-+91-9937148622 |

prerana_bgr@rediffmail.com |

  Thursday 30th April 2026 |

| | | |

R.N.I. Regd No. ODIODI/2010/46693

Breaking News

ସଂକୀର୍ତ୍ତନ୍ୟ ମହୋତ୍ସବ ଓ ୨୧ ତମ ଲୋକକଳା ଉତ୍ସଵ ପାଇଁ ପ୍ରସ୍ତୁତି ବୈଠକ   (29-Apr-2026)       ||      ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ    (29-Apr-2026)       ||      ଯୁକ୍ତ ୨ ବିଜ୍ଞାନ ଓଡ଼ିଆରେ ପଢିବା ନିମନ୍ତେ ଏକଦିବସୀୟ ପ୍ରଶିକ୍ଷଣ    (29-Apr-2026)       ||      ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ରରେ ବିଧାୟିକାଙ୍କ ପ୍ରତିନିଧୂ ହେଲେ ସୋନୁ   (29-Apr-2026)       ||      ଜମା ହୋଇଛି ଶହଶହ ଟ୍ରିପ୍ ବାଲି,,,,, ଲଘୁ ଖଣିଜ ବିଭାଗ ପାଖରେ ଖବର ନାହିଁ   (29-Apr-2026)       ||      ଭାରତ ବିକାଶ ପରିଷଦ ପକ୍ଷରୁ ନାରାୟଣ କୁଷ୍ଟାଶ୍ରମ ରେ ଛତା ବଣ୍ଟନ   (29-Apr-2026)       ||      ଗୃହ ଗଣନା କାର୍ଯ୍ୟ ସଫଳତା ପାଇଁ କ୍ଷେତ୍ର ନିରୀକ୍ଷଣ କଲେ ଅତିରିକ୍ତ ଜିଲ୍ଲାପାଳ*-   (29-Apr-2026)       ||      ସମ୍ବଲପୁର ରେଳ ମଣ୍ଡଳରେ ଶାନ୍ତିପୂର୍ଣ୍ଣ ଧାରଣା:  ଦାବି ପୁରଣ ନ ହେଲେ ଏକମାସ ପରେ ରେଳରୋକୋ    (29-Apr-2026)       ||      *ରୁଦ୍ରନାଥ ମନ୍ଦିର ପାଇଁ ଦେବୋତ୍ତର ବିଭାଗ କୁ ଜମି ଦାନ କଲେ ହୃଦାନନ୍ଦ ମେହେର*- *କୃତଜ୍ଞତା ଦେଲେ ଜିଲ୍ଲା ପ୍ରଶାସନ ଓ ସହର ବାସୀ*-   (29-Apr-2026)       ||      ସ୍ୱର୍ଗତଃ ସୁଦୀପ୍ତା ମହାନ୍ତିଙ୍କୁ ଭବ୍ୟ ଶ୍ରଦ୍ଧାଞ୍ଜଳି ପ୍ରଦାନ   (29-Apr-2026)       ||      ପୂର୍ବତନ ଜୁନିଅର ଇଞ୍ଜିନିୟର ଭିଜିଲାନ୍ସ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ   (29-Apr-2026)       ||      ଅନ୍ନପୂର୍ଣ୍ଣା ଗ୍ରାମୀଣ ବଜାରରେ ପଟ୍ଟଚିତ୍ର ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜିତ   (29-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବଲାଙ୍ଗୀର ଜିଲ୍ଲା ପେଶାଦାର ସାମ୍ବାଦିକ ସଂଘ ପକ୍ଷରୁ ଦାବିପତ୍ର   (29-Apr-2026)       ||      ନାରୀଶକ୍ତି ବନ୍ଦନ ଅଧିନିୟମ ଶୀର୍ଷକ ଆଲୋଚନାଚକ୍ର   (29-Apr-2026)       ||      *ଡାବୁଗାଁ ଥାନା ହାଜତରେ ଜଣେ ଯୁବକଙ୍କ ମୃତ୍ୟୁ........ହତ୍ୟା ଅଭିଯୋଗ ଆଣିଲେ ପରିବାର ବର୍ଗ*   (29-Apr-2026)       ||      *ସୋନପୁର ମହାରାଜା ବିରମିତ୍ରୋଦୟ ସିଂହ ଦେଓ ଙ୍କ ୮୯ ତମ ଶ୍ରାଦ୍ଧ ଦିବସ ପାଳିତ*   (29-Apr-2026)       ||      ଆସନ୍ତା ପଞ୍ଚାୟତ ନିର୍ବାଚନରେ କୌଣସି ମେଣ୍ଟ ହେବନି କହିଲେ ପିସିସି ସଭାପତି ଭକ୍ତ ଦାସ   (29-Apr-2026)       ||      ବିଜେପି ରାଜ୍ୟ ସଭାପତିଙ୍କ ବଡ଼ ବୟାନ ♦️ ରାଜ୍ୟରେ ଖୁବଶୀଘ୍ର ନିଗମ ଓ ବୋର୍ଡର ହେବ ନିଯୁକ୍ତି   (29-Apr-2026)       ||      ବ୍ୟାଙ୍କରୁ ଟଙ୍କା ଉଠାଇବା ପାଇଁ ଭଉଣୀର ଶବ ଖୋଳି ଆଣିବା ପ୍ରସଙ୍ଗ♦️ ଜାତୀୟ ମାନବାଧିକାର କମିଶନ ପକ୍ଷରୁ ମାମଲା ରୁଜୁ   (29-Apr-2026)       ||      ହିଆଁଲ କ୍ଳଷ୍ଟରରେ ଘରଘର ବୁଲି ଗୃହକାର୍ଯ୍ୟ ବଣ୍ଟନ    (29-Apr-2026)       ||     

HOME   ଜିଲ୍ଲା

ପରୋପକାର ବ୍ୟକ୍ତି ତଥା ଗୌନ୍ତିଆ ଦଳଗଞ୍ଜନ ପ୍ରଧାନଙ୍କ ଦେହାନ୍ତ

28-Apr-2025



ବଲାଙ୍ଗୀର (ପ୍ରେରଣା ଖବର): ଆରପାରିରେ ପରୋପକାର ବ୍ୟକ୍ତି ତଥା ଗୌନ୍ତିଆ ଦଳଗଞ୍ଜନ୍ ପ୍ରଧାନ। ବଲାଙ୍ଗିର ଜିଲ୍ଲା ବିଲାଇସର୍ଡ଼ା ପଂଚାୟତ ଅନ୍ତର୍ଗତ କଶ୍ରୁପାଲି ଗାଁ ସ୍ଥିତ ନିଜ ବାସଭବନରେ ବିୟୋଗ ଘଟିଛି l ଆଜି ସକାଳ ୮.୧୦ ମିନିଟ ସମୟରେ ତାଙ୍କର ଦେହାନ୍ତ ହୋଇଛି l ମୃତ୍ୟୁ ବେଳକୁ ତାଙ୍କୁ ୭୨ ବର୍ଷ ବୟସ ହେଉଥିଲା। ଗତ ମାସେ କାଳ ହେଲା ସେ ଘରେ ଶଯ୍ୟାଶାୟୀ ଥିଲେ। ଆଜି ତାଙ୍କର ଦେହାନ୍ତ ପରେ ନିଜ ଚାଷ ଜମିରେ ଶେଷ ସଂସ୍କାର କରାଯାଇଛି l ତାଙ୍କ ମୃତ୍ୟୁ ସମୟରେ ବଡ଼ପୁଅ ତଥା ହିନ୍ଦୀ ଶିକ୍ଷକ ଧିରେନ୍ କୁମାର ପ୍ରଧାନ , ମଝିଆ ପୁଅ ତଥା ଆଇନଜୀବୀ ସଞ୍ଜୟ କୁମାର ପ୍ରଧାନ, ସାନ ପୁଅ ତଥା ବରିଷ୍ଠ ସାମ୍ବାଦିକ ଓ ସମ୍ପାଦକ ବିଜୟ କୁମାର ପ୍ରଧାନ, ପୁତ୍ର ବଧୂ ଗୀତାଞ୍ଜଳି ପ୍ରଧାନ, ସଂଘମିତ୍ରା ପ୍ରଧାନ, ପଙ୍କଜିନୀ ପ୍ରଧାନ, ନାତି ନାତୁଣୀ ଜନ୍ମେଶ ପ୍ରଧାନ, ଶୁଭଙ୍କର ପ୍ରଧାନ ଓ ଶୁଭଶ୍ରୀ ପ୍ରଧାନ, ଝିଅ ଜ୍ବାଇଁ ଶର୍ମିଷ୍ଠା ପ୍ରଧାନ ଓ ଡୋଳାମଣି ପ୍ରଧାନଙ୍କ ସହ ମାମୁଁ ମାଇଁ ଓ ଗୌନ୍ତିଆ ପରିବାରର ଅନେକ ଲୋକ ଉପସ୍ଥିତ ଥିଲେ। ତାଙ୍କ ଆଦେଶ ଅନୁସାରେ କଶ୍ରୁପାଲି ଗାଁ ସ୍ଥିତ ନିଜ ଚାଷ ଜମିରେ ଶେଷ ସଂସ୍କାର କରାଯାଇଥିଲା l ବଡ଼ ପୁଅ ଧିରେନ ପ୍ରଧାନ ମୁଖାଗ୍ନୀ ଦେଇଥିଲେ। 

ମୃତ୍ୟୁର କିଛି ଦିନ ଆଗରୁ ସେ ପୁଅମାନଙ୍କୁ କହିଥିଲେ ଯେ, ମୃତ୍ୟୁ ପରେ ନିଜ ଚାଷ ଜମିରେ ଶେଷ ସଂସ୍କାର କରିବା ପାଇଁ l ତାଙ୍କ ଆଦେଶ ଅନୁସାରେ, ଆଜି ସାଢେ଼ ୧୦ ଟା ସମୟରେ ନିଜ ଚାଷ ଜମିରେ ଶେଷ ସଂସ୍କାର କରାଯାଇଛି l ଜଣେ ପରୋପକାର, ମେଳାପି, ମିଷ୍ଟଭାଷୀ ତଥା ସ୍ପଷ୍ଟବାଦୀ ବ୍ୟକ୍ତି  ଭାବେ ଗାଁ ତଥା ଆଖପାଖ ଅଞ୍ଚଳରେ ଜଣାଶୁଣା l ତାଙ୍କ ଅକାଳ ବିୟୋଗ ଖବର ପାଇ ବହୁ ଲୋକ ଶେଷ ଦର୍ଶନ କରିବା ପାଇଁ ଘରକୁ  ଆସିଥିଲେ। ଡାକ୍ତର ଅଶୋକ ପଧାନ, ହେଡ ମାଷ୍ଟର ସେବଦତ୍ତ ପ୍ରଧାନଙ୍କ ସହ ସହିତ ଅନେକ ବ୍ୟକ୍ତି ବିଶେଷ ତାଙ୍କର ଶେଷ ଦର୍ଶନ କରିଥିଲେ। ତାଙ୍କ ବିୟୋଗରେ ଶୋକର ଛାୟା ଖେଳି ଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଂକୀର୍ତ୍ତନ୍ୟ ମହୋତ୍ସବ ଓ ୨୧ ତମ ଲୋକକଳା ଉତ୍ସଵ ପାଇଁ ପ୍ରସ୍ତୁତି ବୈଠକ   29-Apr-2026
  ଜିଲ୍ଲା  
ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ    29-Apr-2026
  ରାଜ୍ୟ  
ଯୁକ୍ତ ୨ ବିଜ୍ଞାନ ଓଡ଼ିଆରେ ପଢିବା ନିମନ୍ତେ ଏକଦିବସୀୟ ପ୍ରଶିକ୍ଷଣ   29-Apr-2026
  ରାଜ୍ୟ  
ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ରରେ ବିଧାୟିକାଙ୍କ ପ୍ରତିନିଧୂ ହେଲେ ସୋନୁ   29-Apr-2026
  ଜିଲ୍ଲା  
ଜମା ହୋଇଛି ଶହଶହ ଟ୍ରିପ୍ ବାଲି,,,,, ଲଘୁ ଖଣିଜ ବିଭାଗ ପାଖରେ ଖବର ନାହିଁ   29-Apr-2026
  ଜିଲ୍ଲା  
ଭାରତ ବିକାଶ ପରିଷଦ ପକ୍ଷରୁ ନାରାୟଣ କୁଷ୍ଟାଶ୍ରମ ରେ ଛତା ବଣ୍ଟନ   29-Apr-2026
  ଜିଲ୍ଲା  
ଗୃହ ଗଣନା କାର୍ଯ୍ୟ ସଫଳତା ପାଇଁ କ୍ଷେତ୍ର ନିରୀକ୍ଷଣ କଲେ ଅତିରିକ୍ତ ଜିଲ୍ଲାପାଳ*-   29-Apr-2026
  ଜିଲ୍ଲା  
ସମ୍ବଲପୁର ରେଳ ମଣ୍ଡଳରେ ଶାନ୍ତିପୂର୍ଣ୍ଣ ଧାରଣା:  ଦାବି ପୁରଣ ନ ହେଲେ ଏକମାସ ପରେ ରେଳରୋକୋ    29-Apr-2026
  ଜିଲ୍ଲା  
*ରୁଦ୍ରନାଥ ମନ୍ଦିର ପାଇଁ ଦେବୋତ୍ତର ବିଭାଗ କୁ ଜମି ଦାନ କଲେ ହୃଦାନନ୍ଦ ମେହେର*- *କୃତଜ୍ଞତା ଦେଲେ ଜିଲ୍ଲା ପ୍ରଶାସନ ଓ ସହର ବାସୀ*-   29-Apr-2026
  ଦେଶ ବିଦେଶ  
ସ୍ୱର୍ଗତଃ ସୁଦୀପ୍ତା ମହାନ୍ତିଙ୍କୁ ଭବ୍ୟ ଶ୍ରଦ୍ଧାଞ୍ଜଳି ପ୍ରଦାନ   29-Apr-2026
  ରାଜ୍ୟ  
ପୂର୍ବତନ ଜୁନିଅର ଇଞ୍ଜିନିୟର ଭିଜିଲାନ୍ସ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ   29-Apr-2026
  ଜିଲ୍ଲା  
ଅନ୍ନପୂର୍ଣ୍ଣା ଗ୍ରାମୀଣ ବଜାରରେ ପଟ୍ଟଚିତ୍ର ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜିତ   29-Apr-2026

You Might Also Like