-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||     

HOME   ଜିଲ୍ଲା

ଓଡ଼ିଶା ସରକାରଙ୍କ ଠାରୁ ପୁରସ୍କୃତ ହେଲା କେସିଙ୍ଗା ବ୍ଲକ ର ପାଞ୍ଚ ଗୋଟି ଗ୍ରାମ ପଞ୍ଚାୟତ

27-Apr-2025



ଭବାନୀପାଟଣା(ଜଗନ୍ନାଥ ନାଏକ): ଓଡ଼ିଶା ସରକାରଙ୍କ ସବୁ ବେଳେ ଗ୍ରାମ ପଞ୍ଚାୟତ ଗୁଡ଼ିକୁ ସଶକ୍ତ କରିବାକୁ ଅନେକ ଗୁଡ଼ିଏ ଯୋଜନା କରିଥାନ୍ତି। ଅନେକ ପଞ୍ଚାୟତ ମାନଙ୍କରେ ତାହାର ବ୍ୟବହାରିକ ବିନିଯୋଗ ଉପରେ ସରକାର ଦୃଷ୍ଟି ଦେଇଥାନ୍ତି। ଏବଂ ସରକାର ଙ୍କ ମାନଦଣ୍ଡ ଅନୁଯାୟୀ ସେହି ଗ୍ରାମ ପଞ୍ଚାୟତ ମାନଙ୍କୁ ପୁରସ୍କୃତ କରିଥାନ୍ତି । ସେହିଭଳି ସରକାରଙ୍କ ଅନେକ ଯୋଜନା ଲୋକଙ୍କ ପାଖରେ ପହଞ୍ଚାଇ ଜନସାଧାରଣ ଙ୍କ ସେବା କରିଥିବାରୁ , ସରକାରଙ୍କ ଯୋଜନା କୁ ଲୋକେ ଉପଭୋଗ କରିପାରୁଥିବାରୁ , କଳାହାଣ୍ଡି ଜିଲ୍ଲାର କେସିଙ୍ଗା ବ୍ଲକ ଅନ୍ତର୍ଗତ ପାଞ୍ଚ ଗୋଟି ଗ୍ରାମ ପଞ୍ଚାୟତ ର କାର୍ଯ୍ୟାବଳୀ ନେଇ ଓଡ଼ିଶା ସରକାରଙ୍କ ଠାରୁ ଗତ ତା ୨୪/୪/୨୫ ରିଖ ଦିନ କେସିଙ୍ଗା ବ୍ଲକ ଅନ୍ତର୍ଗତ ବେଲଖଣ୍ଡି ଗ୍ରାମ ପଞ୍ଚାୟତକୁ ୫୭୯୭୧୦ / (ପାଞ୍ଚ ଲକ୍ଷ ଅଣାଅଶି ହଜାର ସାତ ଶହ ଦଶ ଟଙ୍କା) ସେହି ପରି ଗାଈ ଗାଁ, ସିର୍ଜାପାଲି, ତୁଣ୍ଡଳା, ହାତିଖୋଜ ଗ୍ରାମ ପଞ୍ଚାୟତ କୁ ୩,୫୬,୪୭୩/ ଅର୍ଥାତ୍ ( ତିନି ଲକ୍ଷ୍ୟ ଛୟାସି ହଜାର ଚାରି ଶହ ତେଷତୋରି ଟଙ୍କା) ରାଶି  ଚାରି ଗୋଟି ଗ୍ରାମ ପଞ୍ଚାୟତ କୁ ପ୍ରଦାନ କରିଛନ୍ତି। ଉକ୍ତ ତାଙ୍କର    ଡେମୋ ଚେକ୍ କଳାହାଣ୍ଡି ଜିଲ୍ଲା ପ୍ରଶାସନ ପାଖରୁ ସମସ୍ତ  ଗ୍ରାମ ପଞ୍ଚାୟତ ସରପଞ୍ଚ ଏବଂ କାର୍ଯ୍ୟ ନିର୍ବାହୀ ଅଧିକାରୀ ମାନେ ଗ୍ରହଣ କରିଥିଲେ । କେସିଙ୍ଗା ବ୍ଲକ ରେ ପାଞ୍ଚଗୋଟି ଗ୍ରାମ ପଞ୍ଚାୟତ ପୁରସ୍କୃତ ହୋଇଛନ୍ତି ତହିଁ ମଧ୍ୟରେ ସମସ୍ତ ଗ୍ରାମ ପଞ୍ଚାୟତ ଜନ ସାଧାରଣ ସେଥି ପାଇଁ ଉକ୍ତ ପଞ୍ଚାୟତ ବାସି ଙ୍କ ମନରେ ଖୁସି ର ଲହରୀ ଉଠିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026
  ଜିଲ୍ଲା  
ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   02-Sep-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   02-Sep-2026
  ଜିଲ୍ଲା  
ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   02-Sep-2026
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   01-Sep-2026
  ରାଜ୍ୟ  
ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   01-Sep-2026
  ଜିଲ୍ଲା  
ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   01-Sep-2026
  ଜିଲ୍ଲା  
ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   01-Sep-2026
  ଜିଲ୍ଲା  
ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   01-Sep-2026

You Might Also Like