-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   (02-Sep-2026)       ||      ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ଜିଲ୍ଲା ବାର୍ ଏସୋସିଏସନ୍ ତରଫରୁ ମଧୁବାବୁ ଜୟନ୍ତୀ ଓ ଅଧିବକ୍ତା ଦିବସ ପାଳିତ:  ଗୋଟିଏ ନ୍ୟାୟିକ ବ୍ୟବସ୍ଥାରେ ବାର୍ ବିନା ବେଂଚ ର ସ୍ଥିତି ଅସଂପୂର୍ଣ୍ଣ ଅଟେ 

28-Apr-2025



ବଲାଙ୍ଗୀର:  ଓଡ଼ିଶାକୁ ଏକ ସ୍ୱତନ୍ତ୍ର ଭାଷାଭିତ୍ତିକ ରାଜ୍ୟ ମାନ୍ୟତା ପ୍ରଦାନ କରିବା ଦିଗରେ ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଥିଲା । ଏପ୍ରିଲ ୨୮ ମଧୁବାବୁଙ୍କ ଜନ୍ମ ଦିନକୁ ସାରା ରାଜ୍ୟରେ ଲୟରସ’ ଡେ’ ଭାବରେ ପାଳନ କଲରାଯାଉଥିବା ବେଳେ ମଧୁସୂଦନ ଦାସଙ୍କ ପ୍ରଗତୀଶାଳି ଚିନ୍ତାଧାରା ଓ ମୁକଦ୍ଦମା ପରିଚାଳନା କ୍ଷେତ୍ରରେ ବ୍ୟବସାୟିକ ମନୋବୃତ୍ତି ନରଖି ନିଜର ମହକିଲଙ୍କ ପ୍ରତି ଉଦାର ମନୋଭାବ ପାଇଁ ସେ ସବୁଦିନ ସ୍ମରଣୀୟ ହୋଇରହିବେ । କୋର୍ଟରେ କାମ କରୁଥିବା ଓକିଲ ମାନେ ମଧୁବାବୁଙ୍କ ଏହି ଆଦର୍ଶରୁ ଶିକ୍ଷାଗ୍ରହଣ କରିବା ଉଚିତ । 

ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ସ୍ଥାନୀୟ ବାର୍ ହଲ୍ ଠାରେ ଆୟୋଜିତ ଲୟରସ’ ଡେ’ ରେ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଏହା କହିଛନ୍ତି ସ୍ପେସିଆଲ ଭିଜିଲାନ୍ସ ଜଜ୍ ମଳୟ ରଂଜନ ଦାଶ । ଆଇନ ପ୍ରକିୟାରେ ବାର ଓ ବେଞ୍ଚ ଅଙ୍ଗାଙ୍ଗୀ ଭାବେ ଜଡିତ । ଗୋଟିଏ ନ୍ୟାୟିକ ବ୍ୟବସ୍ଥାରେ ବାର୍ ବିନା ବେଂଚ ର ସ୍ଥିତି ଅସଂପୂର୍ଣ୍ଣ ଏବଂ ବେଂଚ ବିନା ମଧ୍ୟ ବାର ଅସଂପୂର୍ଣ୍ଣ ଅଟେ । କୋର୍ଟର ବିଚାରପତି ସମ୍ମୁଖରେ ଯକୌଣସି

କେଶ ଉପସ୍ଥାପନ କଲାବେଳେ ନିଜ ମହକିଲର ମାଉଥସ୍ପିଚ ସଦୃଶ କାମ କରୁଥିବା ଓକିଲ କେବଳ କୋର୍ଟର ସୁରକ୍ଷା ଦେଇ ନଥାଏ ବଂର ଆଇନର ବ୍ୟାଖ୍ୟା ମଧ୍ୟ କରିଥାଏ ବୋଲି ଭିଜିଲାନ୍ସ ଜଜ୍ ଶ୍ରୀ ଦାଶ ନିଜ ବକ୍ତବ୍ୟରେ କହିଛନ୍ତି । ଜିଲ୍ଲା ଓକିଲ ସଂଘର ସଭାପତି ବାସୁଦେବ ରଥଙ୍କ ଆବାହକତ୍ୱରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟ ବକ୍ତା ଭାବରେ ଭୁବନେଶ୍ୱର କିଟ୍ ସ୍କୁଲ ଅଫ୍ ଲ ପ୍ରାଧ୍ୟାପକ ଡଃ ସିଦ୍ଧାର୍ଥ ଶେଖର ଦାସ ଯୋଗ ଦେଇ ସାଂପ୍ରତିକ ସ୍ଥିତିରେ ଆଇନବୃତ୍ତିରେ ବିଶ୍ୱାସନୀୟତା ଆଣିବା ପାଇଁ ଆଇନର ସଫଳ ଉପଯୋଗ ଏବଂ ଏହା ଦ୍ୱାରା ଅଧିକରୁ ଅଧିକ ଲୋକ କିପରି ଉପକୃତ ହୋଇପାରିବେ ସେ ସଂପର୍କରେ ତର୍ଜମା କରିଥିଲେ । ବରିଷ୍ଠ ଆଇନଜୀବୀ ପ୍ରମୋଦ ତ୍ରିପାଠୀଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ଜୟନ୍ତୀ ଉତ୍ସବରେ ଅନ୍ୟ ମାନଙ୍କ ମଧ୍ୟରେ ଆଇନଜୀବୀ ଅମରେନ୍ଦ୍ର ମଶ୍ର, ଜୟକୃଷ୍ଣ ସାହୁ ପ୍ରମୁଖ ଆଇନ ଦିବସର ତାତ୍ପର୍ଯ୍ୟ ଓ ଲୋକଙ୍କ ଆଇନଗତ ସୁବିଧା ଓ ଏ ଦିଗର କାର୍ଯ୍ୟରତ ଓକିଲ ମାନଙ୍କ ଭୂମିକା ସଂପର୍କରେ ବକ୍ତବ୍ୟ ପ୍ରଦାନ କରିଥିଲେ । ଏହି ଅବସରରେ ଆଇନ ବୃତ୍ତିରେ ୫ଠ ରୁ ଉର୍ଦ୍ଧ୍ୱ ବର୍ଷ ଧରି କାର୍ଯ୍ୟ କରିଥିବା ୯ଜଣ ବରିଷ୍ଠ ଆଇନଜୀବୀ ଶୁଭ୍ରଂଶୁ ଶେଖର ମିଶ୍ର, ମୋତିରାମ ମାଝୀ, ଶରତ ଚନ୍ଦ୍ର ରଥ, ଲିଙ୍ଗରାଜ ପାଢ଼ୀ, କୃଷ୍ଣଚନ୍ଦ୍ର ରଣା, ଜଗନ୍ନାଥ ଆଚାର୍ଯ୍ୟ, ଗୋପାଳଚନ୍ଦ୍ର ପାଣିଗ୍ରାହୀ, ଆନନ୍ଦ ଚନ୍ଦ୍ର ପାଣିଗ୍ରାହୀ ଓ ପ୍ରକାଶ ପଟ୍ଟନାୟକଙ୍କୁ ସଂଘ ପକ୍ଷରୁ 

ମାନପତ୍ର ଓ ଉପଢ଼ୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା । ଜିଲ୍ଲା ଓକିଲ ସଂଘର ସଂପାଦକ ସଂଜୟ ବଗର୍ତ୍ତି ଧନ୍ୟବାଦ ଅର୍ପଣ କରିଥିଲେ । ଏହି ଜୟନ୍ତୀ ସମାରୋହକୁ ସଫଳ କରିବାରେ ସଂଘର ଉପସଭାପତି ସୁଧାଂଶୁ ଦେଓ, କାର୍ଯ୍ୟକାରୀ କମିଟି ସଭ୍ୟ ସରୋଜ ଗୁପ୍ତା ଦିପ୍ତୀ ସର୍ମା, ଶଙ୍କର ପ୍ରସାଦ ମିଶ୍ର, ଚନ୍ଦ୍ରଶେଖର ମିଶ୍ର,ଗୋବିନ୍ଦ ମହାନ୍ତି, ଭବାନୀ ଭୋଇ, ସବିତାରଣୀ ମିଶ୍ର ପ୍ରମୁଖ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପଦୋନ୍ନତି ପାଇ ବରଗଡ଼ ସିଡିଏମଓ ହେଲେ ଡାକ୍ତର ଅଶୋକ ଦାସ ସମ୍ବଲପୁର ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଭାବପୂର୍ଣ୍ଣ ବିଦାୟ ସମ୍ବର୍ଦ୍ଧନା   02-Sep-2026
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   02-Sep-2026
  ଜିଲ୍ଲା  
ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   02-Sep-2026
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   01-Sep-2026
  ରାଜ୍ୟ  
ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   01-Sep-2026
  ଜିଲ୍ଲା  
ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   01-Sep-2026
  ଜିଲ୍ଲା  
ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   01-Sep-2026
  ଜିଲ୍ଲା  
ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   01-Sep-2026
  ଜିଲ୍ଲା  
ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    01-Sep-2026

You Might Also Like