-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||     

HOME   ଜିଲ୍ଲା

ବୈଗାପଡାରେ ନିଆରା ପରମ୍ପରା, ନିଆରା ପର୍ବ, "ବିହନ ଛିନା ଯାତ୍ରା "

28-Apr-2025



ସିନାପାଲି (ଚିନ୍ତାମଣି  ନେତାମ )
ନୂଆପଡା ଜିଲ୍ଲା ସିନାପାଲି ବ୍ଲକ ଖରସେଲ ପଂଚାୟତ ବୈଗାପଡାରେ ବିହନ ଛିନା ଯାତ୍ରା  ମହାସମାରୋହରେ ପାଳିତ ହୋଇଯାଇଛି  l  ସର୍ବ ପ୍ରଥମେ  ମାଟି ଦେବତା, ଗଂଗାଦି ଗୁଡ଼ି ମା କୁ  ପୂଜାର୍ଚନା କରି  ଫୁଲ ପୁଷ୍ପ  ଅର୍ପଣ କରାଗଲା  l ଗାଁର ଲୋକମାନଙ୍କୁ ନେଇ  ଗାଁର ଝାଙ୍କର ଶ୍ରୀଯୁକ୍ତ ଜଗନ୍ନାଥ ଚିନ୍ଦାଙ୍କ  ନେତୃତ୍ୱ ରେ  ଏହି ଉତ୍ସବ ପାଳିତ ହୋଇଯାଇଛି  l ଝାଙ୍କର ଶ୍ରୀ ଜଗନ୍ନାଥ ଚିନ୍ଦା  ଓ  ତାଙ୍କ ବଡ଼ ପୁଅ  ନିରଞ୍ଜନ ଚିନ୍ଦା,ଗ୍ରାମର  ଅନେକ ଭଦ୍ରବ୍ୟକ୍ତି  ତଥା   ଚନ୍ଦ୍ର ଧ୍ୱଜ ବାଗ, ବନମାଳୀ ବେମାଲ,  ସତ୍ୟବ୍ରତ ଗହୀର, ପରମେଶ୍ୱର ଖମାରି, ସୁଶୀଲ ଖମାରି,ସାଧୁ ବେମାଲ, ଭଗତ ବେମାଲ, ହେମନ୍ତ ବେମାଲ,ଅକୁର ତାଣ୍ଡି , ବାଞ୍ଛା ଗହୀର, ସଞ୍ଜୟ ଗହୀର, ଜଗନ୍ନାଥ ବାଗ, ତ୍ରୟମ୍ବକବାଗ, ଦିଗବଳ ବାଗ , ପ୍ରେମ ଚାନ୍ଦ ସାହୁ, ପିତାମ୍ବର ସାହୁ, ସନ୍ତୋଷ ସାହୁ ଓ ସିନାପାଲି ବ୍ଲକ ସାମ୍ବାଦିକ ପ୍ରତିନିଧି  ଚିନ୍ତାମଣି ନେତାମ  ସହଯୋଗ କରିଥିଲେ  l ସେମାନଙ୍କ ବିଶ୍ୱାସ ଯେ, ଇଷ୍ଟ ଦେବୀ ଯେଉଁ ଧାନ ବିହନ  ଦିଅନ୍ତି ସେଥିରେ  ପୋକ ଲାଗେ ନାହିଁ ବୋଲି ଏହି ପରମ୍ପରାଟି ଦୀର୍ଘ ଦିନରୁ  ଚାଲି ଆସୁଅଛି  l ଏହି ପରମ୍ପରା ରେ ଗ୍ରାମର ଶତାଧିକ ଭଦ୍ର ବ୍ୟକ୍ତି  ଉପସ୍ଥିତ ରହି   ଗ୍ରାମର ଇଷ୍ଟ ଦେବୀଙ୍କୁ  ପୂଜାର୍ଚନା ପରେ  "ଅକ୍ଷୟ ମୁଠି"  ପ୍ରଦାନ କରାଗଲା  l


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   02-Sep-2026
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   01-Sep-2026
  ରାଜ୍ୟ  
ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   01-Sep-2026
  ଜିଲ୍ଲା  
ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   01-Sep-2026
  ଜିଲ୍ଲା  
ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   01-Sep-2026
  ଜିଲ୍ଲା  
ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   01-Sep-2026
  ଜିଲ୍ଲା  
ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    01-Sep-2026
  ଜିଲ୍ଲା  
ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026

You Might Also Like