-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||     

HOME   ଜିଲ୍ଲା

ରାଜ୍ୟସ୍ତରୀୟ ଶବର ସମାଜ ଚିନ୍ତନ ସମ୍ମିଳନୀ

27-Apr-2025



ବଲାଙ୍ଗିର,ବଲାଙ୍ଗିର ସ୍ଥିତ ଏଆର ପେଲେସ ସମ୍ମିଳନୀ କକ୍ଷରେ ରାଜ୍ୟ ସ୍ତରୀୟ ଶବର ସମାଜର ଚିନ୍ତନ ବୈଠକ ହୋଇଯାଇଛି । ଆବାହକ ସତ୍ୟନାରାୟଣ ଭୋଇଙ୍କ ଆହ୍ୱାନ କ୍ରମେ ରାଜ୍ୟର ଅନେକ ଜିଲ୍ଲାରୁ ପ୍ରତିନିଧିମାନେ ଯୋଗ ଦେଇଥିଲେ । ଏହି ବୈଠକ ରେ ସଭାପତି ଚିତ୍ତ ରଂଜନ ବନଗୁଳା , ମୁଖ୍ୟ ଅତିଥି ଭାବେ ଶରତ ଚନ୍ଦ୍ର ନାଏକ ଅବସରପ୍ରାପ୍ତ ଭାରତୀୟ ପ୍ରଶାସନିକ ଅଧିକାରୀ ସହିତ ସମ୍ମାନିତ ଅତିଥି ଭାବେ ବିଦ୍ୟାଧର ଦେହୁରୀ ଯୋଗ ଦେଇଥିଲେ । ସାମ୍ପ୍ରତିକ ଶବର ସମାଜ ର ଶିକ୍ଷା ସଂସ୍କୃତି, ନୟାଗଡ ଜିଲ୍ଲା କଣ୍ଟିଲୋ ନିକଟସ୍ଥ କାଳିଆପାଲ୍ଲୀ (ଶବରପଲ୍ଲୀ) ବିଶ୍ୱାବସୁ ପିଠ ଉନ୍ନତି କରଣ ଚାଳିଚଳନ ପୂଜା ବଦ୍ଧତି ସମ୍ବନ୍ଧରେ ପୁଙ୍ଖନୁପୁଙ୍ଖ ଆଲୋଚନା ହୋଇଥିଲା । ବକ୍ତବ୍ୟରେ ଶ୍ରୀ ନାଏକ କହିଥିଲେ ଯେ ଆମେ ସଂଗଠିତ ନ ହେବା ଦିନ ଆସିବ ଶବର ସମାଜ ବିଲୁପ୍ତ ହୋଇଯିବ । ତେଣୁ ।

ଶିକ୍ଷିତ ହେବ ନିଜ ଅଧିକାର କୁ ସାବ୍ୟସ୍ତ କରିବାକୁ ହେଲେ ସଂଘର୍ଷ କରିବା ରାଜନୀତି ରେ ଅଂଶୀଦାର ହେବ ତେବେ ଯାଇ ଆମେ ସମାଜର ମୁଖ୍ୟ ସ୍ରୋତ କୁ ଆସିବା । ଶ୍ରୀ ଦେହୁରୀ ଭାଷଣରେ କହିଥିଲେ ଆମେ ମୂଳ ନିବାସୀ ସୃଷ୍ଟିର ଆରଂଭରୁ ଆମ୍ଭ ଶବର ସଭ୍ୟତା ଅଛି ଆଜି ଆମ୍ଭେମାନେ ଏକତା ନ ହେବାରୁ ସବୁ ହରେଇବସିଛୁ । ସମସ୍ତଙ୍କୁ ଏକ ଜୁଟ ହୋଇ ସଂଗ୍ରାମ କରିବା ପାଇଁ ଆହ୍ୱାନ ଦେଇଥିଲେ । ଗତ ୨୪.୦୩.୨୦୨୫ ମହାମହିମ ରାଷ୍ଟ୍ରପତି ଦ୍ରୋପଦୀ ମୁର୍ମୁ ନୟାଗଡ ଜିଲ୍ଲା କାଳିଆପଲ୍ଲୀ ଠାରେ ଆମ ଶବର ସମାଜର ଉନ୍ନତି ନିମନ୍ତେ ପ୍ରଦାନ କରିଥିବା ମାର୍ଗଦର୍ଶନ କୁ ସଭାରେ ଭୁରି ଭୁରି ପ୍ରଶଂସା କରାଯାଇଥିଲା । ଉକ୍ତ ସଭାକୁ ଯଥା ବିଶ୍ୱା ଜିଲ୍ଲା ସଭାପତି ପରିଚାଳନା କରିଥିଲେ । ବରଗଡ ଜିଲ୍ଲା ର ସବର ସମାଜର ସଭାପତି ଚତୁର୍ଭୁଜ ଭୋଇ, ନୁଆଁପଡା ଜିଲ୍ଲା ସଭାପତି ସୋମନାଥ ଖମାରୀ,

କଳାହାଣ୍ଡି ଜିଲ୍ଲାର ସଭାପତି ଧନୁର୍ଜୟ ଭୋଇ, ସୋନପୁର ର ବଦ୍ୟନାଥ ଭୋଇ, କନ୍ଧମାଳ ପଂଚାନନ ଭୋଇ, ବୌଦ୍ଧ ଦେବାରଚନ ଭୋଇ, ଯାଜପୁର ଗୋବର୍ଦ୍ଧନ ଖଟୁଆ, ପୁରୀର ପ୍ରକାଶ ପାତ୍ର, ସମ୍ବଲପୁର ର ତାପସ ଭୋଇ, ଖୋର୍ଦ୍ଧା ରୁ ବିଦ୍ୟାଧର ଭୋଇ, କଟକ ଶରତ ନାଏକ, ଢେଙ୍କାନାଲ ପାହାଳୀ ଦେହୁରୀ, ବିଶ୍ୱମ୍ଭର ଭୋଇ ସମ୍ପାଦକ, ରାହାସ ବିହାରୀ ଭୋଇ ଉପଖଣ୍ଡ ସଭାପତି ନବୀନ ଭୋଇ ରଂଜିତ ବେହେରା, ଅଶୋକ କୁମାର ବୁଡେକ, ଜ୍ଞାନ ପ୍ରକାଶ ବିଶ୍ୱାଳ, ତରଣୀସେନ ଭୋଇ, ଖିରୋଦ ନାଗ, ରାତୁ କାଲସାଏ, କୈଳାସ ଭୋଇ, ଏବଂ ଶତାଧିକ ମହିଳା ପୁରୁଷ ଯୋଗ ଦେଇଥିଲେ । ସର୍ବ ସମ୍ମତି କ୍ରମେ ସତ୍ୟନାରାୟଣ ଭୋଇ ଏବଂ ତାପସ ଭୋଇ ଙ୍କ ରାଜ୍ୟ ସଂଯୋଜକ ଭାବରେ ମନୋନୀତ କରାଯାଇଥିଲା । ଶେଷରେ ଯଥା ବିଶ୍ୱାଳ ଧନ୍ୟବାଦ ଦେଇଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026
  ଜିଲ୍ଲା  
ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   02-Sep-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   02-Sep-2026
  ଜିଲ୍ଲା  
ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   02-Sep-2026
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   01-Sep-2026
  ରାଜ୍ୟ  
ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   01-Sep-2026
  ଜିଲ୍ଲା  
ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   01-Sep-2026
  ଜିଲ୍ଲା  
ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   01-Sep-2026
  ଜିଲ୍ଲା  
ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   01-Sep-2026

You Might Also Like