-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||     

HOME   ଜିଲ୍ଲା

ବେଙ୍ଗଲୋର ରେ ଓଡ଼ିଆ ଝିଅ ୱା୍ଲଡ ଟେନ୍ କେ ମାରାଥନରେ ଭାଗ ନେଇ ପୁରସ୍କୃତ

27-Apr-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)-ଟିସିଏସ ୱା୍ଲଡ଼ ଟେନ୍ କେ ବେଙ୍ଗୁଲୁରୁ ୨୦୨୫ ମାରାଥନରେ ଓଡ଼ିଆ ଝିଅ ଭାଗନେଇ ପୁରସ୍କୃତ ହୋଇଛନ୍ତି। ସେ  ହେଲେ ବରଗଡ ଜିଲ୍ଲା ପାଇକମାଲର ସମାଜସେବୀ ବଡ ଶତପଥୀ ଙ୍କ ଝିଅ ସଫ୍ଟୱେର ଇଞ୍ଜିନିଅର ଅଙ୍କିତ ଶତପଥି।  ଟିସିଏସ ୱାର୍ଲଡ ଟେନ୍ କେ ବେଙ୍ଗଲୁରୁ ୨୦୨୫ ତରଫରୁ ହେଉଥିବା ମାରାଥନ ଦୌଡ଼ ରେ ଭାଗ ନେଇ ରବିବାର ସକାଳ ୬ଟା ରେ  ରାଜେନ୍ଦ୍ର ସିଂଜୀ ଆର୍ମି ଅଫିସର ଲନ୍ଟିଟ୍ୟୁଟ କ୍ରିକେଟ ଗ୍ରାଉଣ୍ଡ ରୁ ବାହାରି ଦୀର୍ଘ ଦଶ କି.ମି.ରାସ୍ତା ଦୌଡ଼ି ଏକ ଘଣ୍ଟା ପନ୍ଦର ମିନିଟ ରେ ସମ୍ପୂର୍ଣ୍ଣ କରିଥିଲେ। ଓ ପୁରସ୍କାର ସ୍ୱରୂପ ଟ୍ରଫି ଅନ୍ୟାନ୍ୟ ଜିନିଷ ପାଇଥିଲେ ।ଖବର ପାଇ ୟଶବନ୍ତପୁର ବେଙ୍ଗୁଲୁରୁ ର ତାଙ୍କ ସାଙ୍ଗ ସାଥି ମାନେ ଓଡ଼ିଆ ପରିବାର ତରଫରୁ ଅଭିନନ୍ଦନ ଜଣାଇଥିଲେ । ଏହିଁ ଦୌଡରେ ରେ ପ୍ରାୟ ୩୫ ହଜାର ପୁଅ ଝିଅ ଯୁବକ ଯୁବତୀ ବୁଢା ବୁଢ଼ୀ ୧୬ ବର୍ଷରୁ ୬୦ ବର୍ଷ ଯାଏ ଭାଗ ନେଇଥିଲେ। ଏକ ଘଣ୍ଟା କୋଡିଏ ମିନିଟ ମଧ୍ୟରେ ଯେଉଁମାନେ ଦଶ କିମି ରାସ୍ତା ଦୌଡ଼ି ଥିଲେ ତାଙ୍କୁ ସ୍ୱତନ୍ତ୍ର ପୁରସ୍କାର ମିଳିବାସହ ବାକି ଯେଉଁମାନେ ଦଶ କିମି ରାସ୍ତା ଦୌଡ଼ିଥିଲେ ତାଙ୍କୁ ମଧ୍ୟ ପୁରସ୍କୃତ କରାଯାଇଥିଲା।କୁମାରୀ ଇଂ ଅଙ୍କିତା ଏକାଧାରରେ ଜଣେ ପର୍ବତ ଚଢ଼ାଳି, ଦୌଡାଳି,ପ୍ରକୃତିପ୍ରେମୀ, ଯୋଗ, ପ୍ରାଣାୟାମ ନିଜେ କରି ଅନ୍ୟ ଲୋକଙ୍କୁ ଶିଖାଇବା, ଲୋକଙ୍କୁ ସାହାଯ୍ୟ କରିବା, ବିଶେଷକରି ବୁଢ଼ା ବୁଢ଼ୀ ମାନଙ୍କୁ ଭଲପାଇ ସାହାଯ୍ୟ କରିବା  ଇଂ ଅଙ୍କିତା ଙ୍କର ନିତିଦିନିଆ କାମ ବୋଲି ସେ କହିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026
  ଜିଲ୍ଲା  
ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   02-Sep-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   02-Sep-2026
  ଜିଲ୍ଲା  
ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   02-Sep-2026
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   01-Sep-2026
  ରାଜ୍ୟ  
ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   01-Sep-2026
  ଜିଲ୍ଲା  
ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   01-Sep-2026
  ଜିଲ୍ଲା  
ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   01-Sep-2026
  ଜିଲ୍ଲା  
ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   01-Sep-2026

You Might Also Like