-+91-9937148622 |

prerana_bgr@rediffmail.com |

  Tuesday 1st September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||      ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   (31-Aug-2026)       ||      ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (31-Aug-2026)       ||      ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   (31-Aug-2026)       ||      *ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   (31-Aug-2026)       ||      ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   (31-Aug-2026)       ||      ତହଁକ୍ କୁଟୁମର୍ ହଜଲା ରସ, ନୁରମା ଆସ   (31-Aug-2026)       ||      *ରକ୍ତସେତୁ: Gen Z ମାନଙ୍କ ଦ୍ୱାରା ପ୍ରତିଷ୍ଠିତ ଜରୁରୀକାଳୀନ ରକ୍ତଦାନ ସେବା ସଂଗଠନ*   (31-Aug-2026)       ||      ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା    (31-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   (31-Aug-2026)       ||      ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   (30-Aug-2026)       ||      *କେଲିଆ ମନ୍ଦିର ଉନ୍ନୟନ କମିଟି ସହ ନବରଙ୍ଗପୁର ସାଂସଦ ଙ୍କ ବୈଠକ*   (30-Aug-2026)       ||      ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   (30-Aug-2026)       ||      ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   (30-Aug-2026)       ||     

HOME   ଜିଲ୍ଲା

ବିନିକା ବ୍ରହ୍ମ ସମାଜ ତରଫରୁ ପର୍ଶୁରାମ ଜୟନ୍ତୀ ପାଳିତ(ଜଗତର କଲ୍ୟାଣ ହେଉଛି ବ୍ରାହ୍ମଣଙ୍କ ଲକ୍ଷ୍ୟ)

30-Apr-2025



ବିନିକା(ହିମାଂଶୁ ଶେଖର ପୁଟେଲ)ସନାତନ ସଂସ୍କୃତିକୁ ଅନୁଧ୍ୟାନ କଲେ ଜଗତର କଲ୍ୟାଣ ପାଇଁ ବ୍ରାହ୍ମଣଙ୍କ ଲକ୍ଷ୍ୟ ।ଭଗବାନ ପର୍ଶୁରାମଙ୍କ ତ୍ୟାଗ ଓ ନ୍ୟାୟର ପ୍ରତୀକ ହୋଇଥିବାରୁ  ତାଙ୍କରି  ଆଦର୍ଶରେ ଅନୁପ୍ରାଣୀତ ହୋଇ ପ୍ରତ୍ୟେକ ବ୍ରାହ୍ମଣ ଜଗତର କଲ୍ୟାଣ ନିମନ୍ତେ ସଂକଳ୍ପ ବଦ୍ଧ ।ସେଥିପାଇଁ ପ୍ରତିବର୍ଷ ଭଗବାନ ପର୍ଶୁରାମଙ୍କ ଜୟନ୍ତୀକୁ ଧୁମଧାମରେ ପାଳନ କରି ସାରା ସମାଜକୁ ବାର୍ତ୍ତା ପ୍ରଦାନ କରିଆସୁଛନ୍ତି ବିନିକା ବ୍ରହ୍ମ ସମାଜ ।ଏହି ପରିପ୍ରେକ୍ଷୀରେ ସ୍ଥାନୀୟ ଜଗନ୍ନାଥ ମନ୍ଦିରରେ ପର୍ଶୁରାମଙ୍କ ପୂଜାର୍ଚ୍ଚନା ଯଥାରୀତି ଅନୁଯାୟୀ ହୋଇଥିଲା ।ଶତାଧିକ ବ୍ରାହ୍ମଣ ବିରାଟ ମଟର ସାଇକଲ ଶୋଭାଯାତ୍ରାରେ ବାହାରି ସହର ପରିକ୍ରମା ପୂର୍ବକ ପୁରୁଣା ବସଷ୍ଟାଣ୍ଡ ସ୍ଥିତ ମାଁ ଦେବୀଦୁର୍ଗାଙ୍କ ମନ୍ଦିରରେ ପହଞ୍ଚିଥିଲେ ।ସେଠାରେ ପର୍ଶୁରାମ ସେନାର ସମସ୍ତ ସଦସ୍ୟ ମାଁ ଙ୍କ ଦର୍ଶନ କରିଥିଲେ ।ପରେ ଶୋଭାଯାତ୍ରା ଭଣ୍ଡାର ଗ୍ରାମ ହନୁମାନ ମନ୍ଦିର ଅଭିମୁଖେ ଗମନ କରିଥିଲା ।

ସେଠାରେ ପହଞ୍ଚିବାପରେ ଏକ ଆଧ୍ୟାତ୍ମିକ ସଭା ଅନୁଷ୍ଠିତ ହୋଇଥିଲା।ବ୍ରହ୍ମ ସମାଜ ସଭାପତି ସନ୍ତୋଷ କୁମାର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ସୁବର୍ଣ୍ଣପୁର ଜିଲ୍ଲା ବ୍ରହ୍ମ ସମାଜ ସଭାପତି ଆଦିକନ୍ଦ ବାବୁ,ସମ୍ମାନିତ ଅତିଥି ପଶ୍ଚିମ ଓଡ଼ିଶା ପ୍ରଭାରୀ ଆର୍ତ୍ତତ୍ରାଣ ପଣ୍ଡା,ସମ୍ପାଦକ ଚାପଧାରୀ ହୋତା,ସହ ସମ୍ପାଦକ ହୃଷୀକେଶ ହୋତା,କୋଷାଧ୍ୟକ୍ଷ ନିରଞ୍ଜନ ପଣ୍ଡା  ପ୍ରମୁଖ ଯୋଗଦେଇ ଆଧୁନିକ ଭାରତ ନିର୍ମାଣରେ ବ୍ରାହ୍ମଣଙ୍କ ଯୋଗଦାନ ଉଲ୍ଲେଖନୀୟ ବୋଲି ସୂଚନା ଦେବାସହ ଭଗବାନ ପର୍ଶୁରାମଙ୍କ ଐତିହାସିକ କିମ୍ବଦନ୍ତୀ ଉପରେ ଆଲୋକପାତ କରିଥିଲେ। ଏଥିରେ ପ୍ରତ୍ୟେକ ପରିବାର ରୁ ବ୍ରହ୍ମ ସମାଜ ସହିତ ଯୋଡ଼ି ହେବାକୁ ନିଷ୍ପତି ନିଆଗଲା ।ଏହା ସହ ପହଲଗାମ ଆତଙ୍କବାଦୀ ଆକ୍ରମଣରେ ମୃତ୍ୟୁ ବରଣ କରିଥିବା ପର୍ଯ୍ୟଟକ ମାନଙ୍କ ଅମର ଆତ୍ମାର ସଦଗତି ପାଇଁ ୨ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା ।ସଭାରେ ଶିକ୍ଷକ ହିମାଂଶୁ ଭୂଷଣ ପଣ୍ଡା ପରିଚାଳନା କରିଥିବା ବେଳେ ନିରଞ୍ଜନ ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ।ଏହି ଅବସରରେ ହନୁମାନ ମନ୍ଦିର ପ୍ରାଙ୍ଗଣରେ ବ୍ରହ୍ମ ସମାଜ ତରଫରୁ ବୃକ୍ଷ ରୋପଣ କରାଯାଇଥିଲା ।ପରେ ପ୍ରସାଦ ସେବନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ   31-Aug-2026
  ଜିଲ୍ଲା  
ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   31-Aug-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ରାଜ୍ୟ  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ଜିଲ୍ଲା  
ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   31-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   31-Aug-2026
  ଜିଲ୍ଲା  
*ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   31-Aug-2026
  ଜିଲ୍ଲା  
ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   31-Aug-2026
  ଜିଲ୍ଲା  
ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   31-Aug-2026
  ଜିଲ୍ଲା  
ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   31-Aug-2026
  ଜିଲ୍ଲା  
*ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   31-Aug-2026
  ଜିଲ୍ଲା  
ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   31-Aug-2026

You Might Also Like