-+91-9937148622 |

prerana_bgr@rediffmail.com |

  Tuesday 1st September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||      ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   (31-Aug-2026)       ||      ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (31-Aug-2026)       ||      ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   (31-Aug-2026)       ||      *ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   (31-Aug-2026)       ||      ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   (31-Aug-2026)       ||      ତହଁକ୍ କୁଟୁମର୍ ହଜଲା ରସ, ନୁରମା ଆସ   (31-Aug-2026)       ||      *ରକ୍ତସେତୁ: Gen Z ମାନଙ୍କ ଦ୍ୱାରା ପ୍ରତିଷ୍ଠିତ ଜରୁରୀକାଳୀନ ରକ୍ତଦାନ ସେବା ସଂଗଠନ*   (31-Aug-2026)       ||      ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା    (31-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   (31-Aug-2026)       ||      ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   (30-Aug-2026)       ||      *କେଲିଆ ମନ୍ଦିର ଉନ୍ନୟନ କମିଟି ସହ ନବରଙ୍ଗପୁର ସାଂସଦ ଙ୍କ ବୈଠକ*   (30-Aug-2026)       ||      ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   (30-Aug-2026)       ||      ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   (30-Aug-2026)       ||     

HOME   ଜିଲ୍ଲା

ଅକ୍ଷି ମୁଠି ଅନୁକୂଳ ସହ ବଲାଙ୍ଗିର ଜିଲ୍ଲାସ୍ତରୀୟ ଅକ୍ଷୟ ତୃତୀୟା ଏବଂ କୃଷକ ଦିବସ ପାଳିତ: ଜିଲ୍ଲାର ୨.୩୨ ଚାଷୀଙ୍କୁ ମିଳିଲା ସିଏମ କିସାନ ସହାୟତା ରାଶି  

30-Apr-2025



ବଲାଙ୍ଗିର(ପ୍ରେରଣାଖବର):  ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଜିଲ୍ଲା କୃଷି ବିଭାଗ ଆନୁକୁଲ୍ୟରେ ସ୍ଥାନୀୟ ଲର୍କିପାଲି ସ୍ଥିତ ରାଜେନ୍ଦ୍ର ଏକ୍ସପେରିମେଣ୍ଟାଲ କୃଷି ଫାର୍ମ ଠାରେ ଜିଲ୍ଲାସ୍ତରୀୟ ଅକ୍ଷୟ ତୃତୀୟା ଏବଂ କୃଷକ ଦିବସ ତଥା ଅକ୍ଷି ମୁଠି ଅନୁକୂଳ ପର୍ବ ପାଳିତ  ହୋଇଛି । ଏହି କାର୍ଯ୍ୟକ୍ରମ ରେ  ବଲାଙ୍ଗିର ଅତିରିକ୍ତ ଜିଲ୍ଲାପାଳ ଡ଼ ବିଜୟାନନ୍ଦ ସେଠୀ ପୌରୋହିତ୍ୟ କରି  ଭୂମିପୂଜନ ଓ ପାରମ୍ପାରିକ ପୂଜାର୍ଚନା ପରେ କ୍ଷେତ ରେ ଅକ୍ଷି ମୁଠି ଅନୁକୂଳ କରିଥିଲେ । ଜିଲ୍ଲା

ସ୍ତରୀୟ ଅକ୍ଷୟ ତୃତୀୟା ଏବଂ କୃଷକ ଦିବସ ପାଳନ ଉପଲକ୍ଷେ ଅନୁଷ୍ଠିତ ସଭା ରେ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମ ଆଭାସୀ ମାଧ୍ୟମରେ ପ୍ରଦର୍ଶିତ ହୋଇଥିଲା |  ଅତିରିକ୍ତ ଜିଲ୍ଲାପାଳ ଚାଷୀ ମାନଙ୍କୁ କୃଷକ ଦିବସର ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇବା ସହ ଚାଷୀ ମାନେ ଯେପରି ଆହୁରି ଜାଗ୍ରତ ଓ ଉଦ୍ୟମୀ ହୋଇପାରିବେ ସେଥିପ୍ରତି ଯତ୍ନବାନ ହେବାକୁ ପରାମର୍ଶ ଦେଇଥିଲେ । ଆଭାସୀ କାର୍ଯ୍ୟକ୍ରମରେ ରାଜ୍ୟସଭା

ସାଂସଦ ନିରଞ୍ଜନ ବିଶି ଉପସ୍ଥିତ ଥିଲେ | ଏହି କାର୍ଯକ୍ରମରେ ଅତିରିକ୍ତ କୃଷି ଅଧିକାରୀ ଶ୍ରୀ ପ୍ରମୋଦ କୁମାର ବଡ଼ପଣ୍ଡା , ବ୍ଲକ କୃଷି ଅଧିକାରୀ ସୁଧାକର ନନ୍ଦ , ଉଠା ଜଳସେଚନ ଅଧିକ୍ଷଣ ଯନ୍ତ୍ରୀ ସଚ୍ଚିଦାନନ୍ଦ ଦଳେଇ ପ୍ରମୁଖ ଉପସ୍ଥିତ ଥିଲେ  । ଆଜି ରାଜ୍ୟସ୍ତରୀୟ ସିଏମ କିଷାନ କାର୍ଯ୍ୟକ୍ରମରେ ଜିଲ୍ଲାର ୨.୩୨ ଚାଷୀଙ୍କୁ ସହାୟତା ମିଳିବ ବୋଲି କୃଷି ବିଭାଗ ତରଫରୁ ସୂଚନା ମିଳିଛି | ଏହି କାର୍ଯ୍ୟକ୍ରମରେ  ଜିଲ୍ଲାର ବିଭିନ୍ନ ବ୍ଲକରୁ ଆସିଥିବା ଚାଷୀ ଯୋଗ ଦେଇଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ   31-Aug-2026
  ଜିଲ୍ଲା  
ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   31-Aug-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ରାଜ୍ୟ  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ଜିଲ୍ଲା  
ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   31-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   31-Aug-2026
  ଜିଲ୍ଲା  
*ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   31-Aug-2026
  ଜିଲ୍ଲା  
ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   31-Aug-2026
  ଜିଲ୍ଲା  
ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   31-Aug-2026
  ଜିଲ୍ଲା  
ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   31-Aug-2026
  ଜିଲ୍ଲା  
*ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   31-Aug-2026
  ଜିଲ୍ଲା  
ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   31-Aug-2026

You Might Also Like