-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||     

HOME   ଜିଲ୍ଲା

ସର୍ବସାଧାରଣ ସ୍ଥାନରେ ଭୂମିହୀନଙ୍କୁ ଜାଗା ଦେଇ ବିଜେପୁର ତହସିଲଦାର ହଟହଟା

27-Apr-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)- ବରଗଡ଼ ଜିଲ୍ଲା ବିଜେପୁର ବିଜ୍ଞାପିତ ଅଞ୍ଚଳ ପରିଷଦର ଅନ୍ତର୍ଗତ କେଉଁଟିପାଲିରେ କିଛି ସରକାରୀ ଜମି ଅଛି ଯାହା କେଉଁଟିପାଲି ଜନସାଧାରଣ ପାଇଁ ବ୍ୟବହାର ଉପଯୋଗୀ। ବିଜେପୁର ଅଞ୍ଚଳ ରେ ଅନେକ ସରକାରୀ ଜମି ରହିଅଛି ହେଲେ ସରକାର ସେହି ସର୍ବସାଧାରଣ ଜାଗାକୁ ଭୂମିହୀନ ମାନଙ୍କୁ ଦେବାକୁ ସ୍ଥିର କରିଛନ୍ତି ଯାହା ଗ୍ରାମର ସାମୂହିକ କାର୍ଯ୍ୟ ପାଇଁ ସେହି ଜାଗାରେ ବ୍ୟବହାର ହେଉଅଛି ତେଣୁ ଗ୍ରାମବାସୀ ଅସନ୍ତୋଷ ପ୍ରକାଶ କରିଛନ୍ତି। କେଉଁଟିପାଲି ଗ୍ରାମ ବିଜେପୁର ବିଜ୍ଞାପିତ ଅଞ୍ଚଳ ପରିଷଦର ଅନ୍ତର୍ଗତ ହୋଇଥିଲେ ହେଁ ଗୋଟିଏ ଗାଉଁଲି ପରିବେଶ ଓ ଅନେକ ଲୋକ ଗାଈଗୋରୁ ଓ ଗୃହପାଳିତ ପଶୁ ରଖିଛନ୍ତି ତେଣୁ ଆଉ କେତେକ ଜାଗାରେ ଗୋରୁ ଚରିବା ପାଇଁ ଉଦ୍ଦିଷ୍ଟ।ଆଉ କିଛି ଜାଗାରେ ଗ୍ରାମର ଯୁବପିଢିଙ୍କ ଖେଳ ପଡିଆ ହୋଇଛି। ତାହା ବହୁ ପୂର୍ବରୁ ବିଜେପୁର ତହସିଲଦାରଙ୍କୁ ଜଣାଇ ଆସୁଛନ୍ତି କେଉଁଟିପାଲି ଗ୍ରାମବାସୀ ବୃନ୍ଦ ତଥାପି ସତ୍ତ୍ୱେ ତହସିଲଦାର କଣ ପାଇଁ ସେହି ଜମିକୁ ଭୂମିହୀନଙ୍କ ପାଇଁ ଚିହ୍ନଟ କରିଛନ୍ତି।ଆଜି ସେହି ଜାଗା ବଣ୍ଟନ ପାଇଁ ଅତିରିକ୍ତ ତହସିଲଦାର ସହ ଅନେକ ପୋଲିସ କର୍ମଚାରୀ ଉପସ୍ଥିତ ଥିଲେ କିନ୍ତୁ ଗ୍ରାମବାସୀ ସମସ୍ତେ ଉତ୍ୟକ୍ତ ହୋଇ ଗ୍ରାମର ଆବଳ ବୃଦ୍ଧ ବନିତା ସହ ମାଆମାନେ ଧାରଣା ଦେଇଥିଲେ। ଖରା ପାଇଁ ଲୋକେ ହନ୍ତସନ୍ତ ହେଉଥିବା ବେଳେ ଗ୍ରାମର ସମସ୍ତେ ନିଜର ଅଧିକାର ଓ ସାମୂହିକ କାର୍ଯ୍ୟ ପାଇଁ ଖରାକୁ ମଧ୍ୟ ଭ୍ରୁକ୍ଷେପ ନକରି ଆନ୍ଦୋଳନରତ ଥିଲେ। ଅଞ୍ଚଳରବାସୀ ମାନଙ୍କର ମନରେ ପ୍ରଶ୍ନ ଉଙ୍କି ମାରୁଛି ବାରମ୍ବାର ତହସିଲଦାରଙ୍କୁ ଜଣାଇବା ସତ୍ତ୍ୱେ କାହିଁକି ସର୍ବସାଧାରଣ ଓ ସାମୂହିକ ଉନ୍ନତି ସାଧନ ସ୍ଥାନରେ ଜାଗା ଚିହ୍ନଟ କରିଛନ୍ତି କଣ ତାଙ୍କର ଲାଭ ଅଛି। ଏହି ପରିପ୍ରେକ୍ଷୀରେ କେଉଁଟିପାଲି ଗ୍ରାମବାସୀ ବୃନ୍ଦ ଆହୁରି ଉତ୍ୟକ୍ତ ହୋଇ କହୁଛନ୍ତି ଯଦି ତହସିଲଦାର ନ ମାନିଲେ ଆନ୍ଦୋଳନ ଆଗକୁ ତୀବ୍ର ରୂପ ଧାରଣ କରିବ ବୋଲି। ଏ ଅଞ୍ଚଳର ଜନସାଧାରଣ ମଧ୍ୟ କହୁଛନ୍ତି ଯେହେତୁ ବିଜେପୁରରେ ଅନେକ ଅଦରକାରୀ ଜାଗା ପଡ଼ିରହିଛି ସେଠି ଭୂମିହୀନଙ୍କୁ ଜାଗା ଯୋଗାଇ ଦେବାକଥା କିନ୍ତୁ ଏହି ସର୍ବସାଧାରଣ ସାମୂହିକ ଜାଗାରେ କାହିଁକି ଦେଉଛନ୍ତି ବୋଲି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   02-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026
  ଜିଲ୍ଲା  
ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   02-Sep-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   02-Sep-2026
  ଜିଲ୍ଲା  
ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   02-Sep-2026
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   01-Sep-2026
  ରାଜ୍ୟ  
ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   01-Sep-2026
  ଜିଲ୍ଲା  
ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   01-Sep-2026
  ଜିଲ୍ଲା  
ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   01-Sep-2026

You Might Also Like