-+91-9937148622 |

prerana_bgr@rediffmail.com |

  Tuesday 1st September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||      ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   (31-Aug-2026)       ||      ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (31-Aug-2026)       ||      ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   (31-Aug-2026)       ||      *ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   (31-Aug-2026)       ||      ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   (31-Aug-2026)       ||      ତହଁକ୍ କୁଟୁମର୍ ହଜଲା ରସ, ନୁରମା ଆସ   (31-Aug-2026)       ||      *ରକ୍ତସେତୁ: Gen Z ମାନଙ୍କ ଦ୍ୱାରା ପ୍ରତିଷ୍ଠିତ ଜରୁରୀକାଳୀନ ରକ୍ତଦାନ ସେବା ସଂଗଠନ*   (31-Aug-2026)       ||      ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା    (31-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   (31-Aug-2026)       ||      ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   (30-Aug-2026)       ||      *କେଲିଆ ମନ୍ଦିର ଉନ୍ନୟନ କମିଟି ସହ ନବରଙ୍ଗପୁର ସାଂସଦ ଙ୍କ ବୈଠକ*   (30-Aug-2026)       ||      ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   (30-Aug-2026)       ||      ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   (30-Aug-2026)       ||     

HOME   ଜିଲ୍ଲା

ଲୋଇସିଂହା ବ୍ଲକରେ କୃଷକ କ୍ଷେତ୍ର ଦିବସ ପାଳିତ

29-Apr-2025



ଲୋଇସିଂହା, (ବିନୋଦ ଦୀପ) କୃଷି ଓ କୃଷକ ସଶକ୍ତିକରଣ ବିଭାଗ, ଓଡ଼ିଶା ସରକାରଙ୍କ ତରଫରୁ ତଥା କୃଷି ବିକାଶ ସହକାରୀ ସମିତି ଲିମିଟେଡ ଆନୁକୁଲ୍ୟରେ ଲୋଇସିଂହା ବ୍ଲକ ଅନ୍ତର୍ଗତ ବାନିପାଲି ଠାରେ କୃଷକ କ୍ଷେତ୍ର ଦିବସ ପାଳିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ଏଡିଓ ପ୍ରମୋଦ କୁମାର ବଡ଼ପଣ୍ଡା ଯୋଗଦେଇ କୃଷି ତଥା କୃଷକଙ୍କ ବହୁବିଧ ଉନ୍ନତି କଳ୍ପେ ଧାନଚାଷ ପରବର୍ତ୍ତୀ ରବିଚାଷରେ ଡାଲି ଜାତୀୟ ଫସଲ ଚାଷ କରି ଲାଭବାନ ହେବା ସକାଶେ ଉପସ୍ଥିତ ଚାଷୀଙ୍କୁ ପରାମର୍ଶ ଦେଇଥିଲେ । ସମ୍ମାନିତ ଅତିଥି ଭାବେ ବ୍ଲକ କୃଷି  ଅଧିକାରୀ ମାମିନା ଭୋଇ ଓ ସହକାରୀ କୃଷି ଅଧିକାରୀ ରୋହନ କୁମାର ସାହୁ ଯୋଗ ଦେଇ ଜମିର ମାଟି ପରୀକ୍ଷା ଓ ସାର ପ୍ରୟୋଗ ତଥା ଜୈବିକ ପଦ୍ଧତିରେ କୃଷିର ଉପାଦେୟତା ଓ ଫସଲର ରକ୍ଷଣାବେକ୍ଷଣ ଉପରେ ସୂଚନା ଦେଇଥିଲେ । ମୁଗ, ବିରି, ଚଣା, ମୁସୁରି ଡାଲି ଜାତୀୟ ତଥା ରାଶି, ସୋରିଷ ତୈଳବୀଜ ଜାତୀୟ ଏବଂ କପା ଭଳି ଅର୍ଥକାରୀ ଫସଲ ଉପରେ ଆଲୋଚନା ହୋଇଥିଲା । ସିଆରଏଫ୍ଏମ ଜିଲ୍ଲା ସଂଯୋଜକ ନୀତିନ ଦାସ, ବାନିପାଲି ସରପଞ୍ଚ ପ୍ରମୁଖ ମଞ୍ଚାସିନ ଥିବାବେଳେ ଉପରବାହାଲ, ରତାଖଣ୍ଡି, ବାନିପାଲି ପଞ୍ଚାୟତର ଚାଷୀମାନେ ଉପସ୍ଥିତ ଥିଲେ । ଭିଏଡବ୍ଲୁ ହିରଣ୍ୟ ଶବର କାର୍ଯ୍ୟକ୍ରମ ସଂଯୋଜନା କରିଥିବା ବେଳେ ବ୍ଲକ ସଂଯୋଜକ ବିମଳେନ୍ଦୁ ସାହୁ, କ୍ଲଷ୍ଟର ସଂଯୋଜକ ବିଘ୍ନରାଜ ପଧାନ, ଶାନ୍ତନୁ ସାହୁ, ଉର୍ମିଳା ବାଗ, ଅଜୟ ଗଡତ୍ୟା ସହଯୋଗ କରିଥିଲେ । ପରିଶେଷରେ ସହକାରୀ କୃଷି ଅଧିକାରୀ ରୋହନ କୁମାର ସାହୁ ଧନ୍ୟବାଦ୍ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ   31-Aug-2026
  ଜିଲ୍ଲା  
ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   31-Aug-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ରାଜ୍ୟ  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ଜିଲ୍ଲା  
ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   31-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   31-Aug-2026
  ଜିଲ୍ଲା  
*ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   31-Aug-2026
  ଜିଲ୍ଲା  
ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   31-Aug-2026
  ଜିଲ୍ଲା  
ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   31-Aug-2026
  ଜିଲ୍ଲା  
ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   31-Aug-2026
  ଜିଲ୍ଲା  
*ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   31-Aug-2026
  ଜିଲ୍ଲା  
ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   31-Aug-2026

You Might Also Like