-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   (02-Sep-2026)       ||      ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   (02-Sep-2026)       ||      ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||     

HOME   ଜିଲ୍ଲା

ୟୁ.ଜି.ଏମ୍.ଆଇ.ଟି. ରେ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କର ୧୭୮ତମ ଜନ୍ମ ଦିବସ ପାଳିତ

28-Apr-2025



ରାୟଗଡା(ସୁପ୍ରିୟା ଷଡଙ୍ଗୀ): ଆଜି ହେଉଛି ଓଡ଼ିଆ ଜାତିର ସ୍ୱାଭିମାନର ପ୍ରତୀକ ପ୍ରଗତି ପୁରୁଷ କୁଳବୃଦ୍ଧ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କର ୧୭୮ତମ ଜନ୍ମ ଦିବସ l ଉକ୍ତ ଶୁଭ ଅବସରରେ ଉତ୍କଳ ଗୌରବ ମଧୁସୂଦନ ବୈଷୟିକ ଶିକ୍ଷାନୁଷ୍ଠାନ, ରାୟଗଡସ୍ଥିତ ମଧୁସୂଦନ ଦାସଙ୍କର ପ୍ରତିମୂର୍ତ୍ତିରେ ଅଧ୍ୟକ୍ଷ ଶ୍ରୀଯୁକ୍ତ ନାରାୟଣ  ପଟେଲ, ଜିଲ୍ଲା ଶିଳ୍ପ କେନ୍ଦ୍ର, ରାୟଗଡର ଅବସରପ୍ରାପ୍ତ ବରିଷ୍ଠ ପ୍ରଶାସକ ତଥା ପୂର୍ବତନ ଛାତ୍ର ସବ୍ୟସାଚୀ ସାହୁ, ଅନୁଷ୍ଠାନରେ ଉପସ୍ଥିତ ଅଧ୍ୟାପକ, ଅଧ୍ୟାପିକା ବୃନ୍ଦଏବଂ ସମସ୍ତ କର୍ମଚାରୀ ପୁଷ୍ପମାଲ୍ୟ ଅର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ l ଏହି ପ୍ରସଙ୍ଗରେ ଅଧ୍ୟକ୍ଷ ଶ୍ରୀଯୁକ୍ତ ପଟେଲ, ବରିଷ୍ଠ ଅଧ୍ୟାପକ ଅରବିନ୍ଦ ପ୍ରଧାନ ଏବଂ  ଶୁଭେନ କୁମାର ବେହେରା, ଅଧ୍ୟାପକ ଶ୍ରୀ ପ୍ରଦୀପ କୁମାର ତ୍ରିପାଠୀ, ମାନସ ରଞ୍ଜନ ପ୍ରଧାନ,  ସତ୍ୟ ନାରାୟଣ ପାଣିଗ୍ରାହୀ, ଅନୁରାଗ ସେଠୀ, ପୂର୍ବତନ ଛାତ୍ର ଶ୍ରୀ ସାହୁ ଏବଂ କତିପୟ ଅଧ୍ୟାପକ ସ୍ବର୍ଗତ ମଧୁସୂଦନ ଦାସଙ୍କର ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ନିମିତ୍ତ ମହାନ ତ୍ୟାଗ ଓ଼ ବଳିଦାନର ବଳିଷ୍ଠ କାହାଣୀ ସମ୍ବଦ୍ଧରେ ସ୍ମୃତି ଚାରଣ କରିଥିଲେ l
                         


News Comment




Photo in News

Advertisment
Lastest News
  ଜିଲ୍ଲା  
ଛାତ୍ରଛାତ୍ରୀଙ୍କୁ କ୍ୟାରିୟର ଦିଗଦର୍ଶନ ଦେଲା ଆଇଆଇଟି କାନପୁରର ସାଥି ସମ୍ବଲପୁରରେ ପ୍ରଗତି ୨୦୨୬ କ୍ୟାରିୟର କାଉନସେଲିଂ ଓ ସଚେତନତା ଅଧିବେଶନ   02-Sep-2026
  ଜିଲ୍ଲା  
ଏମ୍‌ସିଏଲ୍ ଦ୍ୱାରା ଇବ୍ ଭ୍ୟାଲି ୱାଶେରୀଠାରେ ୪,୦୦୦ ମେଟ୍ରିକ୍ ଟନ୍‌ କ୍ଷମତା ବିଶିଷ୍ଟ ସାଇଲୋର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   02-Sep-2026
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   01-Sep-2026
  ରାଜ୍ୟ  
ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   01-Sep-2026
  ଜିଲ୍ଲା  
ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   01-Sep-2026
  ଜିଲ୍ଲା  
ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   01-Sep-2026
  ଜିଲ୍ଲା  
ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   01-Sep-2026
  ଜିଲ୍ଲା  
ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    01-Sep-2026
  ଜିଲ୍ଲା  
ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   01-Sep-2026

You Might Also Like