-+91-9937148622 |

prerana_bgr@rediffmail.com |

  Friday 1st May 2026 |

| | | |

R.N.I. Regd No. ODIODI/2010/46693

Breaking News

ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   (30-Apr-2026)       ||      ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   (30-Apr-2026)       ||      ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ   (30-Apr-2026)       ||      ପୌର ପରିଷଦ ନିକଟରେ ଫେରାଦ ହେଲେ ୩ ୱାର୍ଡର ବାସିନ୍ଦା: ମୌଳିକ ସମସ୍ୟାର ସମାଧାନ ପାଇଁ ୧୦ ଦଫା ଦାବିପତ୍ର ପ୍ରଦାନ   (30-Apr-2026)       ||      ଟଙ୍କା ପାଇବାକୁ ବ୍ୟାଙ୍କକୁ କଙ୍କାଳ ପ୍ରମାଣ ଧରି ଯିବା ଘଟଣାରେ ଆରଡିସି ତଦନ୍ତ ପରେ ପ୍ରାଥମିକ ଭାବେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଭୁଲ ରହିଥିବା ଗଣମାଧ୍ୟମକୁ କହିଛନ୍ତି   (30-Apr-2026)       ||      ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ଆଜି ଶାସକ ବିଜେପି ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ   (30-Apr-2026)       ||      ନୂଆପଡ଼ାରେ ଉପ-ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀମାନଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ   (30-Apr-2026)       ||      କଣ୍ଟାମାଳ ସଙ୍କୁଳସ୍ତରୀୟ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା    (30-Apr-2026)       ||      ଟିପିଡବ୍ଲୁଓଡିଏଲ୍ ବିରୋଧରେ ଡବ୍ଲୁ ଓ ବି ଏସ୍ ଏମ୍ ତରଫରୁ କର୍ମଚାରୀ ଛଟେଇ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ    (30-Apr-2026)       ||      କଟକ ସଦର ବ୍ଲକ୍‌ରେ ୨୫୦ କୋଟିର ଦୁର୍ନୀତି:  ଗୋଟିଏ ଗୋଟିଏ କାମକୁ ଦୁଇ ଦୁଇ ଥର ବିଲ୍   (30-Apr-2026)       ||      ପାର୍ବତୀଗିରି ମହିଳା ମହାବିଦ୍ୟାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା   (30-Apr-2026)       ||      ଇଣ୍ଡିଆ ସ୍କେଟ ଗେମ୍ସରେ ବରଗଡ଼ ବୈଦିକ ସ୍କୁଲର କୃତିତ୍ୱ    (30-Apr-2026)       ||      ବ୍ରାହ୍ମଣୀପାଲିରେ ଟ୍ରାନ୍ସଫର୍ମର ପୋଡିଲା,ଚାଷୀଙ୍କ ଧାନ ମରିବା ଆଶଂକା   (30-Apr-2026)       ||      *ବରଗଡ଼ ଜିଲ୍ଲାରେ ବିଭିନ୍ନ ଜନ କଲ୍ୟାଣ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ ଉତ୍ସବ ଅନୁଷ୍ଠିତ*   (30-Apr-2026)       ||      ନୃସିଂହନାଥ ଯାତ୍ରାରେ ଭାରତୀୟ କିସାନ ସଂଘ, ପାଇକମାଳ ବ୍ଲକ ଦ୍ୱାରା ଜଳଛତ୍ର ସେବା   (30-Apr-2026)       ||      କଳାହାଣ୍ଡି: ଓଡ଼ିଶା ଭିଜିଲାନ୍ସ ଦ୍ୱାରା ଦୋଷୀ ସାବ୍ୟସ୍ତ ହେଲେ ତହସିଲ ଅଫିସ ର ସିନିୟର କ୍ଲର୍କ    (30-Apr-2026)       ||      ଗଞେଇ ଜବତ, ଚାଲାଣକାରୀ ଗିରଫ   (30-Apr-2026)       ||      ପରିକ୍ଷିତ ଟାଇଗର କଲେଜ ର ୧୩ ତମ ବାର୍ଷିକ ଉତ୍ସବ ପାଳିତ   (30-Apr-2026)       ||      ଓଏସଏପି ଷଷ୍ଠ ବାଟାଲିଅନରେ ଯୁବକ ଯୁବତୀଙ୍କୁ ନେଇ ଗଣ୍ଡଗୋଳ   (30-Apr-2026)       ||      ଜି.ସି.କଲେଜରେ ଗୋପବନ୍ଧୁ ଚୌଧୁରୀଙ୍କ ୬୮ ତମ ଶ୍ରାଦ୍ଧ ଦିବସ ପାଳିତ   (30-Apr-2026)       ||     

HOME   ଜିଲ୍ଲା

କଳାମାଟିଆ ଗ୍ରାମରେ ଅଗ୍ନିକାଣ୍ଡ: ସବୁ ଜଳିଗଲା

27-Apr-2025



ବରୀ(ରଞ୍ଜିତ ମହାନ୍ତିଙ୍କ ରିପୋର୍ଟ)  ଯାଜପୁର ଜିଲା ବରୀ ତହସିଲ ଅଧୀନସ୍ଥ କଳାମାଟିଆ ପଂଚାୟତ କଳାମାଟିଆ ଗ୍ରାମରେ ଅଗ୍ନିକାଣ୍ଡ ଘଟଛି। ଏଥିରେ ଗୋଟିଏ ପରିବାରର ତିନି ଜଣଙ୍କର ତିନି ବଖରା ଘର ସମ୍ପୁର୍ଣ୍ଣ ଜଳିଯାଇଛି।
ସୂଚନା ମୁତାବକ, ଏହି ଗ୍ରାମର ଚରଣ ଦାସ ପି-ଦିବାକର ଦାସ, ନିକୁଞ୍ଜ ଦାସ ଓ ସଞ୍ଜୟ ଦାସଙ୍କର ପରିବାରର ସଦସ୍ୟ ମାନେ ସୋଇଥିବା ବେଳେ ଅଗ୍ନିକାଣ୍ଡ ଘଟିଥିଲା। ସ୍ଥାନୀୟ ଲୋକମାନେ ନିଆଁ ଲିଭାଇବାକୁ ଉଦ୍ୟମ କରି ବିଫଳ ହେବାରୁ ବରୀ ଦମକଳ ବହିନୀକୁ ଖବର ଦେଇଥିଲେ। ଖବର ପାଇ ବରୀ ଦମକଳ ବହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ, ମଧ୍ୟ ସେତବେଳକୁ ଘରେ ଥିବା ସମସ୍ତ ଆସବାସ ପତ୍ର ସମ୍ପୂର୍ଣ୍ଣ ଜଳି ଯାଇଥିଲା। ଖବର ପାଇ କଳାମାଟିଆ ପାଞ୍ଚାୟର ସରପଞ୍ଚ ପ୍ରତିନିଧି ଶରତ ପରିଡ଼ା ଓ ପିଇଓ ଯୋଗେଶ୍ୱର ନାୟକ ପହଁଚି କ୍ଷତିଗ୍ରସ୍ତ ପରିବାରକୁ ଶୁଖିଲା ଖାଦ୍ୟ ସହିତ ରେଜରାତି ସାମଗ୍ରୀ ଯୋଗାଇ ଦେଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲ୍ୟାପଟପ୍ ଧରି ଗାଁ କୁ ଯାଅ - ବିଡ଼ିଓ ସିନାପାଲି   30-Apr-2026
  ଜିଲ୍ଲା  
ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   30-Apr-2026
  ଜିଲ୍ଲା  
ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ   30-Apr-2026
  ଜିଲ୍ଲା  
ପୌର ପରିଷଦ ନିକଟରେ ଫେରାଦ ହେଲେ ୩ ୱାର୍ଡର ବାସିନ୍ଦା: ମୌଳିକ ସମସ୍ୟାର ସମାଧାନ ପାଇଁ ୧୦ ଦଫା ଦାବିପତ୍ର ପ୍ରଦାନ   30-Apr-2026
  ଜିଲ୍ଲା  
ଟଙ୍କା ପାଇବାକୁ ବ୍ୟାଙ୍କକୁ କଙ୍କାଳ ପ୍ରମାଣ ଧରି ଯିବା ଘଟଣାରେ ଆରଡିସି ତଦନ୍ତ ପରେ ପ୍ରାଥମିକ ଭାବେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଭୁଲ ରହିଥିବା ଗଣମାଧ୍ୟମକୁ କହିଛନ୍ତି   30-Apr-2026
  ରାଜ୍ୟ  
ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ଆଜି ଶାସକ ବିଜେପି ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ   30-Apr-2026
  ଜିଲ୍ଲା  
ନୂଆପଡ଼ାରେ ଉପ-ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀମାନଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ   30-Apr-2026
  ଜିଲ୍ଲା  
କଣ୍ଟାମାଳ ସଙ୍କୁଳସ୍ତରୀୟ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା   30-Apr-2026
  ଜିଲ୍ଲା  
ଟିପିଡବ୍ଲୁଓଡିଏଲ୍ ବିରୋଧରେ ଡବ୍ଲୁ ଓ ବି ଏସ୍ ଏମ୍ ତରଫରୁ କର୍ମଚାରୀ ଛଟେଇ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ   30-Apr-2026
  ରାଜ୍ୟ  
କଟକ ସଦର ବ୍ଲକ୍‌ରେ ୨୫୦ କୋଟିର ଦୁର୍ନୀତି:  ଗୋଟିଏ ଗୋଟିଏ କାମକୁ ଦୁଇ ଦୁଇ ଥର ବିଲ୍   30-Apr-2026
  ଜିଲ୍ଲା  
ପାର୍ବତୀଗିରି ମହିଳା ମହାବିଦ୍ୟାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା   30-Apr-2026
  ଜିଲ୍ଲା  
ଇଣ୍ଡିଆ ସ୍କେଟ ଗେମ୍ସରେ ବରଗଡ଼ ବୈଦିକ ସ୍କୁଲର କୃତିତ୍ୱ   30-Apr-2026

You Might Also Like