-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   (02-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||     

HOME   ଜିଲ୍ଲା

କରଞ୍ଜିଆ ଅବକାରୀ ବିଭାଗର ଓ ପୋଲିସ୍ ମିଳିତ ଚଢାଉ , ୨୩୦ ଲିଟର ଦେଶି ମହୁଲି ମଦ ସହିତ ୬ହଜାର ଲିଟର ପୋଚ ନଷ୍ଟ

27-Apr-2025



ମୟୁରଭଞ୍ଜ:  ଦିନକୁ  ଦିନ ବୃଦ୍ଧି ପାଉଛି ମୟୁରଭଞ୍ଜ କରଞ୍ଜିଆ ଉପଖଣ୍ଡ ଅଞ୍ଚଳରେ ଚୋରା ମଦ ଚାଲାଣ, ସେ ଦେଶୀ ମଦ ହେଉ କିମ୍ବା ବିଦେଶୀ ମଦ ହେଉ  କରଞ୍ଜିଆ ଉପଖଣ୍ଡ ର ଅଧିକାଂଶ ଗାଁ ରେ ଖୁଲମ୍ ଖୋଲ୍ଲା ଚାଲିଛି ମଦ ବେପାର। ଏହାକୁ ରୋକିବା ପାଇଁ କରଞ୍ଜିଆ ଅବକାରୀ ବିଭାଗ କରଞ୍ଜିଆ ଉପଖଣ୍ଡର ସମସ୍ତ ବ୍ଲକ ଓ ଏନଏସିର ସମସ୍ତ ଅଞ୍ଚଳରେ ନିଶାଦ୍ରବ୍ୟ ଓ ମାଫିଆ ମାନଙ୍କୁ 

ଧରିବା ପାଇଁ ଧରପକଡ ଜାରିରଖିଥିବା ବେଳେ ଆଜି କରଞ୍ଜିଆ ବ୍ଲକ୍ ଅନ୍ତର୍ଗତ ଜରାସାହି ଏବଂ ଖଣ୍ଡିଆଦର ଗ୍ରାମର ନଦୀ ନାଳ, ଝରଣା କଡ଼ରେ ଦେଶୀ ମହୁଲି ମଦ ପ୍ରସ୍ତୁତ ହେଉଥିବା କୌଣସି ବିଶେଷ ସୂତ୍ରରୁ ଖବର ପାଇ ଜିଲ୍ଲା ଅବକାରୀ ଅଧିକ୍ଷକ ପ୍ରଶାନ୍ତ କୁମାର କହଁରଙ୍କ ନିର୍ଦ୍ଦେଶ କ୍ରମେ ଉପଅଧିକ୍ଷକ ସୌମ୍ୟରଞ୍ଜନ ବେହେରାଙ୍କ ତତ୍ତ୍ଵଧାନରେ ଠାକୁରମୁଣ୍ଡା ଓଆଇସି , କରଞ୍ଜିଆ ପୋଲିସ୍ ଟିମ୍, କରଞ୍ଜିଆ ଅବକାରୀ ଓଆଇସି ରଶ୍ମି ରଞ୍ଜନ ନାୟକ ଓ ଟିମ୍ ସହାୟତାରେ ଅତର୍କିତ ଭାବେ ଚଢାଉ କରି

ମଦ ପ୍ରସ୍ତୁତ ସରଞ୍ଜାମ ଜବତ୍ କରି ୨ଶହ୩୦ ଲିଟର ଦେଶି ମହୁଲି ମଦ ନଷ୍ଟ କରିବା ସହିତ ୬ହଜାର ଲିଟର ପୋଚ ନଷ୍ଟ କରିଛି ଅବକାରୀ ବିଭାଗର ଓ ପୋଲିସ୍ ଏଥିରେ ସଂପୃକ୍ତ କାହାକୁ ଗିରଫ କରାଯାଇ ନଥିବା ବେଳେ ତଦନ୍ତ ଜାରି ରଖିଛି ଅବକାରିବିଭାଗ। ଅନ୍ୟ ପଟେ ଏହି ଚଢ଼ାଉ ଆଗାମୀ ଦିନରେ ଜାରିରହିବ ବୋଲି କରଞ୍ଜିଆ ଅବକାରୀ ଓଆଇସି ଶ୍ରୀ ନାୟକ ସୂଚନା ଦେଇଛନ୍ତି l

ମୟୂରଭଞ୍ଜ ରାଇରଙ୍ଗପୁର ରୁ ଶ୍ଯାମଳେନ୍ଦୁ ପରିଡାଙ୍କ ରିପୋର୍ଟ


News Comment




Photo in News

Advertisment
Lastest News
  ଜିଲ୍ଲା  
ବିଦ୍ୟାଳୟ ସମୂହ କ୍ରୀଡା ପ୍ରତିଯୋଗିତା ପ୍ରସ୍ତୁତି ବୈଠକ   02-Sep-2026
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026
  ଜିଲ୍ଲା  
ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   02-Sep-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   02-Sep-2026
  ଜିଲ୍ଲା  
ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   02-Sep-2026
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   01-Sep-2026
  ରାଜ୍ୟ  
ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   01-Sep-2026
  ଜିଲ୍ଲା  
ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   01-Sep-2026
  ଜିଲ୍ଲା  
ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   01-Sep-2026

You Might Also Like