-+91-9937148622 |

prerana_bgr@rediffmail.com |

  Tuesday 1st September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||      ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   (31-Aug-2026)       ||      ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (31-Aug-2026)       ||      ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   (31-Aug-2026)       ||      *ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   (31-Aug-2026)       ||      ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   (31-Aug-2026)       ||      ତହଁକ୍ କୁଟୁମର୍ ହଜଲା ରସ, ନୁରମା ଆସ   (31-Aug-2026)       ||      *ରକ୍ତସେତୁ: Gen Z ମାନଙ୍କ ଦ୍ୱାରା ପ୍ରତିଷ୍ଠିତ ଜରୁରୀକାଳୀନ ରକ୍ତଦାନ ସେବା ସଂଗଠନ*   (31-Aug-2026)       ||      ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା    (31-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   (31-Aug-2026)       ||      ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   (30-Aug-2026)       ||      *କେଲିଆ ମନ୍ଦିର ଉନ୍ନୟନ କମିଟି ସହ ନବରଙ୍ଗପୁର ସାଂସଦ ଙ୍କ ବୈଠକ*   (30-Aug-2026)       ||      ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   (30-Aug-2026)       ||      ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   (30-Aug-2026)       ||     

HOME   ଜିଲ୍ଲା

ପେହେଲଗାମ୍ ରେ ଆତଙ୍କବାଦୀଙ୍କ ଗୁଳି ରେ ମୃତ ଭାରତୀୟ ପର୍ଯ୍ୟଟକ ଙ୍କ ଦିବଂଗତ ଆତ୍ମାର ସଦଗତି ନିମନ୍ତେ ଅତାବିରା ସ୍କାଉଟ/ ଗାଇଡ ପକ୍ଷରୁ କେଣ୍ଡେଲ ଶୋଭାଯାତ୍ରା

28-Apr-2025



ଅତାବିର (ଆକାଶ ମିଶ୍ର )ଗତ ମଙ୍ଗଳବାର ମଧ୍ୟାହ୍ନ ରେ ଜାମ୍ମୁକାଶ୍ମୀର ର ଅନନ୍ତନାଗ ଜିଲ୍ଲାର ପେହେଲଗାମ୍ ରେ ପର୍ଯ୍ୟଟକ ମାନଙ୍କ ଉପରେ ପାକିସ୍ଥାନୀ ଆତଙ୍କବାଦୀ ମାନଙ୍କ ଆକ୍ରମଣ  ରେ ମୃତ୍ୟୁ ବରଣ କରିଥିବା ଭାରତୀୟ ପର୍ଯ୍ୟଟକ ମାନଙ୍କ ଅମର ଆତ୍ମାର ସଦଗତି  ନିମନ୍ତେ   ଓଡ଼ିଶା ରାଜ୍ୟ ସ୍କାଉଟ୍  ଗାଇଡ ର ମୁଖ୍ୟ କମିଶନର ଡଃ  କାଳୀ ପ୍ରସାଦ ମିଶ୍ର ଙ୍କ ନିର୍ଦ୍ଦେଶ କ୍ରମେ ତଥା  ଜିଲ୍ଲା ଗାଇଡ ତାଲିମ କମିଶନର ଅନୁସୂୟା ଦେବତା ଙ୍କ  ତତ୍ବାବଧାନରେ ଅତାବିରା ସ୍କାଉଟ୍/ ଗାଇଡ ପକ୍ଷରୁ ଏକ  କେଣ୍ଡେଲ୍ ଶୋଭାଯାତ୍ରା କରାଯାଇଥିଲା ।  ପ୍ରଥମେ ଅତାବିରା ଉଚ୍ଚ ବିଦ୍ୟାଳୟ ଠାରେ ଦୀପ ଜାଳି ପେହେଲଗାମ  ଆତଙ୍କି ଘଟଣାରେ  ଗୁରୁତର  ବ୍ୟକ୍ତି ଙ୍କ ଆଶୁ  ଆରୋଗ୍ୟ କାମନା କରିବା ସହ  ଦିବଂଗତ ଆତ୍ମାର ସଦଗତି ନିମନ୍ତେ ନୀରବ ପ୍ରାର୍ଥନା କରାଯାଇଥିଲା ।ଏହା ପରେ ଏକ ଶାନ୍ତିପୂର୍ଣ୍ଣ  କେଣ୍ଡେଲ୍ ଶୋଭାଯାତ୍ରା ବାହାରି ଏକ୍ସଚେଞ୍ଜ ଛକ ପର୍ଯ୍ୟନ୍ତ ଯାଇଥିଲା ।  ଏଥିରେ ଅତାବିରା ଉଚ୍ଚ ବିଦ୍ୟାଳୟ ର ସ୍କାଉଟ୍ ମାଷ୍ଟର ଆଶୁତୋଷ  , ଅରବିନ୍ଦ ପୂର୍ଣ୍ଣାଙ୍ଗ  ଶିକ୍ଷlକେନ୍ଦ୍ର ର ଶିକ୍ଷକ ନିରଞ୍ଜନ ପଶାୟତ ଙ୍କ ସମେତ ସ୍କାଉଟ୍ ଛାତ୍ର ମାନେ ସାମିଲ ହୋଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ   31-Aug-2026
  ଜିଲ୍ଲା  
ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   31-Aug-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ରାଜ୍ୟ  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ଜିଲ୍ଲା  
ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   31-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   31-Aug-2026
  ଜିଲ୍ଲା  
*ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   31-Aug-2026
  ଜିଲ୍ଲା  
ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   31-Aug-2026
  ଜିଲ୍ଲା  
ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   31-Aug-2026
  ଜିଲ୍ଲା  
ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   31-Aug-2026
  ଜିଲ୍ଲା  
*ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   31-Aug-2026
  ଜିଲ୍ଲା  
ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   31-Aug-2026

You Might Also Like