ରା ପ୍ରସ୍ତୁତି ବୈଠକ   01-May-2026
ଜେଏସ୍ ଏମ୍ କଲେଜ ପକ୍ଷରୁ ଭଗବାନ ବୁଦ୍ଧ ଜୟନ୍ତୀ ପାଳିତ   01-May-2026
  ଜିଲ୍ଲା  
*ସୁବର୍ଣ୍ଣପୁର ରେ ଆନ୍ତର୍ଜାତୀୟ ଶ୍ରମିକ ଦିବସ ୨୦୨୬ ପାଳିତ*- *ଶ୍ରମିକ କଲ୍ୟାଣ ପାଣ୍ଠି ରୁ ୩ କୋଟି ୬୦ ଲକ୍ଷ ୭୬ ହଜାର ସହାୟତା - ପ୍ରଦାନ*-   01-May-2026
  ଜିଲ୍ଲା  
ରମାଦେବୀ ମହିଳା ବିଶ୍ବବିଦ୍ୟାଳୟରେ ସାହିତ୍ୟ ଅକାଦେମିର ଆଲୋଚନାଚକ୍ର- ଓଡ଼ିଆ ନାରୀ ସ୍ବାଧୀନତା ସଂଗ୍ରାମୀ ଓ ଗାନ୍ଧୀବାଦ   01-May-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା କମିଟି ସଂସ୍କୃତି ମନ୍ତ୍ରୀ ସୂର୍ଜ ବଂଶୀ ସୁରଜଙ୍କୁ ଭେଟି ନିମନ୍ତ୍ରଣ ସହ ଆଲୋଚନା କଲେ   01-May-2026
  ଜିଲ୍ଲା  
କଟକ କଲେକ୍ଟରେଟ କର୍ମଚାରୀ ଷ୍ଟାଫ୍ କମିଟିର ନିର୍ବାଚନ   01-May-2026
  ଜିଲ୍ଲା  
ଗନ୍ଧମାର୍ଦ୍ଧନ ପାହାଡ଼ରେ ହୁତୁହୁତୁ ହୋଇ ଜଳୁଛି ନିଆଁ, ଅନ୍ୟପଟେ ହରିଶଙ୍କରରେ ଜମୁଛି ବୈଶାଖୀ ମେଳା    01-May-2026
  ଜିଲ୍ଲା  
ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   30-Apr-2026

You Might Also Like