-+91-9937148622 |

prerana_bgr@rediffmail.com |

  Tuesday 1st September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||      ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   (31-Aug-2026)       ||      ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (31-Aug-2026)       ||      ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   (31-Aug-2026)       ||      *ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   (31-Aug-2026)       ||      ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   (31-Aug-2026)       ||      ତହଁକ୍ କୁଟୁମର୍ ହଜଲା ରସ, ନୁରମା ଆସ   (31-Aug-2026)       ||      *ରକ୍ତସେତୁ: Gen Z ମାନଙ୍କ ଦ୍ୱାରା ପ୍ରତିଷ୍ଠିତ ଜରୁରୀକାଳୀନ ରକ୍ତଦାନ ସେବା ସଂଗଠନ*   (31-Aug-2026)       ||      ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା    (31-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   (31-Aug-2026)       ||      ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   (30-Aug-2026)       ||      *କେଲିଆ ମନ୍ଦିର ଉନ୍ନୟନ କମିଟି ସହ ନବରଙ୍ଗପୁର ସାଂସଦ ଙ୍କ ବୈଠକ*   (30-Aug-2026)       ||      ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   (30-Aug-2026)       ||      ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   (30-Aug-2026)       ||     

HOME   ଜିଲ୍ଲା

ଢେଙ୍କାନାଳ: ଜିଲ୍ଲା ସଡ଼କ ସୁରକ୍ଷା କମିଟି ବୈଠକ ଅନୁଷ୍ଠିତ                 

29-Apr-2025



ତେଙ୍କାନାଳ(ଉଦୟଭାନୁ ସାହୁ): ଜିଲ୍ଲା କାର୍ଯ୍ୟାଳୟ ସଦଭାବନା ସଭା ଗୃହ ଠାରେ ଜିଲ୍ଲା ସଡ଼କ ସୁରକ୍ଷା କମିଟି ବୈଠକ ଅତିରିକ୍ତ ଜିଲ୍ଲାପାଳ ରମେଶ ଚନ୍ଦ୍ର ସେଠିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି  । ସହର ମଧ୍ୟରେ ବେପରୁଆ ଗାଡ଼ି ଚାଳନା, ସହର ମଧ୍ୟରେ ରାସ୍ତାରେ ପାର୍କିଂ ଯୋଗୁଁ ଟ୍ରାଫିକ ସମସ୍ୟା ସୃଷ୍ଟି, ମଦ୍ୟପ ଚାଳକମାନଙ୍କ ଯାଞ୍ଚ, ଜାତୀୟ ରାଜପଥରେ ପ୍ରମୁଖ ଛକ ମାନଙ୍କରେ ସଠିକ ସୂଚ଼ନା ଫଳକ ଲଗାଯିବା, ଯାତ୍ରୀବାହୀ ବସଗୁଡ଼ିକରେ ପାନୀୟ ଜଳ ଏବଂ ଓ ଆରଏସ ପାଉଡ଼ର ରଖିବା ନିଶ୍ଚିତ କରିବାକୁ ବୈଠକ ରେ ଗୁରୁତ୍ଵାରୋପ କରାଯାଇଥିଲା । ପ୍ରାରମ୍ଭରେ ରାସ୍ତା ଓ ପୂର୍ତ୍ତ ବିଭାଗର ଅଧିକ୍ଷଣ ଯନ୍ତ୍ରୀ ଜୟନ୍ତ ପ୍ରସାଦ ନାୟକ ସଡ଼କ ସୁରକ୍ଷା କାର୍ଯ୍ୟକ୍ରମ ସଂପର୍କରେ ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିଲେ   l ବାକିଥିବା ୪ଟି ହାଇମାକ୍ସ ଲାଇଟ ସ୍ଥାପନ କାର୍ଯ୍ୟ ଆସନ୍ତା ୧୫ ଦିନରେ ସଂପୂର୍ଣ୍ଣ ହେବ | ଅଣ୍ଡର ବାଇପାସ ନିର୍ମାଣ କାର୍ଯ୍ୟ, ବେଆଇନ ରାସ୍ତା କଟିଂ ବନ୍ଦ, ସମସ୍ତ ସ୍କୁଲ ସମ୍ମୁଖରେ ସାଇନେଜ ସ୍ଥାପନ, ରୋଡ୍ ସାଇନେଜ ସ୍ଥାପନ ସଂପର୍କରେ ଜାତୀୟ ରାଜପଥର କର୍ତ୍ତୃପକ୍ଷ ସୂଚ଼ନା ପ୍ରଦାନ କରିଥିଲେ । 
ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଲଳିତ ମୋହନ ବେହେରାଙ୍କ ସମେତ ଏମ୍ ଭି ଆଇ ଦେବାଶିଷ ସ୍ୱାଇଁ, ରାପିଡ୍ ରେସ୍‌ପନସ୍ ଟିମର ସଂଯୋଜକ ବିରଞ୍ଚି ନାରାୟଣ ପାଣି, କମିଟିର ସଦସ୍ୟ  ରତନ କୁମାର ନାୟର ଏବଂ ପ୍ରଦ୍ୟୁମ୍ନ ରଥ, ଜାତୀୟ ରାଜପଥ ପ୍ରାଧିକରଣର କର୍ମକର୍ତ୍ତା, ଏନ୍‌ଜିଓ ପ୍ରୟାସର କର୍ମକର୍ତ୍ତା, ବସ ମାଲିକ ସଂଘର କର୍ମକର୍ତ୍ତା ଓ ଅନ୍ୟାନ୍ୟ ଅଧିକାରୀ ମାନେ ଉପସ୍ଥିତ ଥିଲେ l ସୂଚ଼ନା ଯୋଗ୍ୟ ଯେ, ଗତ ବର୍ଷ ଜାନୁଆରୀରେ ୪୨ଟି ଦୁର୍ଘଟଣାରେ ୨୨ଜଣ ଏବଂ ଫେବୃଆରୀରେ ୩୮ଟି ଦୁର୍ଘଟଣା ଘଟି ୧୬ ଜଣ ଏବଂ ମାର୍ଚ୍ଚ ମାସରେ ୩୫ଟି ଦୁର୍ଘଟଣାରେ ୨୨ ଜଣ  ମୃତ୍ୟୁ ବରଣ କରିଥିଲେ । ଚ଼ଳିତ ବର୍ଷ ଜାନୁଆରୀରେ ୩୮ଟି ଦୁର୍ଦ୍ଦଟଣାରେ ୧୯ ଜଣ ଏବଂ ଫେବୃଆରୀରେ ୨୩ଟି ଦୁର୍ଘଟଣାରେ ୧୩ଜଣ  ଏବଂ ମାର୍ଚ୍ଚ ମାସରେ ୪୫ ଟି ଦୁର୍ଘଟଣାରେ ୧୮ ଜଣ ମୃତ୍ୟୁ ବରଣ କରିଛନ୍ତି ବୋଲି ଜଣା ଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ   31-Aug-2026
  ଜିଲ୍ଲା  
ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   31-Aug-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ରାଜ୍ୟ  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ଜିଲ୍ଲା  
ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   31-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   31-Aug-2026
  ଜିଲ୍ଲା  
*ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   31-Aug-2026
  ଜିଲ୍ଲା  
ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   31-Aug-2026
  ଜିଲ୍ଲା  
ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   31-Aug-2026
  ଜିଲ୍ଲା  
ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   31-Aug-2026
  ଜିଲ୍ଲା  
*ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   31-Aug-2026
  ଜିଲ୍ଲା  
ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   31-Aug-2026

You Might Also Like