-+91-9937148622 |

prerana_bgr@rediffmail.com |

  Tuesday 1st September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||      ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   (31-Aug-2026)       ||      ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (31-Aug-2026)       ||      ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   (31-Aug-2026)       ||      *ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   (31-Aug-2026)       ||      ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   (31-Aug-2026)       ||      ତହଁକ୍ କୁଟୁମର୍ ହଜଲା ରସ, ନୁରମା ଆସ   (31-Aug-2026)       ||      *ରକ୍ତସେତୁ: Gen Z ମାନଙ୍କ ଦ୍ୱାରା ପ୍ରତିଷ୍ଠିତ ଜରୁରୀକାଳୀନ ରକ୍ତଦାନ ସେବା ସଂଗଠନ*   (31-Aug-2026)       ||      ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା    (31-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   (31-Aug-2026)       ||      ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   (30-Aug-2026)       ||      *କେଲିଆ ମନ୍ଦିର ଉନ୍ନୟନ କମିଟି ସହ ନବରଙ୍ଗପୁର ସାଂସଦ ଙ୍କ ବୈଠକ*   (30-Aug-2026)       ||      ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   (30-Aug-2026)       ||      ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   (30-Aug-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ ରବି ଋତୁ ଧାନ ସଂଗ୍ରହ କମିଟି ବୈଠକ ଅନୁଷ୍ଠିତ, ମଇ ମାସ ୨୦ରୁ ଆରମ୍ଭ ହେବ ଧାନ ମଣ୍ଡି

29-Apr-2025



ରାୟଗଡା(ସୁପ୍ରିୟା ଷଡଙ୍ଗୀ): ଆସନ୍ତା ମଇ ମାସ ୨୦ତାରିଖରୁ ରାୟଗଡା ଜିଲ୍ଳାରେ ଖୋଲିବ ରବି ଋତୁ ଧାନ   ମଣ୍ଡି । ଏ ନେଇ ଆଜି ଜିଲ୍ଳାସ୍ତରୀୟ ରବି ଋତୁ ଧାନ ସଂଗ୍ରହ କମିଟି ବୈଠକରେ ନିଷ୍ପତି ଗ୍ରହଣ କରାଯାଇଛି । ରାୟଗଡ ଜିଲ୍ଳାପାଳ ଶ୍ରୀମତୀ ପାରୁଲ ପଟାୱରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ମାନ୍ୟବର କୋରାପୁଟ ସଂlସଦ ଶ୍ରୀଯୁକ୍ତ  ସପ୍ତଗିରି ଉଲାକା, ରାୟଗଡା ବିଧାୟକ
 ଶ୍ରୀଯୁକ୍ତ କାଡ୍ରାକା ଆପାଲସ୍ୱାମୀ,ଵିଷମ କଟକ ବିଧାୟକ, ଶ୍ରୀଯୁକ୍ତ ନୀଳମାଧଵ ହିକକା,
ସିଡିଓ ତଥା ଇଓ ଜିଲ୍ଲାପରିଷଦ, ଶ୍ରୀ ଅକ୍ଷୟ କୁମାର ଖେମୁଣ୍ଡୁ,
ମୁଖ୍ୟ ବେସାମାରିକ ଯୋଗାଣ ଅଧିକାରୀ ଶ୍ରୀ ରାଜକିଶୋର ପାଣିଗ୍ରାହୀ, ଜିଲ୍ଲା ଯୋଗାଣ ଅଧିକାରୀ ଶ୍ରୀ ଦାଶରଥି ସୋରେନ ,ଜିଲ୍ଳା ମୁଖ୍ୟ କୃଷି ଅଧିକାରୀ ବିଷ୍ଣୁ ପ୍ରସାଦ କରଙ୍କ ସମେତ ଚାଷୀପ୍ରତିନିଧି, ଉପ-ନିବନ୍ଧ କ, ସମବାୟ ସମିତି ଓ ଅନ୍ୟମାନେ ଯୋଗ ଦେଇଥିଲେ । ଚଳିତ ରବି ଋତୁରେ  ୮ହଜାର ୮୯୦କ୍ୱିଂଟାଲ ଧାନ ସଂଗ୍ରହ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଥିବା ବେଳେ ୫୦୩ଜଣ ପଂଜୀକୃତ ଚାଷୀଙ୍କ ଠାରୁ ଧାନ ସଂଗ୍ରହ କରାଯିବ ବୋଲି ବୈଠକରେ ଉପସ୍ଥାପନା କରାଯାଇଥିଲା । 
ଚଳିତ ବର୍ଷ ମଧ୍ୟ  ମଣ୍ଡିରେ ଚାଷୀମାନେ ଯେପରି ଧାନ ବିକ୍ରିୟ ସମୟରେ କୈାଣସିଅସୁବିଧା ନହୁଅନତି ସେଥି ପାଇଁ ବିଭାଗୀୟ ଅଧିକାରୀଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ l ଜିଲ୍ଲାରେ ଚାଷୀ ମାନକ ଠରୁ ଶାନ୍ତି ଶୃଙ୍ଖଳା ସହ ଧାନ ସଂଗ୍ରହ କରାଯିବା ପାଇଁ ଓ ଅଧିକରୁ ଅଧିକ ପଞ୍ଜିକୃତ ଚାଷୀ ଧାନ ବିକ୍ରୟ କରି ପାରିବେ ସେଥିପାଇଁ ବିଭାଗୀୟ ଅଧିକାରୀ ମାନେ ଧ୍ୟାନ ଦେବାକୁ ଜନପ୍ରତିନିଧି ମାନେ କହିଥିଲେ l  
ଧାନର କ୍ରୟମୂଲ୍ୟ ଓଡିଶାର ଚାଷୀମାନେଙ୍କ ପାଇଁ ସର୍ବନିମ୍ନ ସହାୟକ ମୂଲ୍ୟ ୨୩୦୦ଟଙ୍କା+ Imput assistance ଟ800. ୦୦ କୁ କରାଯାଇଛି l ଅନ୍ୟରଜ୍ୟର ସୀମାନ୍ତ ଅଂଚଳ ଗୁଡିକରେ କଡା ନଜର ରଖିବା ପାଇଁ ଉଭୟ ଆର ଏମସି ସମ୍ପାଦକ ମାନଙ୍କୁ ନିର୍ଦେଶ ଦେଇଥିଲେ l ଚାଷୀ ମାନଙ୍କ ଠାରୁ ଧାନ କିଣିବାର ୨୪ରୁ ୪୮ଘଣ୍ଟା ମଧ୍ୟରେ ଚାଷୀଙ୍କ ବ୍ୟାଙ୍କ ଖାତାକୁ ସିଧା ସଳଖ ଜମା କରାଯିବ l ଚାଷୀ ଏଫକ୍ୟୁ ମlନରଧାନ  ମଣ୍ଡିକୁ ଆଣିବେ l ଆରଏମସି ତରଫରୁ ସମସ୍ତ ପ୍ରକାର ସୁବିଧା କରାଯିବ ଓ ଧାନର ଗୁଣବତ୍ତା ଚେକ କରିବାକୁ ତାଲିମ ପ୍ରାପ୍ତ ବ୍ୟକ୍ତିଙ୍କୁ ନିୟୋଜିତ କରାଯିବ l ଚାଷୀ ମଣ୍ଡିରେ କୌଣସି ପ୍ରକାର ଅସୁବିଧା ନ ହୁଅନ୍ତି ସେଥିପ୍ରତି ଧ୍ୟାନ ଦେବାକୁ କୁହାଯାଇଛି l ଚାଷୀ ମାନଙ୍କ ସୁବିଧା ନିମନ୍ତେ ଧାନ ବିକ୍ରୟ ପାଇଁ ଦିନ ଧାର୍ଯ୍ୟ କରାଯାଇଥିବା ଯୋଗାଣ ଅଧିକାରୀ ଉପସ୍ଥାପନା କରିଥିଲେ l ଜିଲ୍ଲାରେ ଖରିଫ ଧାନ ଆସନ୍ତା ମାସ ୨୦ତାରିଖରେ ବିଷମ କଟକ, ମୁନିଗୁଡା, ଗୁଡ଼ାରୀ, ପଦ୍ମପୁର, ରାମନାଗୁଡ଼ା ଓ କୋଳାନାରା ବ୍ଲକରେ ଶୁଭ ଆରମ୍ଭ କରାଯିବ ଓ ଆସନ୍ତା ୨୮ ତାରିଖରେ ଗୁଣୁପୁର ବ୍ଲକରେ ଧାନ ମଣ୍ଡି ଶୁଭାରମ୍ଭ କରାଯିବ l ଚାଷୀମାନଙ୍କ ଜାଣିବା ପାଇଁ ବିଭିନ୍ନ ମାଧ୍ୟମରେ ସଚେତନତା କରାଯିବ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ   31-Aug-2026
  ଜିଲ୍ଲା  
ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   31-Aug-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ରାଜ୍ୟ  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ଜିଲ୍ଲା  
ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   31-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   31-Aug-2026
  ଜିଲ୍ଲା  
*ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   31-Aug-2026
  ଜିଲ୍ଲା  
ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   31-Aug-2026
  ଜିଲ୍ଲା  
ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   31-Aug-2026
  ଜିଲ୍ଲା  
ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   31-Aug-2026
  ଜିଲ୍ଲା  
*ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   31-Aug-2026
  ଜିଲ୍ଲା  
ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   31-Aug-2026

You Might Also Like