-+91-9937148622 |

prerana_bgr@rediffmail.com |

  Tuesday 1st September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||      ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   (31-Aug-2026)       ||      ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (31-Aug-2026)       ||      ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   (31-Aug-2026)       ||      *ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   (31-Aug-2026)       ||      ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   (31-Aug-2026)       ||      ତହଁକ୍ କୁଟୁମର୍ ହଜଲା ରସ, ନୁରମା ଆସ   (31-Aug-2026)       ||      *ରକ୍ତସେତୁ: Gen Z ମାନଙ୍କ ଦ୍ୱାରା ପ୍ରତିଷ୍ଠିତ ଜରୁରୀକାଳୀନ ରକ୍ତଦାନ ସେବା ସଂଗଠନ*   (31-Aug-2026)       ||      ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା    (31-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   (31-Aug-2026)       ||      ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   (30-Aug-2026)       ||      *କେଲିଆ ମନ୍ଦିର ଉନ୍ନୟନ କମିଟି ସହ ନବରଙ୍ଗପୁର ସାଂସଦ ଙ୍କ ବୈଠକ*   (30-Aug-2026)       ||      ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   (30-Aug-2026)       ||      ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   (30-Aug-2026)       ||     

HOME   ଜିଲ୍ଲା

୮୪ ଘର ଅଘରିଆ ସମାଜ ତରଫରୁ ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଅଖିମୁଠି ଅନୁକୂଳ

30-Apr-2025



ବଲାଙ୍ଗୀର(ପ୍ରେରଣା ଖବର): ବୁଧବାର ସଦର ମହକୁମା ଲର୍କିପାଲି ଗାଁରେ ୮୪ ଘର ଅଘରିଆ ସମାଜ ବଲାଙ୍ଗୀର ଜିଲ୍ଳା ତରଫରୁ ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଅଖିମୁଠି ଅନୁକୂଳ କରାଯାଇ ଭୂଦେଵୀ ଓ ଶ୍ରୀଦେବୀଙ୍କୁ ପୂଜା କରି ଧାନ ବୁଣା ଶୁଭାରମ୍ଭ କରାଯାଇଥିଲା। କେନ୍ଦ୍ର ସଭାପତି ଶୁଭ୍ରାଂଶୁ ଶେଖର ପଟେଲ ଓ କୃଷକ ମଞ୍ଚ ସଭାପତି ଉଦୟ ନାଏକଙ୍କ ଉଦ୍ୟମ କ୍ରମେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଥିଲେ ବଲାଙ୍ଗୀର ଉପଜିଲ୍ଲାପାଳ ଆଲୋକ କୁମାର ରାଉତ। ଏକ ଟ୍ରାକ୍ଟର ରାଲି ଓ କୀର୍ତ୍ତନ୍ୟ ଶୋଭାଯାତ୍ରାରେ ପୂଜାସ୍ଥଳୀ କୁ ମୁଖ୍ୟ ଅତିଥି ଯାଇ ଅଖିମୁଠି ଅନୁକୂଳ କରି ସମାଜର ଶୃଙ୍ଖଳିତ କାର୍ଯ୍ୟକ୍ରମକୁ ପ୍ରଶଂସା କରିଥିଲେ । ବରିଷ୍ଠ ଉପଦେଷ୍ଟା ଚିତ୍ତରଞ୍ଜନ ପଟେଲ,ଗାଁ ଗୌନ୍ତିଆ ମନମୋହନ ରାଉତ ପୂଜାର୍ଚନା କରି ବିରଞ୍ଚି ରାଉତଙ୍କ ହଲିଆ ଗୀତର ତାଳେ ତାଳେ ଧାନ ବୁଣା କାର୍ଯ୍ୟ ହୋଇଥିଲା । ପରେ ଏକ ସଭାର ଆୟୋଜନ କରାଯାଇ  ସମାଜ ସଂସ୍କାର ଉପରେ ଆଲୋଚନା ହୋଇଥିଲା । ସଭାପତି ଶୁଭ୍ରାଂଶୁ ଶେଖର ପଟେଲ,ବଲାଙ୍ଗୀର ମଣ୍ଡଳ ସଭାପତି ଗୋବିନ୍ଦଚନ୍ଦ୍ର ପଟେଲ ଓ କୃଷକ ମଞ୍ଚ ସଭାପତି ବକ୍ତବ୍ୟ ରଖିଥିଲେ । ଉପଦେଷ୍ଟା ଦ୍ୱାରିକା ନାଥ ପଟେଲ ଚିତ୍ତରଞ୍ଜନ ପଟେଲ,ପୂର୍ଣଚନ୍ଦ୍ର ରାଉତ ,ରାଜ କୁମାର ପଟେଲ,ଭାଲେର ମଣ୍ଡଳ ସଭାପତି ରାଜ କିଶୋର ନାଏକ, ସଦାଇପାଲି ଗୁଡ଼ି ସଭାପତି ରାମେଶ୍ୱର ନାଏକ,ମହିଳା ମଞ୍ଚ ସଭାପତି ମିତା ରାଉତ,ଭଇଷା ମଣ୍ଡଳ ଉପ ସଭାପତି

ବିରଞ୍ଚି ରାଉତ ମଞ୍ଚାସୀନ  ଥିଲେ। କାର୍ଯ୍ୟକ୍ରମରେ ୧୮ ଗୁଡ଼ି ସଭାପତି ଓ କର୍ମକର୍ତ୍ତା,ମଣ୍ଡଳ କର୍ମକର୍ତ୍ତା, କେନ୍ଦ୍ର କର୍ମକର୍ତ୍ତା, ମହିଳାମଞ୍ଚ, ଯୁବା ମଞ୍ଚ, କୃଷକ ମଞ୍ଚ, ପୁସ୍ତକ କମିଟି, ଶିକ୍ଷା କମିଟି,ନିର୍ମାଣ କମିଟିର ସମସ୍ତ କର୍ମକର୍ତ୍ତା,ନିର୍ବାଚନ ଅଧିକାରୀ ଓ ସମୀକ୍ଷକ ମଣ୍ଡଳୀ   ଯୋଗଦେଇ ଉତ୍ସାହିତ କରିଥିଲେ । ବିଶେଷ କରି ଲର୍କିପାଲି ଗାଁ ର ସହଯୋଗ ଦ୍ୱାରା କାର୍ଯ୍ୟକ୍ରମ ସଫଳ ହୋଇଥିଲା। କାର୍ଯ୍ୟକ୍ରମକୁ ସଂଯୋଜନା ସହ ଧନ୍ୟବାଦ ଅର୍ପଣ କାର୍ଯ୍ୟ ସାଧାରଣ ସମ୍ପାଦକ ଦିଗାମ୍ବର ନାଏକଙ୍କ ଦ୍ୱାରା ସମାହିତ ହୋଇଥିଲା ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ   31-Aug-2026
  ଜିଲ୍ଲା  
ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   31-Aug-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ରାଜ୍ୟ  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ଜିଲ୍ଲା  
ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   31-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   31-Aug-2026
  ଜିଲ୍ଲା  
*ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   31-Aug-2026
  ଜିଲ୍ଲା  
ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   31-Aug-2026
  ଜିଲ୍ଲା  
ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   31-Aug-2026
  ଜିଲ୍ଲା  
ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   31-Aug-2026
  ଜିଲ୍ଲା  
*ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   31-Aug-2026
  ଜିଲ୍ଲା  
ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   31-Aug-2026

You Might Also Like