-+91-9937148622 |

prerana_bgr@rediffmail.com |

  Tuesday 1st September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||      ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   (31-Aug-2026)       ||      ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (31-Aug-2026)       ||      ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   (31-Aug-2026)       ||      *ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   (31-Aug-2026)       ||      ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   (31-Aug-2026)       ||      ତହଁକ୍ କୁଟୁମର୍ ହଜଲା ରସ, ନୁରମା ଆସ   (31-Aug-2026)       ||      *ରକ୍ତସେତୁ: Gen Z ମାନଙ୍କ ଦ୍ୱାରା ପ୍ରତିଷ୍ଠିତ ଜରୁରୀକାଳୀନ ରକ୍ତଦାନ ସେବା ସଂଗଠନ*   (31-Aug-2026)       ||      ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା    (31-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   (31-Aug-2026)       ||      ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   (30-Aug-2026)       ||      *କେଲିଆ ମନ୍ଦିର ଉନ୍ନୟନ କମିଟି ସହ ନବରଙ୍ଗପୁର ସାଂସଦ ଙ୍କ ବୈଠକ*   (30-Aug-2026)       ||      ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   (30-Aug-2026)       ||      ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   (30-Aug-2026)       ||     

HOME   ଜିଲ୍ଲା

ଗୋଡଭଗାକ୍ୟାମ୍ପ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା ର ଷଷ୍ଠ ସନ୍ଧ୍ୟା ରେ ଯୋଗଦେଲେ ଉପମୁଖ୍ୟମନ୍ତ୍ରୀ ...କଣ୍ଠଶିଳ୍ପୀ ମାନସୀ ପାତ୍ର ଙ୍କ ସଙ୍ଗୀତ ମୂର୍ଚ୍ଛାନରେ ଝୂମିଲେ ଶ୍ରଦ୍ଧାଳୁ

28-Apr-2025



ଅତାବିରା(ଆକାଶ ମିଶ୍ର ) ଅତାବିରା ବ୍ଲକ ଗୋଡଭଗାକ୍ୟାମ୍ପ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା କାର୍ଯ୍ୟକ୍ରମର ଷଷ୍ଠ ଦିନ ରେ ଯଜ୍ଞଶାଳା ରେ   ଷଡ଼ ଉପଚାର ପୂଜନ,ପ୍ରାସାଦ ନ୍ୟାସ, ସିଂହାସନ ପ୍ରତିଷ୍ଠା, ଅଷ୍ଠଶିଳା ପୋତନ,ପ୍ରାଣ ପ୍ରତିଷ୍ଠା,ବିଷ୍ଣୁ ଗାୟତ୍ରୀ ଓ ସପ୍ତସତୀ ଚଣ୍ଡୀ ଯାଗ ପୂଜା ଅନୁଷ୍ଠିତ ହୋଇଥିଲା । ମୂଖ୍ୟ ପଣ୍ଡିତ ପଦ୍ମପାଣି ମହାପାତ୍ର ଓ ବିଶ୍ୱଜିତ ମହାପାତ୍ରଙ୍କ ସହିତ ପଣ୍ଡିତ ମଣ୍ଡଳୀ ପୂଜା କାର୍ଯ୍ୟ ସମ୍ପାଦନ କରିଥିଲେ । ଏହି ଅବସରରେ ଆୟୋଜିତ  ପ୍ରତିଷ୍ଠା କାର୍ଯ୍ୟକ୍ରମରେ ସୋମବାର ସନ୍ଧ୍ୟାରେ ମୂଖ୍ୟ ଅତିଥିଭାବେ  ଉପ ମୂଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ, ରେଙ୍ଗାଲି ପୂର୍ବତନ ବିଧାୟକ ନାଉରୀ ନାଏକ, ବିଶିଷ୍ଠ ଶିକ୍ଷାବିତ ବିନୋଦ ଦାଶ ପହଞ୍ଚି ଜଗନ୍ନାଥଙ୍କ ଙ୍କୁ ଦର୍ଶନ କରିଥିଲେ । ଗୋଡଭଗା ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ ଜଗନ୍ନାଥ ମନ୍ଦିର ପ୍ରତିଷ୍ଠା କମିଟୀ ଓ ବିଭିନ୍ନ ଅନୁଷ୍ଠାନ   ତାଙ୍କୁ ସ୍ୱାଗତ  କରି ପାଛୋଟି ନେଇଥିଲେ ।  ଅତିଥି ଗଣ ମହାପ୍ରଭୂ ଙ୍କୁ ଦର୍ଶନ କରି ନୂତନ ମନ୍ଦିର ବେଢା ପରିକ୍ରମା କରିଥିଲେ । ଏହାପରେ ଯଜ୍ଞ ମଣ୍ଡପରେ ସ୍ୱତନ୍ତ୍ର ପୂଜା ଅର୍ଚ୍ଚନା କରିଥିଲେ ।  ଗୋଡଭଗା କଲେଜ ପଡିଆଠାରେ ଅନୁଷ୍ଠିତ ହେଉଥିବା  ସାଂସ୍କୃତିକ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ । ପ୍ରତିଷ୍ଠା କମିଟୀର ସଭାପତି ସୁନୀଲ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ  ଅତିଥିଗଣଙ୍କୁ ଉପଢୌକନ ଓ ମାନପତ୍ରଦେଇ ସମ୍ବର୍ଦ୍ଧିତ କରାଯାଇଥିଲା । ଶୁଶାନ୍ତ ଶତପଥି ଅତିଥି ପରିଚୟ ପ୍ରଦାନ କରିଥିଲେ । ସଭାପତି ସୁନୀଲ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ । କର୍ଯ୍ୟକ୍ରମ ପରିଚାଳନାରେ ମନ୍ଦିର ପ୍ରତିଷ୍ଠା କମିଟୀର ସମସ୍ତ ସଦସ୍ୟ ସହଯୋଗ କରିଥିଲେ ।  ସାଂସ୍କୃତିକ କାର୍ଯ୍ୟକ୍ରମ ମୂରାସୁର ବଦ୍ଧ କାର୍ଯ୍ୟକ୍ରମର ଚତୁର୍ଥ ଦିନ ଅନୁଷ୍ଠିତ ହୋଇଥିଲା । ଏଥିସହ ତାମ୍ବିମୁଣ୍ଡାର ସୌରେନ୍ଦ୍ରୀ ଜାଲ ଓ ମୁଣ୍ଡକାଟିର କସ୍ତୁରୀ କିସାନଙ୍କ ମହିଳା ସଂକିର୍ତ୍ତନ୍ୟ ଅନୁଷ୍ଠିତ ହୋଇଥିଲା । ସନ୍ଧ୍ୟାରେ ଓଡିଶାର ସୁନାମ ଧନ୍ୟ ଭଜନ ଗାୟିକା  ମାନସୀ ପାତ୍ରଙ୍କ ଭଜନ ସନ୍ଧ୍ୟା ଅନୁଷ୍ଠିତ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ   31-Aug-2026
  ଜିଲ୍ଲା  
ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   31-Aug-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ରାଜ୍ୟ  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ଜିଲ୍ଲା  
ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   31-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   31-Aug-2026
  ଜିଲ୍ଲା  
*ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   31-Aug-2026
  ଜିଲ୍ଲା  
ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   31-Aug-2026
  ଜିଲ୍ଲା  
ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   31-Aug-2026
  ଜିଲ୍ଲା  
ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   31-Aug-2026
  ଜିଲ୍ଲା  
*ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   31-Aug-2026
  ଜିଲ୍ଲା  
ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   31-Aug-2026

You Might Also Like