-+91-9937148622 |

prerana_bgr@rediffmail.com |

  Tuesday 1st September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||      ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   (31-Aug-2026)       ||      ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (31-Aug-2026)       ||      ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   (31-Aug-2026)       ||      *ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   (31-Aug-2026)       ||      ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   (31-Aug-2026)       ||      ତହଁକ୍ କୁଟୁମର୍ ହଜଲା ରସ, ନୁରମା ଆସ   (31-Aug-2026)       ||      *ରକ୍ତସେତୁ: Gen Z ମାନଙ୍କ ଦ୍ୱାରା ପ୍ରତିଷ୍ଠିତ ଜରୁରୀକାଳୀନ ରକ୍ତଦାନ ସେବା ସଂଗଠନ*   (31-Aug-2026)       ||      ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା    (31-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   (31-Aug-2026)       ||      ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   (30-Aug-2026)       ||      *କେଲିଆ ମନ୍ଦିର ଉନ୍ନୟନ କମିଟି ସହ ନବରଙ୍ଗପୁର ସାଂସଦ ଙ୍କ ବୈଠକ*   (30-Aug-2026)       ||      ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   (30-Aug-2026)       ||      ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   (30-Aug-2026)       ||     

HOME   ଜିଲ୍ଲା

ବରୀ ଓକିଲ ସଂଘ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ୧୭୮ତମ ଜୟନ୍ତୀ ପାଳିତ

29-Apr-2025



ଯାଜପୁର/ବରୀ(ରଞ୍ଜିତ ମହାନ୍ତି): ବରୀ ତହସିଲ କାର୍ଯ୍ୟାଳୟ ପରିସରରେ ପାଳିତ ହୋଇଯା ଇଯାଇଛି  ସଙ୍ଘର ସ୍ଥାୟୀ ସଭାପତି ରାଜକିଶୋର ସାମଲଙ୍କ ସଭାପତିତ୍ବରେ ଅନୁଷ୍ଠିତ ସଭାରେ ମୁଖ୍ୟଅତିଥି ଭାବେ ବଟ ବରୀ ବିଧାୟକ ବିଶ୍ଵ ରଞ୍ଜନ ମଲିକ, ମୁଖ୍ୟବକ୍ତା ଜିଲ୍ଲା ଦୌରାଜଜ୍ କଟକ ଶୀତିକଣ୍ଠ ସାମଲ, ସମ୍ମାନିତ ଅତିଥ୍ ରୂ ରୂପେ ଯାଜପୁରର ଅତିରିକ୍ତ ଜିଲ୍ଲାପାଳ ଶିବାନନ୍ଦ ସ୍ବାଇଁ, ବରୀ ତହସିଲଦାର ମାନସ ରଞ୍ଜନ ସ୍ବାଇଁ, ଅତିରିକ୍ତ ତହ ହସିଲଦାର କଳ ଳ ମିଶ୍ର ପ୍ରମୁଖ ଯୋଗ ଦେଇଥିଲେ | ସଂଘର ଉପସଭାପତି ହରିଶ ଚନ୍ଦ୍ର ଧଳ ଅତିଥି ପରିଚୟ ପ୍ର ରିଚୟ ପ୍ରଦାନ କରିଥିବା ବେଳେ ଯୁଗ୍ମ ସମ୍ପାଦକ ଧୀରେନ୍ଦ୍ର ସ୍ବାଇଁ ବିବରଣୀ ପାଠ କରିଥିଲେ I ଉକ୍ତ କାର୍ଯ୍ୟକ୍ରମରେ ଆଇନିଜୀବି ଚିତ୍ତରଞ୍ଜନ ( ଞ୍ଜନ ଓଝା, ତପନ କୁମାର ଜେନା, ସରୋଜ କୁମାର ପଣ୍ଡା, ଗୁଣନିଧୂ ନାୟକ, ବାଞ୍ଛାନିଧୀ ସାହୁ, ପ୍ରଶାନ୍ତ କୁମାର 11ର ବେଉରା, ସଂଯୁକ୍ତା ସେଠୀ ପ୍ରମୂଖ ଉପସ୍ଥିତ ରହି ମଧୁସୂଦନ ଦାସଙ୍କ ଜୀବନୀ ଉପରେ ଆଲୋକପାତ କରିଥିଲେ ନାଟ୍ୟକାର ଅଭୟ କୁମାର ଶତପ‌ଥୀଙ୍କ ନେତୃତ୍ବରେ କୁନି କୁନି ପିଲାମାନଙ୍କ ଦ୍ବାରା ବନ୍ଦେ ଉକ୍ରଳ ଜନନୀ ଗାନ କରାଯାଇଥିଲା | ଅନ୍ୟ ମାନଙ୍କ ମଧ୍ୟରେ ବରୀ ବ୍ଲକ ଅଧ୍ୟକ୍ଷ ଅଶୋକ କୁମାର ଗେଡି, ଉପାଧ୍ଯକ୍ଷା ଅର୍ଜନା ମଲିକ, ବିଜେଡ଼ି ସଭାପତି କେଦାର ଚନ୍ଦ୍ର ସାମଲ, ଜିଲ୍ଲା ପରିଷଦ ସଭ୍ୟ ଅଶୋକ କୁମାର ସାମଲ, ସନ୍ତୋଷ କୁମାର ସାମଲ, ଦିଲ୍ଲିପ କୁମାର ମହାନ୍ତି, ସରପଞ୍ଚ ସଂଘ ସଭାପତି ପ୍ରସନ୍ନ କୁମାର ସାମଲ ପ୍ରମୁଖ ଉପସ୍ଥିତ ଥିଲେ । ଆଶିଷ କୁମାର ନାଥ ଶର୍ମା, ବିରୂପାକ୍ଷ ଦିବେଦୀ, ଶିବ ପ୍ରସାଦ ରାଉତ ପ୍ରମୁଖ ସହଯୋଗ କରିଥିଲେ | ଶେଷରେ ସାଂସ୍କୃତିକ ସମ୍ପାଦକ ବାଞ୍ଛାନିଧ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ   31-Aug-2026
  ଜିଲ୍ଲା  
ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   31-Aug-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ରାଜ୍ୟ  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ଜିଲ୍ଲା  
ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   31-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   31-Aug-2026
  ଜିଲ୍ଲା  
*ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   31-Aug-2026
  ଜିଲ୍ଲା  
ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   31-Aug-2026
  ଜିଲ୍ଲା  
ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   31-Aug-2026
  ଜିଲ୍ଲା  
ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   31-Aug-2026
  ଜିଲ୍ଲା  
*ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   31-Aug-2026
  ଜିଲ୍ଲା  
ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   31-Aug-2026

You Might Also Like