-+91-9937148622 |

prerana_bgr@rediffmail.com |

  Wednesday 2nd September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   (02-Sep-2026)       ||      ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   (02-Sep-2026)       ||      ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   (01-Sep-2026)       ||      ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   (01-Sep-2026)       ||      ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   (01-Sep-2026)       ||      ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   (01-Sep-2026)       ||      ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   (01-Sep-2026)       ||      ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   (01-Sep-2026)       ||      ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    (01-Sep-2026)       ||      ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   (01-Sep-2026)       ||      ସମ୍ବଲପୁରର ଅଜ୍ଞାତ ଇତିହାସ, ଐତିହ୍ୟ ଓ ସଂସ୍କୃତି ଉପରେ ଜାତୀୟ ସମ୍ମିଳନୀ ସଂସ୍କୃତି ସଭ୍ୟତାର ପ୍ରୟୋଗଶାଳା ହେବ ସମ୍ବଲପୁର ଜିଲ୍ଲା ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଶିଷ୍ଟ ଇତିହାସକାର ଶିବ ପ୍ରସାଦ ଦାସଙ୍କ ୧୨୫ତମ ଜୟନ୍ତୀ ପାଳିତ   (01-Sep-2026)       ||      ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||     

HOME   ଜିଲ୍ଲା

ଓଡିଶା ନିଖିଳ ଉତ୍କଳ କଲ୍ୟାଣ ଶିକ୍ଷକ ଓ ଶିକ୍ଷାନିରୀକ୍ଷକ ସଂଘର ବୈଠକ

28-Apr-2025



ବାଲିଗୁଡ଼ା, :(ସୁଶିଲ କୁମାର ପାଣିଗ୍ରାହୀ): ଓଡିଶା ନିଖିଳ ଉତ୍କଳ କଲ୍ୟାଣ ଶିକ୍ଷକ ଓ ଶିକ୍ଷାନିରୀକ୍ଷକ ସଂଘ କନ୍ଧମାଳ ଜିଲ୍ଲା ଶାଖାର କାର୍ଯ୍ୟ ନିର୍ବାହୀ ସମିତି ବୈଠକ ବାଲିଗୁଡା ଠାରେ ଅନୁଷ୍ଠିତ ହୋଇଯାଇଛି l ସଂଘ ର ସଭାପତି ସୁରଥ ଚନ୍ଦ୍ର ମୁନି ଶ୍ରୀ ଗଣେଶଙ୍କ ଫୋଟୋ ଚିତ୍ର ନିକଟରେ ଦୀପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ l ବରିଷ୍ଠ ଶିକ୍ଷକ ଉମେଶ ଚନ୍ଦ୍ର ବେହେରା ସଭା କାର୍ଯ୍ୟ ପରିଚାଳନା କରିଥିଲେ l ପ୍ରଥମେ ଦିବଂଗତ ଶିକ୍ଷକ ମାନଙ୍କ ଆତ୍ମ ର ସଦଗତି ନିମନ୍ତେ ନିରବ ପ୍ରାର୍ଥନା କରାଯାଇଥିଲା l  ଜିଲ୍ଲା ଶିକ୍ଷକ ସଂଘ ର ସାଧାରଣ ସମ୍ପାଦକ ତୀର୍ଥବାସୀ ଘଡ଼ାଇ ଗତ ବୈଠକର ବିବରଣୀ ପାଠ କରିଥିଲେ l ବୈଠକ ରେ ଦରମା ଠିକ ସମୟରେ ନହେବା, ଶିକ୍ଷକ ମାନଙ୍କର ବହୁ ସମସ୍ୟା ବାରମ୍ବାର ଉପରିସ୍ଥ ଅଧିକାରୀ ଙ୍କୁ ଜଣାଇଲେ ମଧ୍ୟ କୌଣସି କାର୍ଯ୍ୟ ନହେବା, MACP ଓ RACP ନହେବା, ଇପିଏଫ ସମସ୍ୟା ସମାଧାନ ନହେବା,ଜିଲ୍ଲା କାର୍ଯ୍ୟାଳୟ ରେ ଅଫିସ ଅlସିଷ୍ଟାଣ୍ଟ ଙ୍କ ଶିକ୍ଷକ ମାନଙ୍କ ପ୍ରତି ବ୍ୟବହାର ସନ୍ତୋଷ ଜନକ ନୁହେଁ, ହେଡ଼ ସେବକ ପଦୋନ୍ନତି, MCT ଗ୍ରେଡ଼ସନ, ବି.ଏ ବି ଇ ଡି ଏବଂ ବି ଏସି ବି ଇଡି ଗ୍ରେଡ଼ସନ, ଆଗାମୀ ସାଧାରଣ ସଭା, ଶିକ୍ଷକ ମାନଙ୍କର ଅବସର ସମ୍ବର୍ଦ୍ଧନା ସଭା, ଦିବଂ ଗତ ଶିକ୍ଷକ ମାନଙ୍କ ପାଖରେ ସଂଘ ଠିଆହେବା, ଘରଭଡା ଇତ୍ୟାଦି ଆଲୋଚନା ହୋଇଥିଲା l ଏ ବିଷୟରେ ଜିଲ୍ଲା ମଙ୍ଗଳ ଅଧିକାରୀ, କନ୍ଧମାଳ ଓ ଜିଲ୍ଲାପାଳ କନ୍ଧମାଳ ଙ୍କୁ ଅବଗତ କରାଇ ତୁରନ୍ତ କାର୍ଯ୍ୟକାରୀ କରିବା ପାଇଁ ଅନୁରୋଧ କରାଯିବ, ଯଦି ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ନ ହୁଏ ତେବେ ଓଡିଶା ସରକାର ଙ୍କୁ ଦରଖାସ୍ତ ଦେବା ସହିତ ଏକ ବିଶାଳ ଶିକ୍ଷକ ସମାବେଶ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟରେ କରିବା ପାଇଁ ଆଲୋଚନା ହୋଇଥିଲା l ଏଥିରେ ସମସ୍ତ କାର୍ଯ୍ୟ ନିର୍ବାହୀ ସଦସ୍ୟ ଓ ସଦସ୍ୟା ଯୋଗ ଦେଇଥିଲେ l ସଭା ଶେଷରେ ସଂଘ ର ମୁଖ୍ୟ ଉପଦେଷ୍ଟା ମାନ୍ୟବର ଫୁଲବାଣୀ ବିଧାୟକ ଉମାଚରଣ ମଲ୍ଲିକ ଓ ଆଇନ ପରମର୍ଶଦାତା  ବିଜୟକୃଷ୍ଣ ପଟ୍ଟନାୟକ ଙ୍କୁ ଅବଗତ କରାଯାଇଥିଲା l ଶେଷରେ ସଂଘ ର ଉପସଭାପତି ରଂଜିତ କୁମାର ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମେଡିକାଲ କଲେଜ ଓ ହସ୍ପିଟାଲ୍ ସୁନ୍ଦରଗଡ଼ରେ ନୂତନ ସ୍ୱାସ୍ଥ୍ୟସେବାର ଶୁଭାରମ୍ଭ   02-Sep-2026
  ଜିଲ୍ଲା  
ତୁଷୁରା ସ୍ବାୟତ୍ତ ଶାସନ ଦିବସରେ ସମ୍ବର୍ଦ୍ଧିତ ହେଳେ ଧରିତ୍ରୀ ସାମ୍ବାଦିକ   02-Sep-2026
  ଜିଲ୍ଲା  
ଫାଷ୍ଟଫୁଡ୍‌ ସେଣ୍ଟରରେ ମଙ୍ଗଳବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଯାଞ୍ଚ   01-Sep-2026
  ଜିଲ୍ଲା  
ଲୋଇସିଂହା କଲେଜ ରେ ସୁ ପୋଷିତ ଓଡିଶା ମିଶନ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ   01-Sep-2026
  ରାଜ୍ୟ  
ସୂଚନା ନିର୍ଦ୍ଦେଶକଙ୍କୁ ଭେଟିଲେ ଓଡ଼ିଶା ବରିଷ୍ଠ ସାମ୍ୱାଦିକ ସଂଘର କର୍ମକର୍ତ୍ତା   01-Sep-2026
  ଜିଲ୍ଲା  
ଶ୍ରୀ ଗଣେଶ ସରକାରୀ ଉଚ୍ଚ ବିଦ୍ୟାଳୟରେ ସଂସ୍କୃତ ଦିବସ   01-Sep-2026
  ଜିଲ୍ଲା  
ଉଚ୍ଚ ଆକାଂକ୍ଷା ଓ ଉଚ୍ଚଶିକ୍ଷାର ନୂତନ ଦୃଷ୍ଟିକୋଣ ସହ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ, ବଲାଙ୍ଗିରର ଷଷ୍ଠ ପ୍ରତିଷ୍ଠା ଦିବସ ପାଳିତ   01-Sep-2026
  ଜିଲ୍ଲା  
ବିଶ୍ୱ ତାପାୟନ ସଙ୍କଟ ଉପରେ ସଚେତନତା କାର୍ଯ୍ୟକ୍ରମ   01-Sep-2026
  ଜିଲ୍ଲା  
ଭଗବତୀ କୌଶଲ୍ୟା  ବି.ଏସ.ସି. ନର୍ସିଂ ଛାତ୍ରଛାତ୍ରୀ ଙ୍କ ଶପଥ ଗ୍ରହଣ ଉତ୍ସବ    01-Sep-2026
  ଜିଲ୍ଲା  
ବଲାଙ୍ଗୀରରେ ମହିଳାଙ୍କ ପରିବେଶ ସଚେତନତା : ସ୍କୁଲ ପରିସରରେ ବୃକ୍ଷରୋପଣ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026
  ଜିଲ୍ଲା  
ତୁଷୁରାରେ ସ୍ୱାୟତ୍ତ ଶାସନ ଦିବସ ପାଳିତ   01-Sep-2026

You Might Also Like