-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||     

HOME   ଜିଲ୍ଲା

ଡୁଙ୍ଗୁରିପାଲିକୁ ଉପଖଣ୍ଡ ମାନ୍ୟତା ଦାବୀରେ ଦସ୍ତଖତ ଅଭିଯାନ

28-Apr-2025



ଡୁଙ୍ଗୁରିପାଲି(ଅରବିନ୍ଦ ମିଶ୍ର):  ସୁବର୍ଣ୍ଣପୁର ଜିଲ୍ଲାର ଡୁଙ୍ଗୁରିପାଲି ଅଞ୍ଚଳକୁ ଉପଖଣ୍ଡ ମାନ୍ୟତା ଦାବୀରେ ଦସ୍ତଖତ ଅଭିଯାନ ଆରମ୍ଭ କରିଛନ୍ତି ଯୁବଗୋଷ୍ଠୀ। ଡୁଙ୍ଗୁରିପାଲି ବ୍ଲକର ଇଚ୍ଛାପୁର ପଞ୍ଚାୟତ ଅନ୍ତର୍ଗତ କନ୍ଦୁମୁଣ୍ଡା ଠାରେ ଏକ ବୈଠକ ବସି ଉପଖଣ୍ଡର ଆବଶ୍ୟକତା ଉପରେ ଆଲୋଚନା କରି ଗ୍ରାମବାସୀଙ୍କ ଠାରୁ ଦସ୍ତଖତ ଅଭିଯାନର ଶୁଭାରମ୍ଭ କରିଥିଲେ । ଜିଲ୍ଲା ସଦରମହକୁମା ଠାରୁ ଆମ ବ୍ଲକର ଗ୍ରାମଗୁଡିକ ଏକ ଶହ କିଲୋମିଟର ରେ ଅବସ୍ଥିତ । ବାକି ବ୍ଲକର ଗ୍ରାମ ଗୁଡିକ ସଦର ମହକୁମା ଠାରୁ ଅତିବେଶିରେ ୫୦କି.ମି ଦୂରରେ ଅବସ୍ଥିତ । ଏଠାରୁ ପ୍ରତିଦିନ ଲୋକମାନେ ବିଭିନ୍ନ କାର୍ଯ୍ୟ ପାଇଁ ଜିଲ୍ଲା ମୁଖ୍ୟ କାର୍ଯ୍ୟାଳୟକୁ ଯାତୟାତ କରୁଛନ୍ତି ଯାହାକି ଅତି କଷ୍ଟକର ବ୍ୟାପାର ଅଟେ । ଆମ ବ୍ଲକ ପଡୋଶୀ ଜିଲ୍ଲା ଯଥା ବରଗଡ ଏବଂ ବଲାଙ୍ଗୀର ଠାରୁ ମାତ୍ର ୪୦କି.ମି ଦୂରରେ ଅବସ୍ଥିତ କିନ୍ତୁ ଜିଲ୍ଲା ଗଠନ ବେଳେ ସୁବର୍ଣ୍ଣପୁର ଜିଲ୍ଲା ସହିତ ସଂଯୋଗ କରାଗଲା ଯାହାକି ଅତି ଦୁଃଖର ବିଷୟ ଅଟେ । ଏବେ ମୁଖ୍ୟ କାର୍ଯ୍ୟାଳୟକୁ ଯିବା ଆସିବା ଅତ୍ୟନ୍ତ କାଷ୍ଠ । ଗୋଟିଏ ଦିନରେ କାର୍ଯ୍ୟକରି ଫେରି ହେଉଁ ନାହିଁ । ଡୁଙ୍ଗୁରିପାଲି ଠାରେ ରେଳପଥ ତଥା ଗମନାଗମନ ଚାରିପଟୁ ସୁବିଧା ଯୋଗୁଁ ପଡୋଶୀ ଜିଲ୍ଲାର ରୋଗୀମାନେ ସାଧାରଣତଃ ଡୁଙ୍ଗୁରିପାଲି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଉପରେ ନିର୍ଭର କରୁଛନ୍ତି। ପରିତାପର ବିଷୟ ଏଠାରେ ଡାକ୍ତର ସଂଖ୍ୟା ବହୁତ କମ ଅଛି ଏବଂ ରକ୍ତ ପାଇଁ ସୁଦୂର ସୁବର୍ଣ୍ଣପୁର ମୁଖ୍ୟ ଡାକ୍ତରଖାନା ଉପର ସମସ୍ତେ ନିର୍ଭର କରୁଛନ୍ତି । ଉକ୍ତ ଦସ୍ତଖତ ଅଭିଯାନରେ ପ୍ରଫୁଲ୍ଲ ବାରିକ, ଯଦୁମଣି କୁଦେଇ, ଜୈମିନୀ ସାହୁ ଉମାକାନ୍ତ ସାହୁ, ସୁରେନ ସାହୁ, ଶିବୁଲ ଠେଲା, ସୋହନ ସାହୁ, ସୁଶୀଲ ଠେଲା, କିରଣ ବାରିକ, ଯୁଧିଷ୍ଠିର ନାହାକ ପ୍ରମୁଖ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   02-Sep-2026
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   01-Sep-2026
  ରାଜ୍ୟ  
ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   01-Sep-2026
  ଜିଲ୍ଲା  
ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   01-Sep-2026
  ଜିଲ୍ଲା  
ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   01-Sep-2026
  ଜିଲ୍ଲା  
ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   01-Sep-2026
  ଜିଲ୍ଲା  
ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    01-Sep-2026
  ଜିଲ୍ଲା  
ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026

You Might Also Like