-+91-9937148622 |

prerana_bgr@rediffmail.com |

  Tuesday 1st September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||      ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   (31-Aug-2026)       ||      ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (31-Aug-2026)       ||      ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   (31-Aug-2026)       ||      *ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   (31-Aug-2026)       ||      ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   (31-Aug-2026)       ||      ତହଁକ୍ କୁଟୁମର୍ ହଜଲା ରସ, ନୁରମା ଆସ   (31-Aug-2026)       ||      *ରକ୍ତସେତୁ: Gen Z ମାନଙ୍କ ଦ୍ୱାରା ପ୍ରତିଷ୍ଠିତ ଜରୁରୀକାଳୀନ ରକ୍ତଦାନ ସେବା ସଂଗଠନ*   (31-Aug-2026)       ||      ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା    (31-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   (31-Aug-2026)       ||      ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   (30-Aug-2026)       ||      *କେଲିଆ ମନ୍ଦିର ଉନ୍ନୟନ କମିଟି ସହ ନବରଙ୍ଗପୁର ସାଂସଦ ଙ୍କ ବୈଠକ*   (30-Aug-2026)       ||      ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   (30-Aug-2026)       ||      ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   (30-Aug-2026)       ||     

HOME   ଜିଲ୍ଲା

ମଇ ମାସ ୨୩ ତାରିଖରୁ ଆରମ୍ଭ ହେବ ଧାନ କ୍ରୟ

30-Apr-2025



ବଲାଙ୍ଗିର(ପ୍ରେରଣା ଖବର): ବଲାଙ୍ଗିର ଜିଲ୍ଲାରେ ରବି ଧାନ କ୍ରୟ ନିମନ୍ତେ ଜିଲ୍ଲା ସ୍ତରୀୟ ଧାନ କ୍ରୟ କମିଟି ବୈଠକ ସ୍ଥାନୀୟ ଜିଲ୍ଲାପରିଷଦ ସମ୍ମିଳନୀ  କକ୍ଷ ଠାରେ ଜିଲ୍ଲାପାଳ ଗୌରୱ ଶୀୱାଜୀ ଇସଲୱାର ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି ।

ଏହି ବୈଠକରେ ବଲାଙ୍ଗିର ଲୋକସଭା ସାଂସଦ ଶ୍ରୀମତୀ ସଙ୍ଗୀତା କୁମାରୀ ସିଂଦେଓ, ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଏବଂ ମାନ୍ୟବର କ୍ୟାବିନେଟ ମନ୍ତ୍ରୀ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣଙ୍କ ପ୍ରତିନିଧି, ଜିଲ୍ଲା ପରଷଦ ଅଧ୍ୟକ୍ଷା ଦେବକୀ ସାହୁ, ବଲାଙ୍ଗିର ବିଧାୟକଙ୍କ ପ୍ରତିନିଧି, ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ପ୍ରଭାତ ମହାପାତ୍ର, ବଲାଙ୍ଗିର ଜିଲ୍ଲା କୃଷକ ମହାସଂଘର ସଭାପତି ଜତି ପ୍ରଧାନ, ଟିଟିଲାଗଡ ଉପ ଜିଲ୍ଲାପାଳ ରେହାନ କ୍ଷେତ୍ରୀ, ବଲାଙ୍ଗିର ଉପଜିଲ୍ଲାପାଳ ଆଲୋକ କୁମାର ପଟେଲ, ମୁଖ୍ୟ ଯୋଗାଣ ଅଧିକାରୀ ରଞ୍ଜନ ପଣ୍ଡାଙ୍କ ସମେତ ଯୋଗାଣ ବିଭାଗ, ସମବାୟ ବିଭାଗ, କୃଷି ବିଭାଗ, ଜଳସେଚନ ବିଭାଗ, ନିୟନ୍ତ୍ରିତ ବଜାର କମିଟିର ଅଧିକାରୀ ମାନେ ଉପସ୍ଥିତ ଥିଲେ। ବୈଠକ ପ୍ରାରମ୍ଭରେ ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀ ରଞ୍ଜନ ପଣ୍ଡା ସମସ୍ତଙ୍କୁ ସ୍ଵାଗତ କରିବା ସହ ବଲାଙ୍ଗିର ଜିଲ୍ଲାରେ ରବି ଧାନକ୍ରୟ ପ୍ରକ୍ରିୟା ଓ ଏ ସମ୍ପର୍କରେ ଗ୍ରହଣ କରାଯାଇଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିଲେ। ବୈଠକର ନିଷ୍ପତ୍ତି ପ୍ରକାରେ ଚଳିତ ବର୍ଷ ଜିଲ୍ଲାରେ ମଇ ମାସ ୨୩ ତାରିଖ ଠାରୁ ରବି ଧାନ କ୍ରୟ ଆରମ୍ଭ ହେବ। ଏଥି ନିମନ୍ତେ ୧୧୨ ଗୋଟି ପ୍ରାଥମିକ କୃଷି ସମବାୟ ସମିତି (ପେକ୍ସ) ଓ ୧୦ ଗୋଟି ମହିଳା ସ୍ଵୟଂ ସହାୟକ ଗୋଷ୍ଠୀ, ସମୁଦାୟ ୧୨୨ ଗୋଟି ଧାନ କ୍ରୟ କେନ୍ଦ୍ର ଜରିଆରେ ପଞ୍ଜୀକୃତ ଚାଷୀ ମାନଙ୍କ ଠାରୁ ରବି ଧାନ କ୍ରୟ କରାଯିବ 

ଚଳିତ ବର୍ଷ ରବି ଧାନ ବିକ୍ରୟ କରିବା ପାଇଁ ଜିଲ୍ଲାର ୧୧୬୫୩ ଜଣ ଚାଷୀ ପଞ୍ଜୀକରଣ କରିଛନ୍ତି । ସମୁଦାୟ ୨,୦୫,୭୮୦ କୁଇଣ୍ଟାଲ ଧାନ କ୍ରୟ ର ଟାର୍ଗେଟ ପ୍ରଥମ ପର୍ଯ୍ୟାୟରେ ଜିଲ୍ଲାକୁ ମିଳିଛି | ଗ୍ରୀଷ୍ମ ପ୍ରବାହ ତଥା ଅଦିନିଆ ବର୍ଷାକୁ ଦୃଷ୍ଟି ରେ ରଖି ସମସ୍ତ ଧାନକ୍ରୟ କେନ୍ଦ୍ର ଗୁଡିକରେ ଆନୁସାଙ୍ଗିକ ବ୍ୟବସ୍ଥା କରିବା ସହ ପାନୀୟ ଜଳ ,ବିଜୁଳି, ଟାରପୋଲିନ ଓ ଚାଷୀ ମାନଙ୍କ ନିମନ୍ତେ ଆଶ୍ରୟସ୍ଥଳୀ ପ୍ରତି ବିଶେଷ ଗୁରୁତ୍ଵ ଦେବା ସହ ଚାଷୀ ମାନେ ଯେପରି ରବି ଧାନ ବିକ୍ରୟକୁ ସହଜ,ସୁବିଧା ଓ ସ୍ଵଚ୍ଛତା ରେ କରିପାରିବେ ସେଥିପ୍ରତି ବିଶେଷ ଯତ୍ନବାନ ହେବାକୁ ଜିଲ୍ଲାପାଳ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ରବିଧାନ କ୍ରୟ ପ୍ରକ୍ରିୟା ର ସମସ୍ତ ସୂଚନା ଯେପରି ଚାଷୀ ମାନେ ପାଇପାରିବେ ସେ ସମ୍ପର୍କରେ ବ୍ୟାପକ ପ୍ରଚାର ପ୍ରସାର କରିବାକୁ ନିୟନ୍ତ୍ରିତ ବଜାର କମିଟିର ସମ୍ପାଦକ ମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେବା ସହ ଧାନକ୍ରୟ କେନ୍ଦ୍ର ଗୁଡିକରେ ସିସିଟିଭି ର ସଂଯୋଗ ସହ ଏହାର ଉପଯୁକ୍ତ କାର୍ଯ୍ୟକାରିତାକୁ ସୁନିଶ୍ଚିତ କରିବା, କୋଭିଡ ଉଚିତ ବ୍ୟବହାରର ଅନୁପାଳନ କରିବା, ଧାନ କ୍ରୟ କେନ୍ଦ୍ର

ଗୁଡିକରେ ଧାନ ପହଞ୍ଚିବା ରେଜିଷ୍ଟର ଉପଲବ୍ଧ କରିବା, ଏବଂ ଫ୍ଲାଇଙ୍ଗ ସ୍କ୍ବାଡ଼ ଗଠନ କରି ନିୟମିତ ତଦାରଖ କରିବା ଦିଗରେ ପଦକ୍ଷେପ ଗ୍ରହଣ କରିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ସେହିପରି ଲୋକ ପ୍ରତିନିଧି ମାନେ କରୁଥିବା ଅଭୋଯୋଗ ତଦନ୍ତ କରି ସେମାନଙ୍କୁ କଣ କଣ ପଦକ୍ଷେପ ନିଆ ଗଲା ଜଣେଇବାକୁ ଆଦେଶ ଦେଇଥିଲେ । ବୈଠକ ଶେଷରେ  ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଶ୍ରୀ ପ୍ରଭାତ ମହାପାତ୍ର ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ   31-Aug-2026
  ଜିଲ୍ଲା  
ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   31-Aug-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ରାଜ୍ୟ  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ଜିଲ୍ଲା  
ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   31-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   31-Aug-2026
  ଜିଲ୍ଲା  
*ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   31-Aug-2026
  ଜିଲ୍ଲା  
ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   31-Aug-2026
  ଜିଲ୍ଲା  
ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   31-Aug-2026
  ଜିଲ୍ଲା  
ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   31-Aug-2026
  ଜିଲ୍ଲା  
*ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   31-Aug-2026
  ଜିଲ୍ଲା  
ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   31-Aug-2026

You Might Also Like