-+91-9937148622 |

prerana_bgr@rediffmail.com |

  Thursday 1st October 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   (30-Sep-2026)       ||      କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   (30-Sep-2026)       ||      ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ    (30-Sep-2026)       ||      ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି    (30-Sep-2026)       ||      ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା    (30-Sep-2026)       ||      ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   (30-Sep-2026)       ||      ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   (30-Sep-2026)       ||      ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   (30-Sep-2026)       ||      ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   (30-Sep-2026)       ||      ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା     (30-Sep-2026)       ||      ୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   (30-Sep-2026)       ||      ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   (30-Sep-2026)       ||      ବୃନ୍ଦାବନ ଧାମ ଦର୍ଶନ କଲେ କୁଟୁମଡୋଳା ଗୁପ୍ତେଶ୍ୱର କୀର୍ତ୍ତନ ମଣ୍ଡଳୀର ୬୮ ଭକ୍ତ   (30-Sep-2026)       ||      ପ୍ରବାସୀ ଶ୍ରମିକ ପ୍ରଥା ହ୍ରାସ ପାଇଁ ବିଭାଗୀୟ ପଦକ୍ଷେପ ବଢ଼ାଇବାକୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ   (30-Sep-2026)       ||      ଜଗବନ୍ଧୁ ଦାସ ସ୍ନାତକ ମହିଳା ମହାବିଦ୍ୟାଳୟରେ ହିନ୍ଦୀ ଦିବସ   (30-Sep-2026)       ||      "ଆତ୍ମହତ୍ୟା କୌଣସି ସମସ୍ୟାର ସମାଧାନ ନୁହେଁ, ମନକଥା କୁହ, ଜୀବନ ବଞ୍ଚାଅ"   (30-Sep-2026)       ||      ଓଡ଼ିଶା ବେଷ୍ଟ ଇଞ୍ଜିନିୟର ଆୱାର୍ଡ଼ରେ ସମ୍ମାନିତ ହେଲେ ଟିଟିଲାଗଡର ଅନ୍ୱେଷ ଷଡଙ୍ଗୀ    (30-Sep-2026)       ||      ଚୁଡାପାଲିରେ ସ୍ୱାଧିନତା ସଂଗ୍ରାମୀ ଯୋଗେଶ୍ୱର କୁମୁରାଙ୍କ ୮୮ତମ ପ୍ରଜାମେଳିର ସ୍ମୃତି କୁ ମନେ ପକାଇଲେ ଗ୍ରାମବାସୀ   (29-Sep-2026)       ||      କାଶିପାଲି ରେ ଆଙ୍ଗନ୍ କା ଉତ୍ସବ ଉଦଯାପିତ    (29-Sep-2026)       ||      କୋକସରା ବ୍ଲକ ରେ ୧୬୮ ଅଙ୍ଗନ ବାଡି କେନ୍ଦ୍ର ରେ ପାଳିତ ହେଲା ଆଙ୍ଗନ କା ଉତ୍ସବ    (29-Sep-2026)       ||     

HOME   ମନୋରଞ୍ଜନ

କେବେ ରିଲିଜ୍‌ ହେବ KGF Chapter 2???? ତାରିଖକୁ ନେଇ ମିଳିଲା ଏମିତି ସୂଚନା

21-Jan-2021



ମୁମ୍ବାଇ, (ପ୍ରେରଣା ଖବର ବ୍ୟୁରୋ) : ୟଶ ଷ୍ଟାରର୍ KGF Chapter 2 ଏହି ବର୍ଷ ପ୍ରଶଂସକଙ୍କୁ ବେଶ ମନୋରଞ୍ଜର ଖୋରାକ ଯୋଗାଇବ। ଦର୍ଶକ ଏବେଠାରୁ ଏହି ମୁଭିକୁ ଦେଖିବା ପାଇଁ ଦିନ ଗଣିବାକୁ ଆରମ୍ଭ କଲେଣି। କେଉଁଦିନ ଫିଲ୍ମ ରିଲିଜ ହେବ ଜାଣିବା ପାଇଁ ଦର୍ଶକ ବିଭିନ୍ନ  ପ୍ଲାଟଫର୍ମ ଉପରେ ନଜର ରଖିଛନ୍ତି।  ମୁଭିର ରିଲିଜ ତାରିଖକୁ ନେଇ ଅନେକ ଡେଟ ପୂର୍ବରୁ ଶୁଣିବାକୁ ମିଳିଥିଲା। କିନ୍ତୁ ପରେ ଏହା ଦର୍ଶକଙ୍କୁ ନିରାଶ କରିଥିଲା!! ହେଲେ ଏବେ ସେହି ପ୍ରତୀକ୍ଷାର ଅନ୍ତ ଘଟିଛି। ଇଣ୍ଡଷ୍ଟ୍ରି ପକ୍ଷରୁ KGF Chapter 2 ରିଲିଜ ତାରିଖ ଧାର୍ଯ୍ୟ କରିସାରିଛନ୍ତି।  ତେବେ  ତାରିଖକୁ ନେଇ କୌଣସି ଅଫିସିଆଲ କନ୍‌ଫର୍ମେସନ ମିଳିନାହିଁ। ଖୁବ୍ ଶୀଘ୍ର ତାରିଖ ଘୋଷଣା କରାଯିବ। ଏହି ତାରିଖକୁ  ଦର୍ଶକ ଉତ୍ସୁକତାର ସହ ଅପେକ୍ଷା କରିଛନ୍ତି!! KGF Chapter 2ରେ ରକ୍‌ ଷ୍ଟାର ୟଶଙ୍କୁ ରକି ଭାଇ ଭୂମିକାରେ ଦେଖିବାକୁ ମିଳିବ। ଖଳ ନାୟକ ଭୂମିକାରେ ସଞ୍ଜୟ ଦତ୍ତ ଅଧିରା  ଭୂମିକାରେ ଆସିବେ। ଫିଲ୍ମରେ ଫ୍ୟାନ୍ସମାନେ ରକି ଭାଙ୍କ ସହ ରାଜନେତା ରାମିକା ଶେନଙ୍କ ସଂଘର୍ଷର କାହାଣୀକୁ ବି ବେଶ ଉପଭୋଗ କରିବେ। ରାମିକାଙ୍କ ଭୂମିକାରେ ଅଭିନୟ କରିଛନ୍ତି ରଭିନା ଟଣ୍ଡନ!!  ତେବେ ଏହି ଫିଲ୍ମ ବାହୁବଳୀ-୨ ସର୍ବାଧିକ ଆୟ ରେକର୍ଡ ଭାଙ୍ଗିବ ବୋଲି ଫ୍ୟାନ୍ସମାନେ ଆଶା ରଖିଛନ୍ତି। ଫ୍ୟାନ୍ସମାନେ ଖାଲି ଆଶା ରଖି ନାହାନ୍ତି, KGF Chapter 2 ଟିଜର ସବୁ ରେକର୍ଡ ଭାଙ୍ଗିଥିଲା।  ଏହି ଟିଜରରେ ୟଶଙ୍କ ଲୁକ ସହ ଆକ୍‌ସନ ଏବଂ ଡ୍ୟାନ୍ସକୁ ଫ୍ୟାନ୍ସମାନେ ଖୁବ ପସନ୍ଦ କରିଥିଲେ। ଦେଶରେ ନୁହେଁ, ବିଦେଶରେ ମଧ୍ୟ ଏହି ଟିଜରକୁ ଫ୍ୟାନ୍ସମାନେ ବହୁତ ପସନ୍ଦ କରିଛନ୍ତି। ଏପରିକି ୨୪ ଘଣ୍ଟା ମଧ୍ୟରେ ୭୮ ମିଲିୟନ ଭ୍ୟୁ ହାସଲ କରିଥିବା ନିଜେ ୟଶ କହିଥିଲେ  !!


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗିରର ସ୍ୱାସ୍ଥ୍ୟ ଓ ଉଚ୍ଚଶିକ୍ଷା ନେଇ ବିଧାନସଭାରେ କଳିକେଶଙ୍କ ପ୍ରଶ୍ନ ଔଷଧ ଓ ଚିକିତ୍ସା ଉପକରଣ ପାଇଁ ₹୪.୩୭ କୋଟିରୁ ଅଧିକ ଅନୁମୋଦନ; ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ନାମରେ ୫୦.୪୩୭ ଏକର ଜମି   30-Sep-2026
  ଜିଲ୍ଲା  
କ୍ରୀଡ଼ା ଶିକ୍ଷକ ଅର୍ଜୁନ ଜୟ ପଣ୍ଡାଙ୍କୁ ବିଦାୟ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ଟିଟଲାଗଡ ରେଳ ଷ୍ଟେସନ ପ୍ଲାଟଫର୍ମ ନମ୍ବର ୩ ରୁ ୬ ଯୁବତୀଙ୍କ ଠାରୁ ଗଞ୍ଜେଇ ଜବତ   30-Sep-2026
  ଜିଲ୍ଲା  
ଟିଟିଲାଗଡ ଉପଖଣ୍ଡସ୍ତରୀୟ ଡାକ୍ତରଖାନାର ପ୍ରସ୍ଥାନ ଗେଟ ଖୋଲିବାକୁ ଦାବି   30-Sep-2026
  ଜିଲ୍ଲା  
ଉଠା ଜଳସେଚନ ବିଭାଜନର ଅଧିକ୍ଷଣ ଯନ୍ତ୍ରୀ ଇଂ ସଚ୍ଚିଦାନନ୍ଦ ଦଳାଇ ଙ୍କ ପଦୋନ୍ନତି ଓ ଅବସରକାଳୀନ ବିଦାୟ କାଳୀନ ସମ୍ବର୍ଦ୍ଧନା   30-Sep-2026
  ଜିଲ୍ଲା  
ପାପଡାହାଣ୍ଡି ଠାରେ ଜିଲ୍ଲା ସ୍ତରୀୟ ଦୌଡ଼କୁଦ ପ୍ରତିଯୋଗିତା ଉଦଘାଟନ,   30-Sep-2026
  ଜିଲ୍ଲା  
ବରପାଲି ମହାବିଦ୍ୟାଳୟ ରେ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ୱାଗତ ସମ୍ବର୍ଦ୍ଧନା ଅନୁଷ୍ଠିତ |   30-Sep-2026
  ଜିଲ୍ଲା  
ଘେଁସ ରେ ନୂଆଁଖାଇ ଭେଟଘାଟ ଅବସରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ,   30-Sep-2026
  ଜିଲ୍ଲା  
ବରପାଲି ରେ ନାବ୍ୟା ସିଲିଣ୍ଡର ର ଉନ୍ମୋଚନ   30-Sep-2026
  ଜିଲ୍ଲା  
ପ୍ରେରଣା ନ୍ୟୁଜ୍ ପୋର୍ଟାଲର ଷଷ୍ଠ ପ୍ରତିଷ୍ଠା ଦିବସ ଅବସରରେ ବିଭିନ୍ନ ପ୍ରତିଯୋଗିତା    30-Sep-2026
  ଜିଲ୍ଲା  
୩୫ କେଜି ୬୮୦ ଗ୍ରାମ ଗଞ୍ଜେଇ ଜବତ, ଜଣେ ଗିରଫ ,   30-Sep-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ ଲୋକନୃତ୍ୟ ଓ ବିଜ୍ଞାନ ନାଟକ ପ୍ରତିଯୋଗିତାରେ ମାୟାବର୍ହା ଉଚ୍ଚ ବିଦ୍ୟାଳୟ ପୁରସ୍କୃତ   30-Sep-2026

You Might Also Like

  ମନୋରଞ୍ଜନ  

Jj

               
  ମନୋରଞ୍ଜନ  

Nnm