-+91-9937148622 |

prerana_bgr@rediffmail.com |

  Saturday 25th April 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜ୍ୟସ୍ତରୀୟ ଜାତୀୟ ପଂଚାୟତି ରାଜ ଦିବସ ସମାରୋହରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଲୋକଙ୍କ ସକ୍ରିୟ ଭାଗିଦାରୀ ଓ ଅଭିନବ ଚିନ୍ତାଧାରା ପଞ୍ଚାୟତିରାଜ ବ୍ୟବସ୍ଥାକୁ ଅଧିକ ଗତିଶୀଳ କରିବ- ମୁଖ୍ୟମନ୍ତ୍ରୀ    (24-Apr-2026)       ||      ଡାବୁଗାଁ ବ୍ଲକ ପରିସରରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ   (24-Apr-2026)       ||      ଘରୋଇ ଆଇ.ଟି.ଆଇ ସଂଘର ଜରୁରୀକାଳୀନ ବୈଠକ    (24-Apr-2026)       ||      ସୁବର୍ଣ୍ଣପୁରରେ ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୬ ପାଳିତ   (24-Apr-2026)       ||      ବଲାଙ୍ଗୀରବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନରସିଂହ, ଭୀମଭୋଇ ମେଡିକାଲ ଓ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ପଦବୀ ପୁରଣ ପାଇଁ କଲେ ଆଲୋଚନା   (24-Apr-2026)       ||      ଗ୍ରୀଷ୍ମ ପ୍ରବାହ ପାଇଁ ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ   (24-Apr-2026)       ||      ଜାତୀୟ ପଞ୍ଚାୟତ ରାଜ ଦିବସ ରେ ସ୍ୱତଃ ମନେ ପଡନ୍ତି ସୁବର୍ଣ୍ଣପୁର ଜିଲ୍ଲା ର ଆଦର୍ଶ ସରପଞ୍ଚ ସ୍ଵର୍ଗତ ଘାସିରାମ ତ୍ରିପାଠି*-   (24-Apr-2026)       ||      *ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   (24-Apr-2026)       ||      ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   (24-Apr-2026)       ||      ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   (24-Apr-2026)       ||      ୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ    (24-Apr-2026)       ||      ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ    (24-Apr-2026)       ||      ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   (24-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   (23-Apr-2026)       ||      ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   (23-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା    (23-Apr-2026)       ||      ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା    (23-Apr-2026)       ||      ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   (23-Apr-2026)       ||      ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   (23-Apr-2026)       ||      ରାଧାମୋହନ ଉଚ୍ଚ ବିଦ୍ୟାଳୟର ନୂତନ ଗୃହ ଉଦ୍ଘାଟିତ    (23-Apr-2026)       ||     

HOME   ଜିଲ୍ଲା

ଜିଲ୍ଲାସ୍ତରୀୟ କୃଷକ ଦିବସ ୨୦୨୫ ପାଳନ :- ଧାନ ସହ ଅଧିକରୁ ଅଧିକ ଅର୍ଥନୈତିକ ଚାଷ ଉପରେ ଧ୍ୟାନ ଦେବାକୁ ଚାଷୀଙ୍କୁ ଆହ୍ୱାନ :-

30-Apr-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ )
ପବିତ୍ର ଅକ୍ଷୟ ତୃତୀୟା ଦିବସ  ଅବସରରେ ଜିଲ୍ଲାସ୍ତରୀୟ କୃଷକ ଦିବସ ୨୦୨୫ କୃଷି ବିଜ୍ଞାନ କେନ୍ଦ୍ର ପରିସରରେ ପାଳିତ ହୋଇଯାଇଛି । ଜିଲ୍ଲା କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଓ କୃଷି  ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆୟୋଜିତ କୃଷକ ଦିବସ ପାଳନରେ  ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳିନା ପ୍ରଧାନ ମୁଖ୍ୟଅତିଥି ଭାବେ ଯୋଗଦେଇ ପାରମ୍ପରିକ ପୂଜାର୍ଚ୍ଚନା ପରେ ଅକ୍ଷୀମୁଠି ଅନୁକୂଳ କରିଥିଲେ । ଜିଲ୍ଲା କୃଷି ଅଧିକାରୀ ଧୀରେନ୍ଦ୍ର ସିଂ ବରିହାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଅକ୍ଷୟ ତୃତୀୟା ସମାରୋହରେ ଅତିରିକ୍ତ ଜିଲ୍ଲାପାଳ ଅଞ୍ଜଳିନା ପ୍ରଧାନ ଚଳିତ ଖରିଫ ଋତୁରେ କୃଷି ଆୟକୁ ଦ୍ବିଗୁଣିତ କରିବା ଲକ୍ଷ୍ୟରେ କୃଷି ପ୍ରଧାନ ସୁବର୍ଣ୍ଣପୁର ଜିଲ୍ଲାରେ ଧାନ ସହ ଅଧିକରୁ ଅଧିକ ଅର୍ଥନୈତିକ ଚାଷ ଉପରେ ଧ୍ୟାନ ଦେବାକୁ ଚାଷୀଙ୍କୁ ଆହ୍ୱାନ ଦେଇଛନ୍ତି ।

ଚଳିତ କୃଷିବର୍ଷରେ ସମଗ୍ର ସୁବର୍ଣ୍ଣପୁର ଜିଲ୍ଲାରେ ମୋଟ ୧ଲକ୍ଷ ୨୮ହଜାର ହେକ୍ଟରରେ ଧାନଚାଷ ସହ ଅଣଧାନ ଚାଷ କରିବାକୁ ପ୍ରଶାସନିକ ସ୍ତରରେ ନିଷ୍ପତ୍ତି ହୋଇଥିବାବେଳେ ୭୦ ହଜାର ହେକ୍ଟରରେ ଧାନଚାଷ ଏବଂ ବୀରମହାରାଜପୁର ଓ ସଦର ସୁବର୍ଣ୍ଣପୁର ବ୍ଲକରେ ୨ହଜାର ହେକ୍ଟରରେ ପ୍ରଥମଥର ପ୍ରାକୃତିକ କୃଷି ଅଭିଯାନରେ ଜୈବିକ ଧାନଚାଷକୁ ଗୁରୁତ୍ୱ ଦିଆଯାଇଛି । ମୃତ୍ତିକା ପରୀକ୍ଷଣ,କମ୍ପୋଷ୍ଟ ଖତ, ଜିଆ ଖତ ବ୍ୟବହାର ସହ ଜଳର ସୁପରିଚାଳନାକୁ ଗୁରୁତ୍ୱ ଦେବାକୁ କେ.ବି.କେ କୃଷି ବିଜ୍ଞାନୀ ଶ୍ରୀ ବିଶ୍ୱରଞ୍ଜନ ପଟ୍ଟନାୟକ ଆଲୋକପାତ କରିଥିଲେ । କାର୍ଯ୍ୟକ୍ରମରେ ଜିଲ୍ଲା କୃଷି ଅଧିକାରୀ ସୋନପୁର ଉପଖଣ୍ଡ ଘନଶ୍ୟାମ ଦେହୁରୀ , ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅଶ୍ୱିନୀ କୁମାର ଭୋଇ ପ୍ରମୁଖ ଉପସ୍ଥିତ ରହିଥିଲେ। ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ କୃଷକ ଦିବସ ପାଳନର ଶୁଭ ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଓଡିଶା ଶ୍ରୀ ମୋହନ ଚରଣ ମାଝୀ ଆଭାସୀ ଜରିଆରେ ଖରିଫ ୨୦୨୫ ସିଏମ କିସାନ ସହାୟତା ରାଶିର ହସ୍ତାନ୍ତର କରିଛନ୍ତି । କାର୍ଯ୍ୟକ୍ରମ ଅବସରରେ ଜିଲ୍ଲାର ବହୁ ଅଗ୍ରଣୀ ଚାଷୀ, କୃଷକ ଅନୁଷ୍ଠାନର ସଦସ୍ୟ ସଦସ୍ୟା ତଥା ଗଣମାଧ୍ୟ୍ୟମ ପ୍ରତିନିଧି ପ୍ରମୁଖ ଯୋଗଦାନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜ୍ୟସ୍ତରୀୟ ଜାତୀୟ ପଂଚାୟତି ରାଜ ଦିବସ ସମାରୋହରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଲୋକଙ୍କ ସକ୍ରିୟ ଭାଗିଦାରୀ ଓ ଅଭିନବ ଚିନ୍ତାଧାରା ପଞ୍ଚାୟତିରାଜ ବ୍ୟବସ୍ଥାକୁ ଅଧିକ ଗତିଶୀଳ କରିବ- ମୁଖ୍ୟମନ୍ତ୍ରୀ    24-Apr-2026
  ଜିଲ୍ଲା  
ଡାବୁଗାଁ ବ୍ଲକ ପରିସରରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ   24-Apr-2026
  ଜିଲ୍ଲା  
ଘରୋଇ ଆଇ.ଟି.ଆଇ ସଂଘର ଜରୁରୀକାଳୀନ ବୈଠକ   24-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୬ ପାଳିତ   24-Apr-2026
  ଜିଲ୍ଲା  
ବଲାଙ୍ଗୀରବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନରସିଂହ, ଭୀମଭୋଇ ମେଡିକାଲ ଓ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ପଦବୀ ପୁରଣ ପାଇଁ କଲେ ଆଲୋଚନା   24-Apr-2026
  ରାଜ୍ୟ  
ଗ୍ରୀଷ୍ମ ପ୍ରବାହ ପାଇଁ ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ   24-Apr-2026
  ଜିଲ୍ଲା  
ଜାତୀୟ ପଞ୍ଚାୟତ ରାଜ ଦିବସ ରେ ସ୍ୱତଃ ମନେ ପଡନ୍ତି ସୁବର୍ଣ୍ଣପୁର ଜିଲ୍ଲା ର ଆଦର୍ଶ ସରପଞ୍ଚ ସ୍ଵର୍ଗତ ଘାସିରାମ ତ୍ରିପାଠି*-   24-Apr-2026
  ଜିଲ୍ଲା  
*ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   24-Apr-2026
  ରାଜ୍ୟ  
ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   24-Apr-2026
  ଜିଲ୍ଲା  
ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   24-Apr-2026
  ଜିଲ୍ଲା  
୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ   24-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ   24-Apr-2026

You Might Also Like