-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   (02-Sep-2026)       ||      ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||     

HOME   ଜିଲ୍ଲା

ଶିକ୍ଷାନୁରାଗୀ ନବଘନ ଜେନାଙ୍କ ଜନ୍ମ ଶତବାର୍ଷିକ

28-Apr-2025



ବରୀ(ରଞ୍ଜିତ କୁମାର ମହାନ୍ତି):  ଶିକ୍ଷା ଓ ସଂସ୍କୃତି ପ୍ରେମୀ, ସମାଜସେବୀ, ସଂଗ୍ରାମୀ, ସାହିତ୍ୟନୁରାଗୀ ଓ ସଂଗଠକ ନବଘନ ଜେନାଙ୍କ ଜନ୍ମ ଶତବାର୍ଷିକୀ ଯାଜପୁର ଜିଲ୍ଲା ଜିଲ୍ଲା ବରୀ ବ୍ଲକ ଅନ୍ତଗତ ବାଲିଆସ୍ଥି ସ୍ଥିତ ଅଭିମନ୍ୟୁ ସାମନ୍ତସିଂହ ନ୍ତସିଂହାର ଜ ଜୟନ୍ତୀ ମଣ୍ଡପରେ ବିବାର ଦିନ ଅନୁଷ୍ଠିତ ଷ୍ଠିତ ହୋଇଯାଇଛି। ବିଶିଷ୍ଟ ଶ୍ରମିକ ନେତ ନତା କିଶୋର । ଜେନାଙ୍କ ଜେନାଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ ପୂର୍ବତନ ଅର୍ଥମନ୍ତ୍ରୀ ଡକ୍ଟର ପ୍ରଫୁଲ୍ଲ ଚନ୍ଦ୍ର ଘଡାଇ ଯୋଗଦେଇଥିଲେ। ସମ୍ମାନିତ ଅତିଥ୍‌ ଭାବେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀକାନ୍ତ ଜେନା, ପୂର୍ବତନ ଅର୍ଥମନ୍ତ୍ରୀ ପଞ୍ଚାନନ କାନୁନ୍‌ଗୋ, ପୂର୍ବତନ କୃଷିମନ୍ତ୍ରୀ ଅମର ପ୍ରସାଦ ଶତପଥୀ, ବରୀ ବିଧାୟକ ବିଶ୍ଵରଞ୍ଜନ ମଲ୍ଲିକ, ଉତ୍କଳ ବିଶ୍ଵ ବିଦ୍ୟାଳୟର ପୂର୍ବତନ କୂଳପତି ଡକ୍ଟର ଗୋକୂଳାନନ୍ଦ ଦାସ, ଅନ୍ୟତମ ଅତିଥ୍ ଭାବେ ସ୍ଥାନୀୟ ସରପଞ୍ଚ ରେବତୀ ଜେନା ପ୍ରମୁଖ ଯୋଗ ଦେଇଥିବା ବେଳେ ମୁଖ୍ୟବକ୍ତା ଭାବେ ବିଶିଷ୍ଟ ସାହିତ୍ୟିକ ତଥା କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାରପ୍ରାପ୍ତ ଲେଖକ ଡ. ବୈଷ୍ଣବ  ଚରଣ ସାମଲ, ସମ୍ମାନିତ ବକ୍ତା ଭାବେ ଓଡ଼ିଶା ସାହିତ୍ୟ ଏକାଡେମୀର ଉପସଭାପତି ଡ ସଂଗ୍ରାମ ଜେନା ପ୍ରମୁଖ ଯୋଗଦେଇ ସ୍ବର୍ଗତ ଜେନାଙ୍କ ବହୁମୁଖୀ ପ୍ରତିଭା ସମ୍ପର୍କରେ ଆଲୋକପାତ କରିଥିଲେ  ନବଘନ ଜେନା ଜନ୍ମ ଶତବାର୍ଷିକ ସମିତି, ଅଭିମନ୍ୟୁ ବାଳିଆ ପକ୍ଷରୁ ଦିବାକର ବିଶ୍ଵାଳ, ବିପିନ ବିହାରୀ ଦକ୍ଷିଣରାୟ ମହାପାତ୍ର, ଅର୍ଜୁନୀ ଚରଣ ରାଉତ, ସଦାଶିବ ଦାଶ, ପୁରୁଷୋତ୍ତମ ମହାନ୍ତି, ଦୁର୍ଯ୍ୟୋଧନ ଜେନା ଓ ସ୍ବର୍ଗତ ଜେନାଙ୍କ ଧର୍ମପତ୍ନୀ ବାସନ୍ତୀ ଜେନାଙ୍କୁ ମାନପତ୍ର, ଉତ୍ତରତୀୟ ପ୍ରଦାନ କରି ସମ୍ବନ୍ଧିତ କରାଯାଇଥିଲା | ଏହି ଅବସରରେ ଅତିଥି ମାନଙ୍କ ଦ୍ବାରା ‘ସ୍ୱପ୍ନ ସଂକଳ୍ପର ମହାନାୟକ' ସ୍ମରଣିକା ଓ ‘ସ୍ମରଣେ ନବଘନ' ପୁସ୍ତକ ଉନ୍ମୋଚନ କରାଯାଇଥିଲା। ସ୍ବାଗତ ଅଭିଭାଷଣ ଗୀତିକାର ଦିଲ୍ଲୀପ ଜେନା ପ୍ରଦାନ କରିଥିବା ବେଳେ କମିଟିର ଆବାହକ ନିମାଇଁ ରାୟ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ | ସକାଳେ ସ୍ବର୍ଗତ ଜେନାଙ୍କ ଜନ୍ମଭୂମି ଧାରପୁର ଠାରୁ ଏକ ବିଶାଳ ଶୋଭାଯାତ୍ରା ବାହାରି ବାଲିଆ ଉଆସ ଦେଇ ଜୟନ୍ତୀ ମଣ୍ଡପ ନିକଟରେ ପହଞ୍ଚିଥିଲା  ଅନ୍ୟ ମାନଙ୍କ ମଧ୍ୟରେ ବରୀ ବ୍ଲକ ଅଧ୍ୟକ୍ଷ ଅଶୋକ କୁମାର ଗେଡ଼ି, ଉପାଧ୍ଯକ୍ଷା ଅର୍ଚ୍ଚନା ମଲିକ, ସମାଜ ମାଜସେବୀ କେଦାର ସାମଲ, ଜିଲ୍ଲା ପରିଷଦ ସଭ୍ୟ ଅଶୋକ କୁମାର ସାମଲ, ସନ୍ତୋଷ କୁମାର ସାମଲ, ଦିଲ୍ଲିପ ମହାନ୍ତି, ସଞ୍ଜୀବ ସେନା)ର ଆବାହକ ସଞ୍ଜୀବ କୁମାର ଜେନା, ଗୁରୁ ଚରଣ ଦାସ ପ୍ରମୁଖ ଉ ଉପସ୍ଥିତ ଥିଲେ | ପ୍ରାରମ୍ଭରେ ଅତିଥିମାନଙ୍କ ଦ୍ବାରା ନବ ନିର୍ମିତ ସ୍ବର୍ଗତ ପ୍ରତିମୂର୍ତ୍ତି ଉନ୍ମୋଚନ କରାଯାଇଥିଲା । 


News Comment




Photo in News

Advertisment
Lastest News
  ଜିଲ୍ଲା  
ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ସର୍ଭେୟର ଏବଂ ସ୍ବେଛାସେବୀ ଶିକ୍ଷକ/ଶିକ୍ଷିକାମାନଙ୍କ ବ୍ଲକସ୍ତରୀୟ ତାଳିମ ଶିବିର   02-Sep-2026
  ଜିଲ୍ଲା  
ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   02-Sep-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   02-Sep-2026
  ଜିଲ୍ଲା  
ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   02-Sep-2026
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   01-Sep-2026
  ରାଜ୍ୟ  
ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   01-Sep-2026
  ଜିଲ୍ଲା  
ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   01-Sep-2026
  ଜିଲ୍ଲା  
ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   01-Sep-2026
  ଜିଲ୍ଲା  
ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   01-Sep-2026

You Might Also Like