-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||     

HOME   ଜିଲ୍ଲା

ଶନିବାର ଦିନ ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ୧୩୪ତମ ଜୟନ୍ତୀ 

26-Apr-2025



ରାୟଗଡ଼l(ସୁପ୍ରିୟା ଷଡଙ୍ଗୀ): ଜିଲ୍ଲା ପ୍ରଶାସନ ତରଫରୁ ଶନିବାର ଦିନ ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ୧୩୪ତମ ଜୟନ୍ତୀ  ସ୍ଥାନୀୟ ସଂସ୍କୃତି ଭବନ ଠାରେ ପାଳିତ ହୋଇଯାଇଛି ।
  ପୂର୍ବାହ୍ନ ସାତ ଘଟିକା ସମୟରେ ରାୟଗଡ଼ବାସୀ ଗଜପତି ଛକସ୍ଥିତ ଗଜପତି ମହାରାଜାଙ୍କ  ପ୍ରତିମୂର୍ତ୍ତି ନିକଟରେ ସମାଗମ ହୋଇଥିଲେ।  ଅତିରିକ୍ତ ଜିଲ୍ଳାପାଳ ନବୀନ ଚନ୍ଦ୍ର ନାଏକ, ଉପଜିଲ୍ଲାପାଳ ରମେଶ କୁମାର ଜେନା, ବରିଷ୍ଠ ନାଗରିକ କଲ୍ୟାଣ ସଂଘ, ୱାକର୍ସ କ୍ଲବ, ବିଭିନ୍ନ ଅନୁଷ୍ଠାନର କର୍ମକର୍ତ୍ତା, ଶିକ୍ଷକ, ଛାତ୍ର, ଛାତ୍ରୀବୃନ୍ଦ ଓ ଜନସାଧାରଣ ଉପସ୍ଥିତ ରହି ପୂଜାର୍ଚ୍ଚନା  ସହ ଗଜପତିଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ମାଲ୍ୟାର୍ପଣ କରିଥିଲେ।
  ସକାଳ ୮.୩୦ ମିନିଟ ସମୟରେ ସଂସ୍କୃତି ଭବନ ଠାରେ ଆୟୋଜିତ ସମାରୋହରେ ମୁଖ୍ୟ ଅତିଥି ଭାବରେ ଅତିରିକ୍ତ ଜିଲ୍ଲାପାଳ ନବୀନ ଚନ୍ଦ୍ର ନାଏକ, ବରେଣ୍ୟ ଅତିଥି ରୂପେ ଉପଜିଲ୍ଲାପାଳ ରମେଶ କୁମାର ଜେନା, ଉପ ନିର୍ଦ୍ଦେଶକ ତଥା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ବସନ୍ତ କୁମାର ପ୍ରଧାନ, ସଞ୍ଚୁରିୟାନ୍ ବିଶ୍ୱବିଦ୍ୟାଳୟର ନିର୍ଦ୍ଦେଶକ ଡଃ ରାଜେଶ କୁମାର ପାଢ଼ୀ, ବରିଷ୍ଠ ସାମ୍ବାଦିକ ତଥା ପାରଳାଖେମୁଣ୍ଡି ମାଟିର ବ୍ୟକ୍ତିତ୍ୱ ଅମୂଲ୍ୟ ରତ୍ନ ସାହୁ, ମୁଖ୍ୟବକ୍ତା ଭାବେ ରାୟଗଡା ସ୍ଵୟଂ ଶାସିତ ମହାବିଦ୍ୟାଳୟର ଓଡ଼ିଆ ଅଧ୍ୟାପିକା ଶ୍ରୀମତୀ ରାଜଲକ୍ଷ୍ମୀ ଦେବୀ ଏବଂ ସଂଯୋଜକ ଭାବେ ବରିଷ୍ଠ ଶିକ୍ଷକ ନୀଳାଞ୍ଚଳ ମିଶ୍ର ମଞ୍ଚାସୀନ ଥିଲେ ।
  କାର୍ଯ୍ୟକ୍ରମର ପ୍ରାରମ୍ଭରେ ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତିଙ୍କ ଫଟୋଚିତ୍ରରେ ପ୍ରଦୀପ ପ୍ରଜ୍ଜ୍ଵଳନ କରାଯାଇ ପୁଷ୍ପ ମାଲ୍ୟାର୍ପଣ କରାଯାଇଥିଲା ଓ ପରେ ବନ୍ଦେ ଉତ୍କଳ ଜନନୀ ସମବେତ ଗାନ କରାଯାଇଥିଲା ।
 ମୁଖ୍ଯ ଅତିଥି ଓ ବରେଣ୍ଯ ଅତିଥିବୃନ୍ଦ ଗଜପତିଙ୍କ ସ୍ମୃତିଚାରଣ କରିବା ସହ ସ୍ବତନ୍ତ୍ର ଭାଷାଭିତ୍ତିକ ରାଜ୍ଯ ଗଠନ, ଶିକ୍ଷା, ସ୍ବାସ୍ଥ୍ୟ,କୃଷି, ଗମନାଗମନ,  ନାରୀ ସଶକ୍ତିକରଣ,  ସୁରକ୍ଷା ନିମନ୍ତେ ପାଇକ ଆଖଡ଼ା, ସମରକଳା ଆଦି କ୍ଷେତ୍ରରେ ତାଙ୍କ ଅନବଦ୍ୟ ଅବଦାନର ଉଦାହରଣ ମାନ ନିଜ ନିଜର

ଅଭିଭାଷଣରେ ଉପସ୍ଥାପନ କରିଥିଲେ । ରାଜନୈତିକ,  ସାମାଜିକ, ଅର୍ଥନୈତିକ, ସାଂସ୍କୃତିକ, ଭାଷା, ସାହିତ୍ଯର ସମୃଦ୍ଧି ତଥା ସାର୍ବଭୌମତ୍ବର ସୁରକ୍ଷା କ୍ଷେତ୍ରରେ ସେ ଓଡ଼ିଶା ଓ ଓଡ଼ିଆଙ୍କ ପାଇଁ ସେ ସଦା ଅମର ହୋଇ ରହିବେ ଏବଂ ତାଙ୍କ ଜୀବନାଦର୍ଶ ଆମ ପାଇଁ  ଆଜୀବନ ପ୍ରେରଣାଦାୟୀ ରହିବ ବୋଲି ମୁଖ୍ଯ ଅତିଥି ଓ ଅତିଥିବୃନ୍ଦ ପ୍ରକାଶ କରିଛନ୍ତି ।
   ଉପନିର୍ଦ୍ଦେଶକ ବସନ୍ତ କୁମାର ପ୍ରଧାନ ପ୍ରାରମ୍ଭିକ ଅଭିଭାଷଣ ପ୍ରଦାନ କରିବା ସହ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ । ଶିକ୍ଷକ ନୀଳାଞ୍ଚଳ ମିଶ୍ର କାର୍ଯ୍ୟକ୍ରମର ସଂଯୋଜନା କରିଥିଲେ । ଜିଲ୍ଲା ସୁଚନା ଓ ଲୋକସମ୍ପର୍କ ବିଭାଗ ତଥା ସଂସ୍କୃତି ବିଭାଗରେ କାର୍ଯ୍ୟରତ କର୍ମକର୍ତ୍ତା କୁମୁଦିନୀ ମିଶାଲ,  ଡମ୍ବରୁଧର ପଣ୍ଡା, ଭବାନୀ ଶବର,ମନୀଷା ଚୌଧୁରୀ,ପ୍ରଶାନ୍ତ ସାହୁ,ରାଜେନ୍ଦ୍ର ଦୋରା,ରଞିତ ପିଡିସିକା, ଭି ଚନ୍ଦ୍ର ଶେଖର ପ୍ରମୁଖ ପରିଚାଳନାରେ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   02-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026
  ଜିଲ୍ଲା  
ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   02-Sep-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   02-Sep-2026
  ଜିଲ୍ଲା  
ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   02-Sep-2026
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   01-Sep-2026
  ରାଜ୍ୟ  
ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   01-Sep-2026
  ଜିଲ୍ଲା  
ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   01-Sep-2026
  ଜିଲ୍ଲା  
ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   01-Sep-2026

You Might Also Like