-+91-9937148622 |

prerana_bgr@rediffmail.com |

  Wednesday 29th April 2026 |

| | | |

R.N.I. Regd No. ODIODI/2010/46693

Breaking News

ନାରୀଶକ୍ତି ବନ୍ଦନ ଅଧିନିୟମ ଶୀର୍ଷକ ଆଲୋଚନାଚକ୍ର   (29-Apr-2026)       ||      *ଡାବୁଗାଁ ଥାନା ହାଜତରେ ଜଣେ ଯୁବକଙ୍କ ମୃତ୍ୟୁ........ହତ୍ୟା ଅଭିଯୋଗ ଆଣିଲେ ପରିବାର ବର୍ଗ*   (29-Apr-2026)       ||      *ସୋନପୁର ମହାରାଜା ବିରମିତ୍ରୋଦୟ ସିଂହ ଦେଓ ଙ୍କ ୮୯ ତମ ଶ୍ରାଦ୍ଧ ଦିବସ ପାଳିତ*   (29-Apr-2026)       ||      ଆସନ୍ତା ପଞ୍ଚାୟତ ନିର୍ବାଚନରେ କୌଣସି ମେଣ୍ଟ ହେବନି କହିଲେ ପିସିସି ସଭାପତି ଭକ୍ତ ଦାସ   (29-Apr-2026)       ||      ବିଜେପି ରାଜ୍ୟ ସଭାପତିଙ୍କ ବଡ଼ ବୟାନ ♦️ ରାଜ୍ୟରେ ଖୁବଶୀଘ୍ର ନିଗମ ଓ ବୋର୍ଡର ହେବ ନିଯୁକ୍ତି   (29-Apr-2026)       ||      ବ୍ୟାଙ୍କରୁ ଟଙ୍କା ଉଠାଇବା ପାଇଁ ଭଉଣୀର ଶବ ଖୋଳି ଆଣିବା ପ୍ରସଙ୍ଗ♦️ ଜାତୀୟ ମାନବାଧିକାର କମିଶନ ପକ୍ଷରୁ ମାମଲା ରୁଜୁ   (29-Apr-2026)       ||      ହିଆଁଲ କ୍ଳଷ୍ଟରରେ ଘରଘର ବୁଲି ଗୃହକାର୍ଯ୍ୟ ବଣ୍ଟନ    (29-Apr-2026)       ||      ଓଡ଼ିଆ ଭାଷାରେ ସରକାରୀ କାର୍ଯ୍ୟ ସଂଚାଳନ ପାଇଁ ପ୍ରୟୋଗାତ୍ମକ ପ୍ରଶିକ୍ଷଣ    (29-Apr-2026)       ||      ଗୋସେବା ଶିବିର   (29-Apr-2026)       ||      ବ୍ୟାଙ୍କ ସମ୍ମୁଖରେ ଭଉଣୀର ଶବ ରଖି ଟଙ୍କା ମାଗିଲା ଭାଇ    (29-Apr-2026)       ||      କାର-ବସ ମୁହାଁମୁହିଁ ଧକ୍କା ଜଣେ,ମୃତ ୪ ଗୁରୁତର   (28-Apr-2026)       ||      ସୁବର୍ଣ୍ଣପୁର ରେ ଖୋଲିଲା ବିଶାଳ ର ମେଗା ମାର୍ଟ   (28-Apr-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ଲୟର୍ସ ଡେ ପାଳିତ    (28-Apr-2026)       ||      *ହରେରାମ ହରେକୃଷ୍ଣ ଧ୍ବନି ରେ କମ୍ପିଲା ନବରଙ୍ଗପୁର ମାଟି*   (28-Apr-2026)       ||      ଭରସୁଜା ପଂଚାୟତ ରେ ଜନ ଶୁଣାଣି ଶିବିର ଅନୁଷ୍ଠିତ      (28-Apr-2026)       ||      ଜୟନ୍ତୀଙ୍କ ନେତୃତ୍ୱରେ ମହିଳା କଂଗ୍ରେସ ହେବ ସାଧାରଣ ଜନତାଙ୍କ ସ୍ୱର- ନରସିଂହ   (28-Apr-2026)       ||      Qwert   (28-Apr-2026)       ||      Jk   (28-Apr-2026)       ||      କେବଳ କାଗଜପତ୍ର ରେ ସୀମିତ ଜିଲ୍ଲା ପ୍ରଶାସନର ଏନ୍‌ଫୋର୍ସମେଣ୍ଟ୍‌ ସ୍କୁଆଡ଼    (28-Apr-2026)       ||      କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପଳିତ   (28-Apr-2026)       ||     

HOME   ଜିଲ୍ଲା

ଅର୍ଥ ମଞ୍ଜୁରୀ ପରେବି ହେଉନି ଟେଣ୍ଡର ଉନ୍ନୟନ କାର୍ଯ୍ୟ ବାଧାପ୍ରାପ୍ତ

28-Apr-2025



ବରୀ(ରଞ୍ଜିତ ମହାନ୍ତି): ସରକାରଙ୍କ ତରଫରୁ ଗମନା ଗମନର ସୁବିଧା ପାଇଁ  ଅର୍ଥ ମଞ୍ଜୁରୀ ହେଉଥିଲେ ହେଁ ଦାୟିତ୍ୱରେ ଥିବା ଅଧିକାରୀଙ୍କ କାଳକ୍ଷେପଣ ନୀତି ଯୋଗୁଁ ମଞ୍ଜୁର ଅର୍ଥ ନିର୍ଦ୍ଧିଷ୍ଟ ସମୟ ସୀମା ମଧ୍ୟରେ ଖର୍ଚ୍ଚ ହୋଇ ନ ପାରିବାରୁ ଉନ୍ନୟନ କାର୍ଯ୍ୟ ବାଧା ପ୍ରାପ୍ତ ହେଉଛି। ସୂଚନା ମୁତାବକ ବରୀ-ବିଦ୍ରୁପା ପୂର୍ତ୍ତ ବିଭାଗ ରାସ୍ତାର ସମ୍ପ୍ରସାରଣ କାର୍ଯ୍ୟ ଚାଲୁ ଅଛି। ମାତ୍ର ଏହି ରାସ୍ତା ଉପରେ ବିଭିନ୍ନ ସ୍ଥାନ ମାନଙ୍କରେ ରାସ୍ତା ଉପରେ ବିଦ୍ୟୁତ ଖୁଣ୍ଟ ଓ ଟ୍ରାନ୍ସଫର୍ମର ରହି ଥିବାରୁ ଏହାକୁ ସ୍ଥାନାନ୍ତରିତ କରିବା ନିମନ୍ତେ ସରକାରଙ୍କ ତରଫରୁ ୧ କୋଟି ୭୮ଲକ୍ଷ ୭୩ ହଜାର ୮ଶହ ୧୬ଟଙ୍କା ତା ୬/୨/୨୦୨୫ ରିଖରୁ  ଅର୍ଥ ମଞ୍ଜୁର ହୋଇଥିଲେ ହେଁ ଅଦ୍ୟାବଧି ଟେଣ୍ଡର ନ ହେବା ଯୋଗୁଁ ବର୍ଷା ରିତୁ ପୂର୍ବରୁ କାର୍ଯ୍ୟ ସମ୍ପୂର୍ଣ ହେବା ପାଇଁ ଆଶଙ୍କା ପ୍ରକାଶ ପାଇଛି। ବିଶେଷ କରି ବ୍ରାହ୍ମଣୀ ନଦୀର ବାମ ପାର୍ଶ୍ଵ ରେ ଥିବା ନଦୀ ବନ୍ଧରେ ସୁରକ୍ଷା ନିମନ୍ତେ ମଞ୍ଜୁର ଅର୍ଥର ଟେଣ୍ଡର କରାଯାଇ ଶୀଘ୍ର କାର୍ଯ୍ୟ ଆରମ୍ଭ କରାଯିବାକୁ ସାଧାରଣରେ ଦାବି ହେଉଛି। ଏ ବିଷୟରେ ପୂର୍ତ୍ତ ବିଭାଗର ସହକାରୀ ଯନ୍ତ୍ରୀ ବିରେନ ବସୁଙ୍କୁ ପଚାରିବାରୁ ସେ କୁହନ୍ତି ସରକାରଙ୍କ ତରଫରୁ ଅର୍ଥ ମଞ୍ଜୁର ହୋଇଛି। ଖୁବ ଶୀଘ୍ର ଟେଣ୍ଡର କରାଯାଇ କାର୍ଯ୍ୟାରମ୍ଭ କରାଯିବ।


News Comment




Photo in News

Advertisment
Lastest News
  ଜିଲ୍ଲା  
ନାରୀଶକ୍ତି ବନ୍ଦନ ଅଧିନିୟମ ଶୀର୍ଷକ ଆଲୋଚନାଚକ୍ର   29-Apr-2026
  ଜିଲ୍ଲା  
*ଡାବୁଗାଁ ଥାନା ହାଜତରେ ଜଣେ ଯୁବକଙ୍କ ମୃତ୍ୟୁ........ହତ୍ୟା ଅଭିଯୋଗ ଆଣିଲେ ପରିବାର ବର୍ଗ*   29-Apr-2026
  ଜିଲ୍ଲା  
*ସୋନପୁର ମହାରାଜା ବିରମିତ୍ରୋଦୟ ସିଂହ ଦେଓ ଙ୍କ ୮୯ ତମ ଶ୍ରାଦ୍ଧ ଦିବସ ପାଳିତ*   29-Apr-2026
  ରାଜନୀତି  
ଆସନ୍ତା ପଞ୍ଚାୟତ ନିର୍ବାଚନରେ କୌଣସି ମେଣ୍ଟ ହେବନି କହିଲେ ପିସିସି ସଭାପତି ଭକ୍ତ ଦାସ   29-Apr-2026
  ରାଜ୍ୟ  
ବିଜେପି ରାଜ୍ୟ ସଭାପତିଙ୍କ ବଡ଼ ବୟାନ ♦️ ରାଜ୍ୟରେ ଖୁବଶୀଘ୍ର ନିଗମ ଓ ବୋର୍ଡର ହେବ ନିଯୁକ୍ତି   29-Apr-2026
  ରାଜ୍ୟ  
ବ୍ୟାଙ୍କରୁ ଟଙ୍କା ଉଠାଇବା ପାଇଁ ଭଉଣୀର ଶବ ଖୋଳି ଆଣିବା ପ୍ରସଙ୍ଗ♦️ ଜାତୀୟ ମାନବାଧିକାର କମିଶନ ପକ୍ଷରୁ ମାମଲା ରୁଜୁ   29-Apr-2026
  ଜିଲ୍ଲା  
ହିଆଁଲ କ୍ଳଷ୍ଟରରେ ଘରଘର ବୁଲି ଗୃହକାର୍ଯ୍ୟ ବଣ୍ଟନ    29-Apr-2026
  ରାଜ୍ୟ  
ଓଡ଼ିଆ ଭାଷାରେ ସରକାରୀ କାର୍ଯ୍ୟ ସଂଚାଳନ ପାଇଁ ପ୍ରୟୋଗାତ୍ମକ ପ୍ରଶିକ୍ଷଣ   29-Apr-2026
  ଜିଲ୍ଲା  
ଗୋସେବା ଶିବିର   29-Apr-2026
  ଜିଲ୍ଲା  
ବ୍ୟାଙ୍କ ସମ୍ମୁଖରେ ଭଉଣୀର ଶବ ରଖି ଟଙ୍କା ମାଗିଲା ଭାଇ   29-Apr-2026
  ରାଜ୍ୟ  
କାର-ବସ ମୁହାଁମୁହିଁ ଧକ୍କା ଜଣେ,ମୃତ ୪ ଗୁରୁତର   28-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଖୋଲିଲା ବିଶାଳ ର ମେଗା ମାର୍ଟ   28-Apr-2026

You Might Also Like

               
  ଜିଲ୍ଲା  

ଗୋସେବା ଶିବିର