-+91-9937148622 |

prerana_bgr@rediffmail.com |

  Tuesday 1st September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||      ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   (31-Aug-2026)       ||      ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (31-Aug-2026)       ||      ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   (31-Aug-2026)       ||      *ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   (31-Aug-2026)       ||      ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   (31-Aug-2026)       ||      ତହଁକ୍ କୁଟୁମର୍ ହଜଲା ରସ, ନୁରମା ଆସ   (31-Aug-2026)       ||      *ରକ୍ତସେତୁ: Gen Z ମାନଙ୍କ ଦ୍ୱାରା ପ୍ରତିଷ୍ଠିତ ଜରୁରୀକାଳୀନ ରକ୍ତଦାନ ସେବା ସଂଗଠନ*   (31-Aug-2026)       ||      ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା    (31-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   (31-Aug-2026)       ||      ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   (30-Aug-2026)       ||      *କେଲିଆ ମନ୍ଦିର ଉନ୍ନୟନ କମିଟି ସହ ନବରଙ୍ଗପୁର ସାଂସଦ ଙ୍କ ବୈଠକ*   (30-Aug-2026)       ||      ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   (30-Aug-2026)       ||      ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   (30-Aug-2026)       ||     

HOME   ଜିଲ୍ଲା

*ବିବେକାନନ୍ଦ ଙ୍କ ଦର୍ଶନ ଉପରେ ମାର୍ଗ ଦର୍ଶନ କଲେ ସ୍ୱାଧି କାଞ୍ଚନ ସୋମ ଅଗ୍ରୱାଲା*-

29-Apr-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ )
 ଶ୍ରୀ ଗୋପାଳଜୀ ଯୋଗାଶ୍ରମ  ମହାନଦୀ ଯୋଗବିହାର ସୁବର୍ଣ୍ଣପୁର ଠାରେ ସ୍ୱାମୀ ବିବେକାନନ୍ଦ ଙ୍କର ଦର୍ଶନ ଏବଂ ହିନ୍ଦୁ ଧର୍ମ ପ୍ରଚାର ପ୍ରସାର ରେ ତାଙ୍କ ମହତ୍ ଅବଦାନ ଉପରେ ଏକ ସତସଙ୍ଗ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା l ଯୋଗାଳୟର ସଭାପତି ହରିହର ଶତପଥୀ ସଭାରେ ଅଧ୍ୟକ୍ଷତା କରିଥିବା ବେଳେ ମୁଖ୍ୟବକ୍ତା  କନ୍ୟାକୁମାରୀ ଶ୍ରୀ ଅରବିନ୍ଦ ଆଶ୍ରମ ର  ସ୍ଵାଧୀ  କାଂଚ଼ନସୋମ ଅଗ୍ରୱାଲ  ଅତିଥି
ଓ ବକ୍ତା ଭାବେ ହରିଓମ୍ ଯୋଗାଳୟର ପ୍ରତିଷ୍ଠାତା ରଘୁମଣି ସା ଯୋଗଦାନ କରିଥିଲେ l  ସଭା ସଂଯୋଜନା କରିଥିଲେ ଉପ ସଭାପତି ପ୍ରଦୀପ କୁମାର ପୁରୋହିତ ଓ ଧନ୍ୟବାଦ ଅର୍ପଣ କରିଥିଲେ ସହ ସମ୍ପାଦକ ଜ୍ୟୋତି ରଞ୍ଜନ ପଟ୍ଟନାୟକ । ଯୋଗାଳୟ ର ଅଧ୍ୟକ୍ଷ  ଡଃ ସନ୍ତୋଷ କୁମାର ପାଢ଼ୀ, ସମ୍ପାଦକ ଡଃ ଆର୍ତ୍ତତ୍ରାଣ ବାବୁ, ସଂଯୋଜକ ନିରଞ୍ଜନ ତ୍ରିପାଠୀ, କୋଷାଧ୍ୟକ୍ଷ ପ୍ରଶାନ୍ତ ସାହୁ,ବରିଷ୍ଠ ସଦସ୍ୟ ମୃତ୍ୟୁଞ୍ଜୟ ଦାସ, ବାସୁଦେବ ମିଶ୍ର, ବିଭୂତି ଶତପଥୀ, ଅମର ଭୁତ ,ନରେଶ ଅଗ୍ରୱାଲ, ପ୍ରତାପ ଦାଶ, ଦୟାନିଧି ସେଠୀ, ସୁଶାନ୍ତ ସାହୁ ପ୍ରମୁଖ ସଦସ୍ୟ ଗଣ ଅଂଶ ଗ୍ରହଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ   31-Aug-2026
  ଜିଲ୍ଲା  
ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   31-Aug-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ରାଜ୍ୟ  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ଜିଲ୍ଲା  
ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   31-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   31-Aug-2026
  ଜିଲ୍ଲା  
*ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   31-Aug-2026
  ଜିଲ୍ଲା  
ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   31-Aug-2026
  ଜିଲ୍ଲା  
ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   31-Aug-2026
  ଜିଲ୍ଲା  
ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   31-Aug-2026
  ଜିଲ୍ଲା  
*ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   31-Aug-2026
  ଜିଲ୍ଲା  
ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   31-Aug-2026

You Might Also Like