-+91-9937148622 |

prerana_bgr@rediffmail.com |

  Tuesday 1st September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||      ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   (31-Aug-2026)       ||      ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (31-Aug-2026)       ||      ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   (31-Aug-2026)       ||      *ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   (31-Aug-2026)       ||      ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   (31-Aug-2026)       ||      ତହଁକ୍ କୁଟୁମର୍ ହଜଲା ରସ, ନୁରମା ଆସ   (31-Aug-2026)       ||      *ରକ୍ତସେତୁ: Gen Z ମାନଙ୍କ ଦ୍ୱାରା ପ୍ରତିଷ୍ଠିତ ଜରୁରୀକାଳୀନ ରକ୍ତଦାନ ସେବା ସଂଗଠନ*   (31-Aug-2026)       ||      ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା    (31-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   (31-Aug-2026)       ||      ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   (30-Aug-2026)       ||      *କେଲିଆ ମନ୍ଦିର ଉନ୍ନୟନ କମିଟି ସହ ନବରଙ୍ଗପୁର ସାଂସଦ ଙ୍କ ବୈଠକ*   (30-Aug-2026)       ||      ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   (30-Aug-2026)       ||      ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   (30-Aug-2026)       ||     

HOME   ଜିଲ୍ଲା

ଉଦୀୟମାନ ସୁଭଦ୍ରା ସ୍ବାବଲମ୍ବୀ ମହିଳା ଶିକ୍ଷାନୁଷ୍ଠାନର ମହିଳା ସଶକ୍ତିକରଣ କାର୍ଯକ୍ରମ

29-Apr-2025



କଟକ (ପ୍ରେରଣା ଖବର): ସାମ୍ପ୍ରତିକ ପରିସ୍ଥିତିରେ ମହିଳାମାନଙ୍କ ଆର୍ଥିକ ସମସ୍ୟାକୁ ଦୃଷ୍ଟିରେ ରଖି ସେମାନଙ୍କୁ ସ୍ବାବଲମ୍ବୀ କରିବା ପାଇଁ ଉଦୀୟମାନ ସୁଭଦ୍ରା ସ୍ବାବଲମ୍ବୀ ମହିଳା ଶିକ୍ଷାନୁଷ୍ଠାନ କଟକ ଶାଖା ପକ୍ଷରୁ ସ୍ଥାନୀୟ ମହିଳା ମାନଙ୍କୁ ବିନାମୂଲ୍ୟରେ ଦୀର୍ଘଦିନ ଧରି ସିଲାଇ ଶିକ୍ଷା ଦିଆ ଯାଉଥିଲା  ସିଲାଇ ଶିକ୍ଷା ଦିଆଯିବା ପରେ ଅନୁଷ୍ଠାନ ପକ୍ଷରୁ  ସେମାନଙ୍କର ପରୀକ୍ଷା ମଧ୍ୟ  ଅନୁଷ୍ଟିତ  ହୋଇଯାଇଛି। ପାଖାପାଖି ୫୦ରୁ ଉର୍ଦ୍ଧ ମହିଳା ସିଲାଇ ଶିକ୍ଷା କଲାପରେ ପରୀକ୍ଷା ମଧ୍ୟ ଦେଉଥିଲେ। ସେମାନଙ୍କୁ ସ୍ବାବଲମ୍ବୀ କରିବା ପାଇଁ ସମ୍ପଦିକା  ଗୀତାଞ୍ଜଳୀ ନିଜେ ସେମାନଙ୍କୁ ସିଲାଇ ଶିକ୍ଷା ଦାନ କରି ଉତ୍ସାହିତ କରିଥଲେ। ଅନୁଷ୍ଠାନର ସଭାନେତ୍ରୀ

ସାହିତ୍ୟିକା ମୀରା ବେଉରା ମହିଳାମାନେ ଅନଷ୍ଟlନରୁ ପାଇଥିବା ଶିକ୍ଷା ଦ୍ବାରା କିପରି ନିଜେ ସ୍ବାବଲମ୍ବୀ ହେବା ସହ ସମାଜସେବା କ୍ଷେତ୍ରରେ ନିଜକୁ ନିୟୋଜିତ କରିବେ ସେ ସମ୍ପର୍କରେ ସେମାନଙ୍କୁ ସଚେତନ କରିଥଲେ।

ଉକ୍ତ କାର୍ଯ୍ୟକ୍ରମରେ ଅନୁଷ୍ଟାନର ମୁଖ୍ୟ ଶାଖା ଚଣ୍ଡିଖୋଲରୁ ଅନୁଷ୍ଠାନର ପ୍ରତିଷ୍ଠାତା ଅନିଲ କୁମାର ଦାସ ଓ ସମ୍ପାଦିକା ଅରୁଣି ନନ୍ଦ ଓ ଅନ୍ୟାନ୍ୟ କର୍ମକର୍ତ୍ତା ଯୋଗଦେଇ ମହିଳା ମାନଙ୍କୁ ଉତ୍ସାହିତ କରିଥି ଲେ। କାର୍ଯକାରୀ ସଭାନେତ୍ରୀ ମଞ୍ଜୁଲତା ଜେନା, ଉପସଭାନେତ୍ରି ଅନ୍ନପୂର୍ଣ୍ଣା ଦାଶ, ମାନସିଦାସ, କଳ୍ପନା ବେହେରା, ବିବେକ ଦଳାଇ, ଅଂଶୁମାନ ସିଂହ, ସମାଜସେବୀ ଚିତ୍ତରଞ୍ଜନ ପରିଡ଼ା, ପାଙ୍କଜିନି ପରିଡ଼ା ଜୋଗଦେଇ କାର୍ଯକ୍ରମ ପରିଚାଳନା କରିଥିଲେ। ମୁଖ୍ୟ ଉପଦେଷ୍ଟା ଦିନେଶ ଗୁପ୍ତା  ଆଗାମୀ ଦିନରେ  ଅନୁଷ୍ଟlନର ବାର୍ଷିକ ଉତ୍ସବରେ କୃତୀ ମହିଳାଙ୍କୁ ପୁରସ୍କୃତ କରାଯିବ ବୋଲି  ଘୋଷଣା କରି ସମସ୍ତକୁ  ଧନ୍ୟବାଦ୍ ଜଣାଇଥିଲେ ।
         


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ   31-Aug-2026
  ଜିଲ୍ଲା  
ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   31-Aug-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ରାଜ୍ୟ  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ଜିଲ୍ଲା  
ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   31-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   31-Aug-2026
  ଜିଲ୍ଲା  
*ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   31-Aug-2026
  ଜିଲ୍ଲା  
ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   31-Aug-2026
  ଜିଲ୍ଲା  
ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   31-Aug-2026
  ଜିଲ୍ଲା  
ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   31-Aug-2026
  ଜିଲ୍ଲା  
*ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   31-Aug-2026
  ଜିଲ୍ଲା  
ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   31-Aug-2026

You Might Also Like