-+91-9937148622 |
prerana_bgr@rediffmail.com |
Tuesday 1st September 2026 |
R.N.I. Regd No. ODIODI/2010/46693
Breaking News
29-Apr-2025
ଗଞ୍ଜାମ ଜିଲ୍ଲା ଚିକିଟି ଧାନଘର ଫାଣ୍ଡି ଅନ୍ତର୍ଗତ ବାଳକୁମାରୀ ମନ୍ଦିର ରାସ୍ତା କଡ଼ରେ ଜଣେ ଯୁବକର ଶବ ପଡି ରହିଥିବା ବେଳେ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ମୃତ ଯୁବକ ଜଣକ ନିକଟସ୍ଥ ରାମଚନ୍ଦ୍ର ପୁର ଗ୍ରାମର ବୋଲି ଜଣାପଡିଛି ଓ ତା'ର ବେକରେ ଗଭୀର ଆଘାତ ଲାଗିଥିବା ଯୋଗୁଁ ଏହି ଘଟଣା ହତ୍ୟା ନା ଆତ୍ମହତ୍ୟା ସ୍ପଷ୍ଟ ଜଣାପଡୁନାହିଁ।
(କୈଳାସ ଚନ୍ଦ୍ର ଚୌଧୁରୀଙ୍କ ରିପୋର୍ଟ)