-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||     

HOME   ଜିଲ୍ଲା

ପାନୀୟଜଳ ସମସ୍ୟା ନେଇ ପ୍ରଶ୍ନ ପଚାରିଲେ ମିଥ୍ୟା କେଶରେ ଫସାଇବାକୁ ଧମକ ଦେଉଛନ୍ତି ଜନ ସ୍ବାସ୍ଥ୍ୟ ବିଭାଗ ଯନ୍ତ୍ରୀ

27-Apr-2025



ତୁଷୁରା ( ପଞ୍ଚାନନ ନାଏକ) ବଲାଙ୍ଗୀର ଜିଲ୍ଲା ତୁଷୁରା ସହରକୁ ଲାଗି କରି ସୋନଗଡ ନଦୀ ଓ ତେଲନଦୀ ରହିଥିଲେ ମଧ୍ଯ ତୁଷୁରା ଏନଏସି ଅଞ୍ଚଳରେ ଦିନକୁ ଦିନ ପାନୀୟଜଳ ସମସ୍ୟା ଦେଖା ଦେଉଛି। ଏନେଇ କିଛି ଜନସାଧାରଣ ଓ ସାମ୍ବାଦିକ ମାନେ ପାନୀୟଜଳ ସମସ୍ୟା ନେଇ ତୁଷୁରା ଜନସ୍ବାସ୍ଥ୍ୟ ବିଭାଗର କାର୍ଯ୍ୟାଳୟକୁ ଯାଇଥିଲେ । ସମସ୍ୟା ନେଇ ବିଭିନ୍ନ ପ୍ରଶ୍ନ ପଚାରିଥିବାରୁ କାର୍ଯ୍ୟାଳୟର ଅଧିକାରୀ ତଥା ଯନ୍ତ୍ରୀ ବିଜୟ ବେହେରା ଜଣେ ସାମ୍ବାଦିକକୁ ଅଫିସରୁ ବାହାରି ଯିବାକୁ କହିବା ସହ ମିଥ୍ୟା କେଶରେ ଫସାଇବାକୁ ଧମକ ଦେଇ ଥିବା ଭିଡିଓ ଭାଇଲାଲ ହେଉଛି। ଜଣେ ସାମ୍ବାଦିକକୁ ଯନ୍ତ୍ରୀ ମହାଶୟ ଏପରି ବ୍ଯବହାର କରୁଛନ୍ତି ତେବେ ସାଧାରଣ ଲୋକଙ୍କୁ କିପରି କରୁଥିବେ ସାଧାରଣରେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଳଟିଛି। ଦିନକୁ ଦିନ ଗ୍ରୀଷ୍ମର ତାତି ଯେତେ ବଢ଼ୁଛି ଜଳ କଷ୍ଟ ମଧ୍ଯ ସେତେ ପରିମାଣରେ ବଢ଼ୁଛି। ଗ୍ରାମାଞ୍ଚଳ ଲୋକେ ପୋଖରୀ ପାଣି କୁ ବ୍ୟବହାର କରୁଥିବା ବେଳେ ତୁଷୁରା ସହରାଞ୍ଚଳର  ପ୍ରତି ଘରକୁ ସରକାର ପାଇପ ଯୋଗେ ପାନୀୟଜଳ ଯୋଗାଇଦେବାର ବ୍ୟବସ୍ଥା କରିଛନ୍ତି। ଘର ବାଟରେ ମିଟର ବି ବସିଛି ହେଲେ ପାଣି ବାହାରୁ ନାହିଁ। ଜଳ ଯନ୍ତ୍ରଣାର ଅଭିଯୋଗ କରିବାକୁ ଗଲେ ଯନ୍ତ୍ରୀ ଦେଖାଉଛନ୍ତି ନାଳି ଆଖି ସାଧାରଣ ଲୋକକୁ ଦେଉଛନ୍ତି ଅପବ୍ୟବହାର। ଲୋକଙ୍କ ସରକାରରେ ଯଦି ଲୋକଙ୍କ ଅସୁବିଧା ବୁଝୁଥିବା ବାବୁ ଅସୁବିଧା ଦୂର କରିବା ବଦଳରେ ଦୁର୍ବ୍ୟବହାର କରିବେ ତେବେ ଲୋକେ କାହାକୁ ଗୁହାରୀ କରିବେ ବୋଲି ସାଧାରଣରେ ଆଲୋଚନା ହେଉଛି। ଏହାକୁ ନେଇ ତୁଷୁରା ସହରରେ ଦିନକୁ ଦିନ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି ।  ତୁଷୁରା ସହରାଞ୍ଚଳରେ ଥିବା ଜନ ସ୍ଵାସ୍ଥ୍ୟ ବିଭାଗର କାର୍ଯ୍ୟାଳୟକୁ ପାନୀୟଜଳ ସମସ୍ୟା ନେଇ ବ୍ରଜ କିଶୋର ବେହେରା ଓ ଶମ୍ଭୁ ତରିଆ (ଝାଡୁ)  ଅଭିଯୋଗ କରିବାକୁ ଯାଇଥିଲେ । ଅଧିକାରୀ କିଛି ନଶୁଣିବାରୁ କିଛି ସାମ୍ବାଦିକ ଘଟଣା ସ୍ଥଳକୁ ପହଞ୍ଚିଥିଲେ। ତାଙ୍କୁ ଦେଖି ଯନ୍ତ୍ରୀ ମହାଶୟ ରାଗୀ ଯାଇ ଏଣୁ ତେଣୁ କହିବା ସହ ଦୁର୍ବ୍ୟବହାର ପ୍ରଦର୍ଶନ କରିବାକୁ ପଛାଇ ନଥିବା ତୋଷାଳୀ ସଂଘର ସଂପାଦକ ଶମ୍ଭୁ ପ୍ରସାଦ ସାହୁ ମୁଖ୍ୟମନ୍ତ୍ରୀଙ୍କୁ ଲିଖିତ ଅଭିଯୋଗ କରିଛନ୍ତି। ଏନେ ସ୍ବାସ୍ଥ୍ୟ ବିଭାଗର ଯନ୍ତ୍ରୀ ବିଜୟ ବେହେରାଙ୍କ ମୋବାଇଲ ନମ୍ବର ୮୯୧୭୨୧୭୭୩୦କୁ ବହୁଥର ଫୋନ କରାଯାଇ ଥିଲେ ମଧ୍ଯ ରିଙ୍ଗ ହେଉଥିଲା କିନ୍ତୁ ଫୋନ ଉଠାଇ ନଥିବାରୁ ତାଙ୍କର ମତାମତ ନିଆଯାଇ ପାରିଲା ନାହିଁ। ଏନେଇ ତୁଷୁରା ଏନଏସି ଅଧ୍ୟକ୍ଷ ଅଜୟ କୁମାର ଜୟଶ୍ବାଲଙ୍କୁ ପଚାରିବାରୁ ଯନ୍ତ୍ରୀକୁ ଡାକି ପାଣି ସମସ୍ୟାକୁ ନେଇ ତଦନ୍ତ କରାଯିବା ସହ ଘଟଣା ସଂପର୍କ ପଚାରି ବୁଝିବି ବୋଲି କହିଛନ୍ତି। ଏନେଇ ଜିଲ୍ଲା ପ୍ରଶାସନ ଦୃଷ୍ଟି ଦେବାକୁ ବିଭିନ୍ନ ମହଳରୁ ଦାବୀ ହେଉଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   02-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026
  ଜିଲ୍ଲା  
ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   02-Sep-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   02-Sep-2026
  ଜିଲ୍ଲା  
ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   02-Sep-2026
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   01-Sep-2026
  ରାଜ୍ୟ  
ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   01-Sep-2026
  ଜିଲ୍ଲା  
ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   01-Sep-2026
  ଜିଲ୍ଲା  
ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   01-Sep-2026

You Might Also Like