-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||     

HOME   ଜିଲ୍ଲା

ଭୀମରାଓ ଆମ୍ବେଦକରଙ୍କ ୧୩୪ତମ ଜନ୍ମ ଜୟନ୍ତୀ ପାଳିତ

28-Apr-2025



ଡୁଙ୍ଗୁରିପାଲି (ଅରବିନ୍ଦ ମିଶ୍ର): ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ଆମ୍ବେଦକର ସ୍ମୃତି କମିଟି  ପକ୍ଷରୁ ଡୁଙ୍ଗୁରିପାଲି ବସଷ୍ଟାଣ୍ଡ ସ୍ଥିତ ଏସ୍.ସି.ଏସ୍.ଟି  ଷ୍ଟଲ୍  ପରିସରରେ ଭାରତରତ୍ନ ସମ୍ବିଧାନ ପ୍ରଣେତା ବାବା ସାହେବ ଡ.ଭୀମରାଓ ଆମ୍ବେଦକର ଙ୍କ ୧୩୪ତମ ଜନ୍ମଜୟନ୍ତୀ ମହାସମାରୋହରେ ପାଳିତ ହୋଇ ଯାଇଛି l ପ୍ରଥମେ ଆମ୍ବେଦକରଙ୍କ ଫଟୋଚିତ୍ରରେ ପୁଷ୍ପ ମାଲ୍ୟାର୍ପଣ କରି ସଭା କାର୍ଯ୍ୟ ଆରମ୍ଭ କରିଥିଲେ l ଡୁଙ୍ଗୁରିପାଲି ଆମ୍ବେଦକର ସ୍ମୃତି କମିଟିର ଆବାହକ  ଦୀନବନ୍ଧୁ ସୁନାଙ୍କ ତତ୍ତ୍ଵାବଧାନରେରେ ଅନୁଷ୍ଠିତ ସଭାରେ  ଲକ୍ଷେଘର ଗଣ୍ଡା ସମାଜ  ଡୁଙ୍ଗୁରିପାଲି ବ୍ଲକ ସଭାପତି ନିତେଇ ପାଲ  ସଭାକାର୍ଯ୍ୟ ପରିଚାଳନା କରିଥିଲେ l ଏଥିରେ ମୁଖ୍ୟ ଅତିଥି ଭାବେ ଡୁଙ୍ଗୁରିପାଲି ଥାନା ଏଏସଆଇ ପ୍ରେମରାଜ ସାହୁ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥିଭାବେ ବିପ୍ରଚରଣସାହୁ ,କନ୍ଦର୍ପ ସାହୁ, ବଦ୍ରିନାରାୟଣ ପାଣ୍ଡିଆ, ହେମନ୍ତ ବିଶ୍ଵାଳ, ବିରେନ୍ଦ୍ର ଦଣ୍ଡସେନା, ବିବେକା ତ୍ରିପାଠୀ, ବିଭୁଦତ୍ତ ବିଶ୍ଵାଳ,

ପ୍ରକାଶ କୁମ୍ଭାର ପ୍ରମୁଖ ଯୋଗଦେଇ ଭାରତୀୟ ସମ୍ବିଧାନ ପ୍ରସ୍ତୁତି ରେ ଆମ୍ବେଦକରଙ୍କ ଅବଦାନ ଓ ଆଭିମୁଖ୍ୟକୁ ନେଇ ଅତିଥି ଗଣ ଆଲୋଚନା କରିବା ସହ  ତାଙ୍କ ଜୀବନୀ ଓ ବିଚାର୍ ଧାରା ଉପରେ ସ୍ମୃତିଚାରଣ କରିଥିଲେ l ମୁଖ୍ୟବକ୍ତା ଭାବରେ କିଶୋର ମେହେର ଯୋଗ ଦେଇଥିଲେ l ଏହି ସମାରୋହ ରେ ଆଖପାଖରୁ ବହୁ ସଂଖ୍ଯାରେ ମହିଳା ଓ ପୁରୁଷ  ଯୋଗ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   02-Sep-2026
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   01-Sep-2026
  ରାଜ୍ୟ  
ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   01-Sep-2026
  ଜିଲ୍ଲା  
ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   01-Sep-2026
  ଜିଲ୍ଲା  
ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   01-Sep-2026
  ଜିଲ୍ଲା  
ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   01-Sep-2026
  ଜିଲ୍ଲା  
ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    01-Sep-2026
  ଜିଲ୍ଲା  
ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026

You Might Also Like