-+91-9937148622 |

prerana_bgr@rediffmail.com |

  Tuesday 1st September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||      ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   (31-Aug-2026)       ||      ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (31-Aug-2026)       ||      ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   (31-Aug-2026)       ||      *ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   (31-Aug-2026)       ||      ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   (31-Aug-2026)       ||      ତହଁକ୍ କୁଟୁମର୍ ହଜଲା ରସ, ନୁରମା ଆସ   (31-Aug-2026)       ||      *ରକ୍ତସେତୁ: Gen Z ମାନଙ୍କ ଦ୍ୱାରା ପ୍ରତିଷ୍ଠିତ ଜରୁରୀକାଳୀନ ରକ୍ତଦାନ ସେବା ସଂଗଠନ*   (31-Aug-2026)       ||      ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା    (31-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   (31-Aug-2026)       ||      ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   (30-Aug-2026)       ||      *କେଲିଆ ମନ୍ଦିର ଉନ୍ନୟନ କମିଟି ସହ ନବରଙ୍ଗପୁର ସାଂସଦ ଙ୍କ ବୈଠକ*   (30-Aug-2026)       ||      ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   (30-Aug-2026)       ||      ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   (30-Aug-2026)       ||     

HOME   ଜିଲ୍ଲା

ଶବ୍ଦରେ ଶବ୍ଦରେ ଶ୍ର୍ରଦ୍ଧାଞ୍ଜଳୀ

29-Apr-2025



ବରଗଡ଼:(ନିରଞ୍ଜନ ତ୍ରିପାଠୀ)- ଅଶି ଠାରୁ ମସି ର ଶକ୍ତି ଅଧିକ। ତଲଞ୍ବାର ଠାରୁ କଲମ ଢେର ଶକ୍ତିଶାଳୀ। ଲେଖନୀ ମୁନରେ ଶତ୍ରୁକୁ ବି ପରାସ୍ତ କରାଯାଇ ପାରେ। ସେହି ଲେଖନୀରୁ ସୃଷ୍ଟ କବିତା ମାଧ୍ୟମରେ ନିକଟ ଅତୀତରେ ଜମ୍ମୁ କାଶ୍ମୀରର ପାହାଲଗାମ ଠାରେ ଘଟି ଯାଇଥିବା ହତ୍ୟାକାଣ୍ଡ କୁ ନେଇ ନିହତ ପର୍ଯ୍ୟଟକଙ୍କ ଅମର ସ୍ମୃତି ପ୍ରତି ଏକ ଶ୍ରଦ୍ଧାଞ୍ଜଳି ସଭା 'ଶବ୍ଦରେ ଶବ୍ଦରେ ଶ୍ରଦ୍ଧାଞ୍ଜଳି ' କାର୍ଯ୍ୟକ୍ରମ ସମ୍ବାଦ ସାହିତ୍ୟ ଘର ତରଫରୁ  ସ୍ଥାନୀୟ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ହିନ୍ଦୀ ବିଭାଗ ପରିସର ମଧ୍ୟରେ ଆୟୋଜିତ ହୋଇ ଯାଇଛି। ବରିଷ୍ଠ ସଦସ୍ୟ ପ୍ରିତମ ସିଂ ଙ୍କ ସଭାପତିତ୍ବରେ ତଥା ପଣ୍ଡିତ ଗୋପବନ୍ଧୁ ପୁରୋହିତଙ୍କ ସଂଯୋଜନାରେ ଅନୁଷ୍ଠିତ ଉକ୍ତ କାର୍ଯ୍ୟକ୍ରମରେ କୁଳବୃଦ୍ଧ ମଧୁସୂଦନ ଦାସଙ୍କ ପ୍ରତି ଶ୍ରଦ୍ଧା ସୁମନ ଅର୍ପଣ କରାଯାଇଥିଲା। ପରେ ସଭ୍ୟ ସଭ୍ୟା ମାନଙ୍କ ଦ୍ଵାରା ସ୍ବରଚିତ କବିତା ପାଠୋତ୍ସବ ଜରିଆରେ ଶ୍ରଦ୍ଧାଞ୍ଜଳି ସଭାର ଆୟୋଜନ ହୋଇଥିଲା। ଉକ୍ତ କବିତା ପାଠୋତ୍ସବରେ ସଦସ୍ୟ ମାନଙ୍କ ମଧ୍ୟରୁ ବାଳକୃଷ୍ଣ ମିଶ୍ର,ପ୍ରଦୀପ କୁମାର ମିଶ୍ର, ତୁଳସୀ ଚରଣ ଦାଶ, ଦୁଃଖି ସେବକ ସାହୁ, ଦୟାନିଧି ମହାପାତ୍ର, ସୁବାସ ଚନ୍ଦ୍ର ସାହୁ, ସୁଜାତା ପଣ୍ଡା, ଖୁସବୁ ଶର୍ମା,ବିବେକାନନ୍ଦ ପଟେଲ, ଡକ୍ଟର ରବିନାରାୟଣ ସାହୁ, ପ୍ରିତମ ସିଂ, ଡ଼ ଡୋଳାମଣି ଶତପଥୀ, ପ୍ରମୁଖ ଅଂଶଗ୍ରହଣ କରି କବିତା ଆବୃତ୍ତି ମାଧ୍ୟମରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ଓ ପାରମ୍ପରିକ ଶତ୍ରୁ  ପାକିସ୍ତାନର ଆଚରଣ ବିରୁଦ୍ଧରେ ସ୍ବର ଉତ୍ତୋଳନ କରିଥିଲେ। ପ୍ରାରମ୍ଭରେ ଡକ୍ଟର ରବିନାରାୟଣ ସାହୁ କାର୍ଯ୍ୟକ୍ରମର ଉଦେଶ୍ୟ ଜ୍ଞାପନ କରିଥିଲେ ଓ ସଭ୍ୟ ସୁବାସ ଚନ୍ଦ୍ର ସାହୁ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ   31-Aug-2026
  ଜିଲ୍ଲା  
ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   31-Aug-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ରାଜ୍ୟ  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ଜିଲ୍ଲା  
ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   31-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   31-Aug-2026
  ଜିଲ୍ଲା  
*ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   31-Aug-2026
  ଜିଲ୍ଲା  
ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   31-Aug-2026
  ଜିଲ୍ଲା  
ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   31-Aug-2026
  ଜିଲ୍ଲା  
ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   31-Aug-2026
  ଜିଲ୍ଲା  
*ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   31-Aug-2026
  ଜିଲ୍ଲା  
ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   31-Aug-2026

You Might Also Like