-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||     

HOME   ଜିଲ୍ଲା

ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ଟପ୍ ଟେନ୍ ତାଲିକାରେ ନବରଙ୍ଗପୁର ମହାବିଦ୍ୟାଳୟର ପ୍ରାଣୀ ବିଜ୍ଞାନ ବିଭାଗ ଛାତ୍ରୀ

28-Apr-2025



ନବରଙ୍ଗପୁର -(ମିହିର ଶଙ୍କର ପାତ୍ର)
ବ୍ରହ୍ମପୁର ବିଶ୍ବବିଦ୍ୟାଳୟ ଦ୍ୱାରା ପରିଚାଳିତ ଯୁକ୍ତ ତିନି ଶେଷ ବର୍ଷ ପରୀକ୍ଷାରେ ବିଭିନ୍ନ ବିଭାଗରେ କୃତିତ୍ବ ହାସଲ କରିଥିବା ଶ୍ରେଷ୍ଠ ଦଶ ଜଣ ପରୀକ୍ଷାର୍ଥୀଙ୍କ ନାମ ତାଲିକା ପ୍ରକାଶ ପାଇଛି । ଉକ୍ତ ତାଲିକାରେ ନବରଙ୍ଗପୁର ମହାବିଦ୍ୟାଳୟର  ପ୍ରାଣୀ ବିଜ୍ଞାନ ବିଭାଗର ଛାତ୍ରୀ ସୁଶ୍ରୀ ଇପ୍ସିତା ଦାଶ ୧୪୦୦ ମାର୍କରୁ ୧୨୫୭ ମାର୍କ ହାସଲ କରି ଶ୍ରେଷ୍ଠ ଦଶରେ ସ୍ଥାନ ପାଇ ମହାବିଦ୍ୟାଳୟ ପାଇଁ ଗୌରବ ଆଣିଛନ୍ତି । ଏହି ଖବର ପ୍ରଚାରିତ ହେବା ପରେ ଅଧ୍ୟାପକ ଅଧ୍ୟାପିକା, ଅଭିଭାବକ, ବୁଦ୍ଧିଜୀବୀ ଓ ଛାତ୍ର ଛାତ୍ରୀ ଙ୍କ ମହଲରେ ଆନନ୍ଦର ଲହରୀ ଖେଳି ଯାଇଛି । ଏହି ସଫଳତା ପାଇଁ ଅଧ୍ୟକ୍ଷ ଶ୍ରୀ ଡି. ଗୋବିନ୍ଦା ରାଓ ସମସ୍ତ ଅଧ୍ୟାପକ-ଅଧ୍ୟାପିକା ଓ ଛାତ୍ରଛାତ୍ରୀ ମାନଙ୍କୁ ଶ୍ରେୟ ଦେବା ସହ ଭବିଷ୍ୟତରେ ଏହି ଧାରା ବଜାୟ ରଖିବା ନିମନ୍ତେ ଆଶା ପ୍ରକଟ କରିଛନ୍ତି।ଇପ୍ସିତା ନବରଙ୍ଗପୁରର ମାଝିଗୁଡ଼ା  ଅଞ୍ଚଳର ଶଙ୍କର ପ୍ରସାଦ ବେହେରା ଏବଂ ରତ୍ନପ୍ରଭା ଦାଶଙ୍କ ସୁକନ୍ୟା ଘରେ ରହି ଜୀବ ବିଜ୍ଞାନ ବିଭଗୀୟ ମୁଖ୍ୟ ଅଧ୍ୟାପିକା ଶ୍ରୀମତୀ ଭାନୁମତୀ ସାହୁକାର ଏବଂ ଅଧ୍ୟାପିକା ସୁନୟନା ସମାସିଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ନବରଙ୍ଗପୁର ମହାବିଦ୍ୟାଳୟରେ ଅଧ୍ୟୟନ କରୁଥିଲେ। ଏହି ସଫଳତାର ଶ୍ରେୟ ଇପ୍ସିତା ସମସ୍ତ ଅଧ୍ୟାପକ ଅଧ୍ୟାପିକା ଓ ଗୁରୁଜନମାନଙ୍କୁ ଦେଇଛନ୍ତି ।ଭବିଷ୍ୟତରେ ବିଶ୍ୱବିଦ୍ୟାଳୟରେ ସ୍ନାତକୋତ୍ତର ଅଧ୍ୟୟନ କରିବା ସହ ଓପିଏସି ପରୀକ୍ଷା ଦେଇ ଅଧ୍ୟାପିକା ହେବାକୁ ଲକ୍ଷ୍ୟ ରଖିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   02-Sep-2026
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   01-Sep-2026
  ରାଜ୍ୟ  
ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   01-Sep-2026
  ଜିଲ୍ଲା  
ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   01-Sep-2026
  ଜିଲ୍ଲା  
ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   01-Sep-2026
  ଜିଲ୍ଲା  
ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   01-Sep-2026
  ଜିଲ୍ଲା  
ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    01-Sep-2026
  ଜିଲ୍ଲା  
ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026

You Might Also Like