-+91-9937148622 |

prerana_bgr@rediffmail.com |

  Friday 1st May 2026 |

| | | |

R.N.I. Regd No. ODIODI/2010/46693

Breaking News

ରମାଦେବୀ ମହିଳା ବିଶ୍ବବିଦ୍ୟାଳୟରେ ସାହିତ୍ୟ ଅକାଦେମିର ଆଲୋଚନାଚକ୍ର- ଓଡ଼ିଆ ନାରୀ ସ୍ବାଧୀନତା ସଂଗ୍ରାମୀ ଓ ଗାନ୍ଧୀବାଦ   (01-May-2026)       ||      ବରପାଲି ଶୀତଳ ଷଷ୍ଠୀ ଯାତ୍ରା କମିଟି ସଂସ୍କୃତି ମନ୍ତ୍ରୀ ସୂର୍ଜ ବଂଶୀ ସୁରଜଙ୍କୁ ଭେଟି ନିମନ୍ତ୍ରଣ ସହ ଆଲୋଚନା କଲେ   (01-May-2026)       ||      କଟକ କଲେକ୍ଟରେଟ କର୍ମଚାରୀ ଷ୍ଟାଫ୍ କମିଟିର ନିର୍ବାଚନ   (01-May-2026)       ||      ଗନ୍ଧମାର୍ଦ୍ଧନ ପାହାଡ଼ରେ ହୁତୁହୁତୁ ହୋଇ ଜଳୁଛି ନିଆଁ, ଅନ୍ୟପଟେ ହରିଶଙ୍କରରେ ଜମୁଛି ବୈଶାଖୀ ମେଳା    (01-May-2026)       ||      ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   (30-Apr-2026)       ||      ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   (30-Apr-2026)       ||      ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ   (30-Apr-2026)       ||      ପୌର ପରିଷଦ ନିକଟରେ ଫେରାଦ ହେଲେ ୩ ୱାର୍ଡର ବାସିନ୍ଦା: ମୌଳିକ ସମସ୍ୟାର ସମାଧାନ ପାଇଁ ୧୦ ଦଫା ଦାବିପତ୍ର ପ୍ରଦାନ   (30-Apr-2026)       ||      ଟଙ୍କା ପାଇବାକୁ ବ୍ୟାଙ୍କକୁ କଙ୍କାଳ ପ୍ରମାଣ ଧରି ଯିବା ଘଟଣାରେ ଆରଡିସି ତଦନ୍ତ ପରେ ପ୍ରାଥମିକ ଭାବେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଭୁଲ ରହିଥିବା ଗଣମାଧ୍ୟମକୁ କହିଛନ୍ତି   (30-Apr-2026)       ||      ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ଆଜି ଶାସକ ବିଜେପି ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ   (30-Apr-2026)       ||      ନୂଆପଡ଼ାରେ ଉପ-ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀମାନଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ   (30-Apr-2026)       ||      କଣ୍ଟାମାଳ ସଙ୍କୁଳସ୍ତରୀୟ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା    (30-Apr-2026)       ||      ଟିପିଡବ୍ଲୁଓଡିଏଲ୍ ବିରୋଧରେ ଡବ୍ଲୁ ଓ ବି ଏସ୍ ଏମ୍ ତରଫରୁ କର୍ମଚାରୀ ଛଟେଇ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ    (30-Apr-2026)       ||      କଟକ ସଦର ବ୍ଲକ୍‌ରେ ୨୫୦ କୋଟିର ଦୁର୍ନୀତି:  ଗୋଟିଏ ଗୋଟିଏ କାମକୁ ଦୁଇ ଦୁଇ ଥର ବିଲ୍   (30-Apr-2026)       ||      ପାର୍ବତୀଗିରି ମହିଳା ମହାବିଦ୍ୟାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା   (30-Apr-2026)       ||      ଇଣ୍ଡିଆ ସ୍କେଟ ଗେମ୍ସରେ ବରଗଡ଼ ବୈଦିକ ସ୍କୁଲର କୃତିତ୍ୱ    (30-Apr-2026)       ||      ବ୍ରାହ୍ମଣୀପାଲିରେ ଟ୍ରାନ୍ସଫର୍ମର ପୋଡିଲା,ଚାଷୀଙ୍କ ଧାନ ମରିବା ଆଶଂକା   (30-Apr-2026)       ||      *ବରଗଡ଼ ଜିଲ୍ଲାରେ ବିଭିନ୍ନ ଜନ କଲ୍ୟାଣ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ ଉତ୍ସବ ଅନୁଷ୍ଠିତ*   (30-Apr-2026)       ||      ନୃସିଂହନାଥ ଯାତ୍ରାରେ ଭାରତୀୟ କିସାନ ସଂଘ, ପାଇକମାଳ ବ୍ଲକ ଦ୍ୱାରା ଜଳଛତ୍ର ସେବା   (30-Apr-2026)       ||      କଳାହାଣ୍ଡି: ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଦୋଷୀ ସାବ୍ୟସ୍ତ ହେଲେ ତହସିଲ ଅଫିସ ର ସିନିୟର କ୍ଲର୍କ    (30-Apr-2026)       ||     

HOME   ଜିଲ୍ଲା

କାଳବୈଶାଖୀ ର ତାଣ୍ଡବଲୀଳା ସତ୍ତ୍ୱେ ଶ୍ରୀ ଜଗନ୍ନାଥ ଙ୍କ ପାଖକୁ ପହଞ୍ଚିଲା ପାହୁର ଭାର,,ପ୍ରତିଷ୍ଠା ମହୋତ୍ସବର ତୃତୀୟ ସନ୍ଧ୍ୟା

26-Apr-2025



 ଅତାବିରା(ଆକାଶ ମିଶ୍ର) ଗୋଡଭଗା ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ର ଆଜି ତୃତୀୟ ସନ୍ଧ୍ୟାରେ କାଳ ବୈଶାଖୀ ର ତାଣ୍ଡବ ଲୀଳା ର ପ୍ରକୋପ କୁ ଡେଖି ଶ୍ରଦ୍ଧାଳୁ ଭକ୍ତ ,କଳାକାର ତଥା ଆୟୋଜକ ମାନଙ୍କ ମନରେ କିଛି କ୍ଷଣ ପାଇଁ  ନୈରାଶ୍ୟ ଭାବନା ଦେଖାଦେଇଥିଲା  କାର୍ଯ୍ୟକ୍ରମର ସଫଳତା ଓ ରୀତିନୀତି ସମ୍ପନ୍ନକୁ ନେଇ।କିନ୍ତୁ ଭାବର ଜଗନ୍ନାଥ ଭକ୍ତଙ୍କ ଭାବନା କୁ ବୁଝିପାରି ସତେ ଯେମିତି କାଳବୈଶାଖୀକୁ ଶାନ୍ତ  କରିଦେଲେ ।ପୁଣି ଥରେ ସମସ୍ତେ ଉତ୍ଫୁଳିତ ହୋଇ   ଜୟ ଜଗନ୍ନାଥ ଧ୍ବନିରେ ଉଛୁଳି ପଡ଼ିଥିଲା  ମହୋତ୍ସବ ଅଞ୍ଚଳ।   ଗୋଡଭଗା ନିକଟସ୍ଥ ଗଡତିଆ ପାଲି ତଥା ଆଖପାଖ ଅଂଚଳର ଜୁଗାର ଯାତ୍ରା  ଶତାଧିକ ପୁରୁଷ ମହିଳା ଶ୍ରଦ୍ଧାଳୁ ବାଜା,ଘଣ୍ଟ,ଶଙ୍ଖ  ରୋଶଣୀ ସହ  ବିଶାଳ ଶୋଭାଯାତ୍ରା  ଯଜ୍ଞ ମଣ୍ଡପ  ପର୍ଯ୍ୟନ୍ତ ପହଞ୍ଚିଥିଲା।  ଆଜି  ତୃତୀୟ ଦିବସରେ ପ୍ରାତଃ ଦେବା ଦେବୀଙ୍କ ପୂଜନ ପରେ , ମୁଖ୍ୟ ଦେବତାଙ୍କ  ଷୋଡଶ  ପୁଜା ,ଦେବତା ମହା ସ୍ନାନ, ବୈଦିକ ସୁକ୍ତ ଓ ଗୋପାଳ ସହସ୍ର ନାମ ସହ ରୁଦ୍ରାଜାଗ ହୋମ ଆଦି ପୂଜା କାର୍ଯ୍ୟକ୍ରମ ପରେ ସନ୍ଧ୍ୟାରେ  ମହାପ୍ରଭୂ ଙ୍କୁ  ଯୁଗାର ଅର୍ପଣ ଓ ଯଞ୍ଜମଣ୍ଡପ ବେଢା ପରିକ୍ରମା  ସହ  ନୂତନ ମନ୍ଦିର ପରିକ୍ରମା କରିଥିଲେ । ସାଂସ୍କୃତିକ କାର୍ଯ୍ୟକ୍ରମ ମୁରାସୂର୍ ବଧ ର ଦ୍ଵିତୀୟ ସନ୍ଧ୍ୟାରେ ମୁରାସୁର   ଦରବାର  ଚାଲିଥିଲା ।ଏହା ବ୍ୟତୀତ  ଢେଙ୍କାନାଳ ର ମା ମଙ୍ଗଳା ପାଲା ପରିଷଦ(ମହିଳା) ର ପାଲା ଓ ବରଗଡ କଲାଜିବି  ଡାନ୍ସ ଗ୍ରୁପ  ଦ୍ଵାରା ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ହୋଇଥିଲା ।ଆଜି ବରଗଡ ସାଂସଦ ପ୍ରଦୀପ ପୁରୋହିତ ଏହି ମହୋତ୍ସବରେ ଯୋଗ ଦେଇ ଜଗନ୍ନାଥ ସଂସ୍କୃତି ଓ ତାର ମହାନତା ଉପରେ ନିଜର ବକ୍ତବ୍ୟ ରଖିବା ସହ ଜଗନ୍ନାଥଙ୍କ  ଭକ୍ତିରେ ଗଦଗଦ ହୋଇ ପଡ଼ିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରମାଦେବୀ ମହିଳା ବିଶ୍ବବିଦ୍ୟାଳୟରେ ସାହିତ୍ୟ ଅକାଦେମିର ଆଲୋଚନାଚକ୍ର- ଓଡ଼ିଆ ନାରୀ ସ୍ବାଧୀନତା ସଂଗ୍ରାମୀ ଓ ଗାନ୍ଧୀବାଦ   01-May-2026
  ଜିଲ୍ଲା  
ବରପାଲି ଶୀତଳ ଷଷ୍ଠୀ ଯାତ୍ରା କମିଟି ସଂସ୍କୃତି ମନ୍ତ୍ରୀ ସୂର୍ଜ ବଂଶୀ ସୁରଜଙ୍କୁ ଭେଟି ନିମନ୍ତ୍ରଣ ସହ ଆଲୋଚନା କଲେ   01-May-2026
  ଜିଲ୍ଲା  
କଟକ କଲେକ୍ଟରେଟ କର୍ମଚାରୀ ଷ୍ଟାଫ୍ କମିଟିର ନିର୍ବାଚନ   01-May-2026
  ଜିଲ୍ଲା  
ଗନ୍ଧମାର୍ଦ୍ଧନ ପାହାଡ଼ରେ ହୁତୁହୁତୁ ହୋଇ ଜଳୁଛି ନିଆଁ, ଅନ୍ୟପଟେ ହରିଶଙ୍କରରେ ଜମୁଛି ବୈଶାଖୀ ମେଳା    01-May-2026
  ଜିଲ୍ଲା  
ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   30-Apr-2026
  ଜିଲ୍ଲା  
ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   30-Apr-2026
  ଜିଲ୍ଲା  
ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ   30-Apr-2026
  ଜିଲ୍ଲା  
ପୌର ପରିଷଦ ନିକଟରେ ଫେରାଦ ହେଲେ ୩ ୱାର୍ଡର ବାସିନ୍ଦା: ମୌଳିକ ସମସ୍ୟାର ସମାଧାନ ପାଇଁ ୧୦ ଦଫା ଦାବିପତ୍ର ପ୍ରଦାନ   30-Apr-2026
  ଜିଲ୍ଲା  
ଟଙ୍କା ପାଇବାକୁ ବ୍ୟାଙ୍କକୁ କଙ୍କାଳ ପ୍ରମାଣ ଧରି ଯିବା ଘଟଣାରେ ଆରଡିସି ତଦନ୍ତ ପରେ ପ୍ରାଥମିକ ଭାବେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଭୁଲ ରହିଥିବା ଗଣମାଧ୍ୟମକୁ କହିଛନ୍ତି   30-Apr-2026
  ରାଜ୍ୟ  
ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ଆଜି ଶାସକ ବିଜେପି ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ   30-Apr-2026
  ଜିଲ୍ଲା  
ନୂଆପଡ଼ାରେ ଉପ-ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀମାନଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ   30-Apr-2026
  ଜିଲ୍ଲା  
କଣ୍ଟାମାଳ ସଙ୍କୁଳସ୍ତରୀୟ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା   30-Apr-2026

You Might Also Like