-+91-9937148622 |

prerana_bgr@rediffmail.com |

  Tuesday 1st September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ    (31-Aug-2026)       ||      ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   (31-Aug-2026)       ||      ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   (31-Aug-2026)       ||      ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   (31-Aug-2026)       ||      *ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   (31-Aug-2026)       ||      ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   (31-Aug-2026)       ||      ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   (31-Aug-2026)       ||      ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   (31-Aug-2026)       ||      *ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   (31-Aug-2026)       ||      ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   (31-Aug-2026)       ||      ତହଁକ୍ କୁଟୁମର୍ ହଜଲା ରସ, ନୁରମା ଆସ   (31-Aug-2026)       ||      *ରକ୍ତସେତୁ: Gen Z ମାନଙ୍କ ଦ୍ୱାରା ପ୍ରତିଷ୍ଠିତ ଜରୁରୀକାଳୀନ ରକ୍ତଦାନ ସେବା ସଂଗଠନ*   (31-Aug-2026)       ||      ପାର୍ଲାମେଣ୍ଟ ଯୁଗ୍ମ କମିଟିର ଭୁବନେଶ୍ୱର ଗସ୍ତ ♦️ବିଧାୟକ ଓ ପୂର୍ବତନ ବିଧାୟକମାନଙ୍କର ବେତନ ଓ ଭତ୍ତା ସମ୍ପର୍କରେ ଆଲୋଚନା    (31-Aug-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା ସ୍କାଉଟ ଓ ଗାଇଡର ଯୋଜନା ବୈଠକ ଅନୁଷ୍ଠିତ ।   (31-Aug-2026)       ||      ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡ଼କୋ ଅଧ୍ୟକ୍ଷା ଶ୍ରୀମତୀ ଉଷା ପାଢ଼ୀଙ୍କ ଦ୍ୱାରା କାଳିବେଟି ଏବଂ ମୁଦାମ୍ବା ଶିଳ୍ପାଞ୍ଚଳ ବିକାଶ କାର୍ଯ୍ୟର ସମୀକ୍ଷା   (30-Aug-2026)       ||      *କେଲିଆ ମନ୍ଦିର ଉନ୍ନୟନ କମିଟି ସହ ନବରଙ୍ଗପୁର ସାଂସଦ ଙ୍କ ବୈଠକ*   (30-Aug-2026)       ||      ଉପରବାହାଲ ଠାରେ ଡିବିରୀ ଟ୍ରଷ୍ଟ ଆନୁକୂଲ୍ୟରେ ମେଗା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ   (30-Aug-2026)       ||      ଚତୁର୍ଥସ୍ତମ୍ଭ ଆଜି ଅବହେଳିତ.. ସାମ୍ବାଦିକ ଙ୍କ ସୁରକ୍ଷା ସହ ପେନସନ ବ୍ୟବସ୍ଥା ଲାଗୁ କରିବା ନିହାତି ଆବଶ୍ୟକ..   (30-Aug-2026)       ||     

HOME   ଜିଲ୍ଲା

ବରପାଲିର ମହାନ ପୌରାଣିକ ଶୀତଳ ଷଷ୍ଠୀ ଯାତ୍ରା କମିଟିର ସାଧାରଣ ବୈଠକ ଅନୁଷ୍ଠିତ

30-Apr-2025



ବରପାଲି (ସୁଦାମ ଦୀପ) 
ବରପାଲିର ୧୪୮ତମ ପ୍ରସିଦ୍ଧ ମହାନ ପୌରାଣିକ ଶୀତଳ ଷଷ୍ଠୀ ଯାତ୍ରା କମିଟିର ସଭାପତି ଆନନ୍ଦ ବାବୁଙ୍କ ଅଧ୍ୟକ୍ଷତାରେ  ଏକ ସାଧାରଣ ବୈଠକ ସ୍ଥାନୀୟ ଭଣ୍ଡାର ଗୃହଠାରେ ଅନୁଷ୍ଠିତ ହୋଇଯାଇଛି। ନୀତିକାନ୍ତି କମିଟି ମୁଖ୍ଯ ପିନାକି ଦାଶ ଦେବ ଦେବ ମହାଦେବଙ୍କ ଶ୍ଲୋକ ପଠନ ପରେ ସଭାକାର୍ଯ୍ୟ ଆରମ୍ଭ ହୋଇଥିଲା। ଉଭୟ କନ୍ୟା ପକ୍ଷ ଓ ଯାତ୍ରା କମିଟି ତଥା ବରପାଲିର ଜନସାଧାରଣଙ୍କ ଉପସ୍ଥିତିରେ ତିଳକ ଟିକା ରାଶି ୯୧୦୦୦ (ଏକାନବେ ହଜାର ଟଙ୍କା ମାତ୍ର) ରେ ସ୍ଥିର ହେଲା। ପାରମ୍ପରିକ ରୀତିନୀତି ଅନୁସାରେ ଆସନ୍ତା ଅକ୍ଷୟ ତୃତୀୟା ଦିନ ଅପରାହ୍ନ ୫ଟାରେ ଥାଳଉଠା କାର୍ଯ୍ୟକ୍ରମ ହେବାର ପ୍ରସ୍ତାବ ଗୃହିତ ହେଲା। ଥାଳଉଠା ଦିନ ଠାରୁ ବ୍ରତୀ ମାନେ ସମସ୍ତ ରୀତିନୀତି ପାଳନ କରି ଏକମାସ ଶୀତଳ ଷଷ୍ଠୀ ଯାତ୍ରାର ସମାପନ ପର୍ଯ୍ୟନ୍ତ ନିଷ୍ଠାର ସହ ବ୍ରତ କରନ୍ତି। ଥାଳଉଠାର ସମସ୍ତ ରୀତିନୀତି ତଥା ପୂଜାବିଧିର ଏକ ବିବରଣୀ କନ୍ୟାପକ୍ଷ ଭୂଲିଆ ପଡାର କନ୍ୟାପିତା ସଂଜୟ ମେହେରଙ୍କୁ ପ୍ରଦାନ କରାଯାଇଛି। ପାରମ୍ପରିକ ଭାବରେ ସୂଚାରୁ ରୂପେ ଯାତ୍ରା ପରିଚଳନା ପାଇଁ ଜମିଦାର ଲାଲ୍ ବିକ୍ରମ ସିଂ ଙ୍କୁ ଓ ସଭାପତି ଆନନ୍ଦ ବାବୁଙ୍କୁ ପତ୍ର ପ୍ରଦାନ କରାଗଲା। ଏବର୍ଷ ବହୁ ଆଡମ୍ବର ସହ ବରପାଲିର ମହାନ ପୌରାଣିକ ଶୀତଳ ଷଷ୍ଠୀ ଯାତ୍ରା ପାଳନ କରିବା ପାଇଁ ଯାତ୍ରା କମିଟି ବରପାଲି ଜନସାଧାରଣଙ୍କ ସହଯୋଗ କାମନା କରିଥିଲେ । ଶେଷରେ ସଭ୍ଯ ଅଶୋକ କୁମାର ଦାଶ ଧନ୍ୟବାଦ ଅର୍ପଣ କରିଥିଲେ। ବୈଠକ ରେ ସଂପାଦକ ଜୟନ୍ତ ତ୍ରିପାଠୀ, ଜମିଦାର ଲାଲ ବିକ୍ରମ ସିଂ, କୋଷାଧ୍ୟକ୍ଷ ବିକ୍ରମ ସାହୁ, ରାଜେନ୍ଦ୍ର ପୂଜାରୀ, ନୀର ମିଶ୍ର, ରଞନ ରଶ୍ମୀ ଦାସ, ସଦାନନ୍ଦ ଶତପଥୀ, ସଦାନନ୍ଦ ଦାଶ, ପିଙ୍କୁ ସାହୁ, ହେମନ୍ତ ମିଶ୍ର,  ସଞିବ ନାୟକ, ଆଶିଷ ପଟ୍ଟନାୟକ, ଦେବେନ୍ଦ୍ର ସାହୁ, ସୁପ୍ରଭାତ ସାହୁ, ସତ୍ୟମ ପୃଷ୍ଟି, ବାଳକୃଷ୍ଣ ପୂଜାରୀ, ଶେଷଦେବ ଦେବତା ,ଧର୍ମରାଜ ସିଂ ବରିହା କନ୍ୟାପକ୍ଷ ରୁ କନ୍ୟାପିତା ସଞୟ ମେହେର, ପ୍ରସନ୍ନ ମେହେର, ଗୁଣ ମେହେର, ଅଶୋକ ମେହେର, ଫେସନ ମେହେର, ମିନକେତନ ମେହେର, ପଞ୍ଚା ମେହେର, ସୁବଳ ମେହେର, ପ୍ରବୀଣ ମେହେର, ଅଶ୍ବିନୀ ମେହେର ତଥା ବରପାଲିର ବହୁ ସଂଖ୍ୟକ ଜନସାଧାରଣ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀରର ବିକାଶ ଯାତ୍ରାରେ ଯୋଡ଼ି ହେଲା ଆଉ ଏକ ସ୍ୱର୍ଣ୍ଣିମ ଅଧ୍ୟାୟ - ଅଧ୍ୟକ୍ଷା ଲିକା ସାହୁ   31-Aug-2026
  ଜିଲ୍ଲା  
ପଞ୍ଚାୟତ ସ୍ତରୀୟ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   31-Aug-2026
  ଜିଲ୍ଲା  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ରାଜ୍ୟ  
ଡେଙ୍ଗ ବିଦ୍ୟାଳୟରେ ଉତ୍ସାହୋଦ୍ଦୀପକ ପରିବେଶ ମଧ୍ୟରେ ‘ସଂସ୍କୃତ ସପ୍ତାହ’ ଉଦ୍‌ଯାପିତ   31-Aug-2026
  ଜିଲ୍ଲା  
ପୋଲରୁ ଖସିଲା ବାଇକ୍: ସ୍ତ୍ରୀ ମୃତ, ସ୍ବାମୀ ଓ ପୁଅ ଗୁରୁତର   31-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ସିନିୟର୍ ଫୁଟବଲ୍ ଲିଗ - 2026 ରାମଧୁନ କ୍ଲବ ଚମ୍ପିୟାନ   31-Aug-2026
  ଜିଲ୍ଲା  
*ଜିଲ୍ଲାପାଳ ଡ଼. ନୃପ ରାଜ ସାହୁ ଙ୍କ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ରେ ଭାବ ପ୍ରବଣ ସୁବର୍ଣ୍ଣପୁର*-   31-Aug-2026
  ଜିଲ୍ଲା  
ବରପାଲି ବିଜ୍ଞାପିତ ପରିଷଦ ପକ୍ଷରୁ ସାୟତ୍ତ ଶାସନ ଦିବସ ପାଳିତ   31-Aug-2026
  ଜିଲ୍ଲା  
ବୋଡ଼େନ ବ୍ଲକ ପଞ୍ଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ ଜିଲ୍ଲାପାଳ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ,   31-Aug-2026
  ଜିଲ୍ଲା  
ବରପାଲି ଓମ୍ ଶାନ୍ତି ଭବନରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାଳିତ   31-Aug-2026
  ଜିଲ୍ଲା  
*ବେଆଇନ ମଦ ବିକ୍ରୀ ବନ୍ଦ ପାଇଁ ଜାମଗୁଡା ମହିଳା ମାନଙ୍କ ଦାବୀ*   31-Aug-2026
  ଜିଲ୍ଲା  
ବିନିକା କଂଗ୍ରେସ ତରଫରୁ ବିଏଲଏ-୨ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ   31-Aug-2026

You Might Also Like