-+91-9937148622 |

prerana_bgr@rediffmail.com |

  Tuesday 1st September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||      ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   (31-Aug-2026)       ||      ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (31-Aug-2026)       ||      ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   (31-Aug-2026)       ||      *ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   (31-Aug-2026)       ||      ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   (31-Aug-2026)       ||      ତହଁକ୍ କୁଟୁମର୍ ହଜଲା ରସ, ନୁରମା ଆସ   (31-Aug-2026)       ||      *ରକ୍ତସେତୁ: Gen Z ମାନଙ୍କ ଦ୍ୱାରା ପ୍ରତିଷ୍ଠିତ ଜରୁରୀକାଳୀନ ରକ୍ତଦାନ ସେବା ସଂଗଠନ*   (31-Aug-2026)       ||      ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା    (31-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   (31-Aug-2026)       ||      ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   (30-Aug-2026)       ||      *କେଲିଆ ମନ୍ଦିର ଉନ୍ନୟନ କମିଟି ସହ ନବରଙ୍ଗପୁର ସାଂସଦ ଙ୍କ ବୈଠକ*   (30-Aug-2026)       ||      ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   (30-Aug-2026)       ||      ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   (30-Aug-2026)       ||     

HOME   ଜିଲ୍ଲା

କନ୍ଧମାଳ ବୈଶାଖୀ ଉତ୍ସଵ ଓ ବାଣିଜ୍ୟ ମେଳା ଉଦଘାଟିତ

28-Apr-2025



କନ୍ଧମାଳ, (ସୁଶିଲ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ଫୁଲବାଣୀ ସ୍ଥିତ କୋରୋନେସନ ପଡିଆ ଠାରେ କନ୍ଧମାଳ ବୈଶାଖୀ ଉତ୍ସଵ ଓ ବାଣିଜ୍ୟ ମେଳା ୨୦୨୫ ଏକ ବର୍ଣ୍ଣାଢ଼୍ୟ ପରିବେଶ ରେ ଉଦଘାଟିତ ହୋଇଛି l ଉତ୍ସଵ କମିଟି ଅଧ୍ୟକ୍ଷ ତଥା ସାମ୍ୱାଦିକ ରାଧାମୋହନ ମହାପାତ୍ର ଙ୍କ ସଭାପତିତ୍ବ ରେ ଆୟୋଜିତ ଉଦଘାଟନୀ ଉତ୍ସଵରେ କନ୍ଧମାଳ ଏସପି ହରିଶ୍ ବିଶି ମୁଖ୍ୟ ଅତିଥି ଭାବେ ଯୋଗ ଦେଇ କାର୍ଯ୍ୟକ୍ରମ କୁ ଉଦଘାଟନ କରିବା ସହ ଏହି ମେଳା ଜିଲ୍ଳାର ଲୋକ କଳା ,ସଂସ୍କୃତି ପରମ୍ପରା କୂ ଲୋକ ଲୋଚନ କୁ ଆଣିବାରେ ସହାୟକ ହେବ ବୋଲି କହିଥିଲେ l ସେହିପରି ସମ୍ମାନୀତ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ କୁଶଳ ଚନ୍ଦ୍ର ନାୟକ, ବରିଷ୍ଠ ସାମ୍ବାଦିକ ତଥା କନ୍ଧମାଳ ବୈଶାଖୀ ଉତ୍ସବ ଓ ବାଣିଜ୍ୟ ମେଳା ପରିଚଳନା କମିଟି ଅଧ୍ୟକ୍ଷ ସୁନୀଲ ପଟ୍ଟନାୟକ ଓ ମୂଖ୍ୟ ବକ୍ତା ଭାବେ ବରିଷ୍ଠ ସାମ୍ବାଦିକ ତଥା କମିଟି ର ପରାମର୍ଶ ଦାତା ଡ.ଅରୂପ କୁମାର ଜେନା ଯୋଗ ଦେଇ ପ୍ରଥମ ଥର ପାଇଁ ସମ୍ପୂର୍ଣ୍ଣ ବେସରକାରୀ ଭାବେ କିଛି ଗଣ ମାଧ୍ୟମ ପ୍ରତିନିଧି ଓ ସମାଜସେବୀ ମିଶି ସୁନ୍ଦର ଭାବେ ଆୟୋଜନ କରିଥିବlରୁ ଭୂୟସୀ ପ୍ରଶଂସା କରିଥିଲେ l ଅଶୋକ ମହାନ୍ତି ଓ ମୁଷ୍କlନ୍ ସୁଆର ସୁଚାରୁ ରୂପେ ମଞ୍ଚ ପରିଚାଳନା କରିଥିବା ବେଳେ ସଦସ୍ୟl ବିରାଜିନି ମହାପାତ୍ର, ରୁପମ୍ବିକା ତ୍ରିପାଠୀ, ନିହରିକା ମହାନ୍ତି, ଅନୀତା ପଟ୍ଟନାୟକ, ଦିନେଶ ବେହେରା, ଏମ.ଡି. ଚିଷ୍ଟୀ, ମହାଦେବ ସାହୁ ପ୍ରମୁଖ ପୂର୍ଣ୍ଣ ସହଯୋଗ କରିଥିଲେ l ଏହି ଅବସରରେ ଆୟୋଜିତ ବିଭିନ୍ନ ପ୍ରତିଯୋଗିତାରେ ଅନୁଷ୍ଠିତ କୃତି ପ୍ରତିଯୋଗୀ ମlନଙ୍କୁ ମୁଖ୍ୟ ଅତିଥି ପୁରସ୍କୃତ କରିଥିଲେ l କମିଟି ଉପସଭାପତି ସୁଜିତ୍ କୁମାର ବେହେରା ଧନ୍ୟବାଦ ଦେଇଥିଲେ l ଏହି କାର୍ଯ୍ୟକ୍ରମ ଦୀର୍ଘ ୧୨ ଦିନ ବ୍ୟାପୀ ଆୟୋଜନ ହେଉଥିବା ବେଳେ ପ୍ରତ୍ୟହ ସନ୍ଧ୍ୟାରେ ବିଭିନ୍ନ ପ୍ରକାର ସଂlସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ   31-Aug-2026
  ଜିଲ୍ଲା  
ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   31-Aug-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ରାଜ୍ୟ  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ଜିଲ୍ଲା  
ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   31-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   31-Aug-2026
  ଜିଲ୍ଲା  
*ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   31-Aug-2026
  ଜିଲ୍ଲା  
ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   31-Aug-2026
  ଜିଲ୍ଲା  
ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   31-Aug-2026
  ଜିଲ୍ଲା  
ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   31-Aug-2026
  ଜିଲ୍ଲା  
*ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   31-Aug-2026
  ଜିଲ୍ଲା  
ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   31-Aug-2026

You Might Also Like